Mon. Nov 30th, 2026

Author: Sadba Odisha

ହରେକୃଷ୍ଣ ବସ୍ତିରେ ଖୋଲିଲା ବର୍ଣ୍ଣବୋଧ ପାଠଶାଳା, ଯଶୋଦା ମା ଫାଉଣ୍ଡେସନର ନୂଆ ପ୍ରୟାସ

ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଯଶୋଦା ମା ଫାଉଣ୍ଡେସନ ତରଫରୁ ଭୁବନେଶ୍ୱରର ହରେକୃଷ୍ଣ ବସ୍ତିରେ ନୂଆ ବର୍ଣ୍ଣବୋଧ ପାଠଶାଳା ଆରମ୍ଭ ହୋଇଛି । ଓଡିଆ ଭାଷାରେ କହିବା ,ଲେଖିବା ସହ ସାଧାରଣ ଜ୍ଞାନ,ସଙ୍ଗୀତ,ନୃତ୍ୟ ଭଳି ପ୍ରତିଭାକୁ ନେଇ ପାଠଶାଳାରେ ନିଜ ଅବସର ବେଳେ…

ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ?

ମହାବିଷୁବ ସଙ୍କ୍ରାନ୍ତି ଦିନ ହେଉଛି ଓଡ଼ିଆ ନୂଆବର୍ଷର ପ୍ରଥମ ଦିନ ସୌରମାନ ମାସ ଅନୁସାରେ ତିଥି, ବାର ଇତ୍ୟାଦି ଗଣନା କରାଯାଏ ଏହି ଗଣନା ଅନୁସାରେ ଆମେ ବାରମାସରେ ବାରଟି ସଙ୍କ୍ରାନ୍ତି ପାଳନ କରିଥାଉ ଏହି ବାରଟି ସଙ୍କ୍ରାନ୍ତି ବାରଟି ରାଶିନାମରେ…

କ୍ୟାନ୍ସର ପୀଡ଼ିତାଙ୍କ ଉଦ୍ଦେଶ୍ୟରେ କେଶ ଦାନ ସଚେତନତା ଶିବିର

ଉତ୍କଳ ଦିବସ ସମାରୋହ ରେ ଶୁଭା ଟ୍ରଷ୍ଟ ତରଫରୁ କ୍ୟାନ୍ସର ପୀଡ଼ିତାଙ୍କ ଉଦ୍ଦେଶ୍ୟ ରେ କେଶ ଦାନ ସଚେତନତା ଶିବିର ଅନୁଷ୍ଠିତ ହୋଇଛି। ପ୍ରଥମ ଥର ଶୋଭା ଟ୍ରଷ୍ଟ କ୍ୟାନ୍ସର ପୀଡ଼ିତା ଙ୍କ ମୁଁହରେ ଟିକେ ହସ ଫୁଟାଇବା ପାଇଁ ପ୍ରୟାସ…

ପୁରୀରେ ରାମ ନବମୀ ରୁ ଆରମ୍ଭ ହେଲା ସାହିଯାତ

ଆଜି ରାମ ନବମୀ।ମର୍ଯ୍ୟଦା ପୁରୁଷ ଶ୍ରୀରାମ ଚନ୍ଦ୍ର ଙ୍କ ପବିତ୍ର ଜନ୍ମ ତିଥି।ଏହି ପବିତ୍ର ତିଥି ରୁ ଆରମ୍ଭ ହୋଇଛି ପୁରୀ ର ପ୍ରସିଦ୍ଧ ସାହିଯାତ।ଯାହା ରାମ ନବମୀ ଠାରୁ ଶ୍ରୀରାମଚନ୍ଦ୍ର ଙ୍କ ରାଜ୍ୟାଭିଷେକ ପର୍ଯ୍ୟନ୍ତ ଅର୍ଥାତ ଅପ୍ରେଲ ୧୫ ତାରିଖ…

ମାଆ ଭଗବତୀଙ୍କ ପୀଠରେ ଅଶୋକାଷ୍ଟମୀ

ଭଉଣୀ ନାରାୟଣୀଙ୍କୁ ନିମନ୍ତ୍ରଣ କରି ଅଶୋକାରୁ ଫେରିଲେ ମା’ ଭଗବତୀ । ଚୈତ୍ର ଶୁକ୍ଳ ଅଷ୍ଟମୀ ଅଶୋକାଷ୍ଟମୀ ଭାବରେ ମା’ ଭଗବତୀଙ୍କ ପୀଠରେ ମହାଆଡମ୍ବରରେ ପାଳିତ ହୋଇଯାଇଛି । ବାରମାସରେ ତେର ଯାତ୍ରା ମଧ୍ୟରୁ ଅଶୋକ ଯାତ୍ରା ମା’ଙ୍କର ବର୍ଷର ଶେଷ…

ଶ୍ରୀରଘୁନାଥଜୀଉଙ୍କ ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରା ଆରମ୍ଭ

ନୟାଗଡ଼ ଜିଲା ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରା ଗୁରୁବାରଠାରୁ ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ବାସିନ୍ଦା ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ରାଧାକାନ୍ତ ମଠଠାରୁ ତୋରଣ…

ଶ୍ରୀକ୍ଷେତ୍ରରେ ଆଜିଠାରୁ ସାହିଯାତ

ପବିତ୍ର ଶ୍ରୀରାମ ନବମୀ । ଆରମ୍ଭ ହେଉଛି ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ସାହିଯାତ । ସାହିଯାତ ଆରମ୍ଭ ପୂର୍ବରୁ ସାହି ଆଖଡ଼ାକୁ ଶ୍ରୀ ମନ୍ଦିରରୁ ରେଖାସୁନ୍ଦରୀ ଯାଇଥାଏ । ରେଖାସୁନ୍ଦରୀ କହିଲେ ମହାପ୍ରଭୁ ଙ୍କ ଶ୍ରୀ ଅଙ୍ଗ ଲାଗି ବସ୍ତ୍ର ଖଣ୍ଡିଏ ।…

ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ପ୍ରସଙ୍ଗ, ସୁପ୍ରିମକୋର୍ଟ ଖପ୍ପା

ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଓ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମକୋର୍ଟ ୪ ନଭେମ୍ବର ୨୦୧୯ରେ ୨୨ଟି ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ଏହାକୁ କେତେ ଅନୁପାଳନ କରିଛନ୍ତି ସେନେଇ ସର୍ବୋଚ୍ଚ ଅଦାଲତଙ୍କୁ ଏବେ…

ରାମ ନବମୀର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୩ : ଗୁରୁବାର ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ରାମ…

ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ : ୨୦୨୩ ମସିହା ର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଗତ ୨୦୨୨ର ରଥଯାତ୍ରା ପ୍ରଭୁ…