ସେପ୍ଟେମ୍ବର ୩୦ ସୁଦ୍ଧା ଜମ୍ମୁ-କଶ୍ମୀରରେ ନିର୍ବାଚନ ପାଇଁ ସୁପ୍ରିମ୍ ନିର୍ଦ୍ଦେଶ
୨୦୨୪ ସେପ୍ଟେମ୍ବର ୩୦ ସୁଦ୍ଧା ଜମ୍ମୁ-କଶ୍ମୀରରେ ନିର୍ବାଚନ କରିବାକୁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ । ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଲେ ସର୍ବୋଚ୍ଚ କୋର୍ଟ । ବିଧାନସଭା ନିର୍ବାଚନ ସହ ରାଜ୍ୟ ମାନ୍ୟତା ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି [more…]