ଲୋକକଳା କଳାକାରଙ୍କ ପାରିଶ୍ରମିକରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟରେ ଲୋକକଳାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପ୍ରଗତିଶୀଳ ପଦକ୍ଷେପ ନେଇଛନ୍ତି । ୨୦୦୯ ମସିହାରୁ ବ୍ଲକ୍ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟସ୍ତର ପର୍ଯ୍ୟନ୍ତ କଳାକାରମାନଙ୍କ ସଂଘ ଗଠନ କରାଯାଇଛି ।ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ,…