Sun. Nov 29th, 2026

Author: Sadba Odisha

ମରାମତି ହେବ ପୁରୀ ଶ୍ରୀମନ୍ଦିର ବାଇଶି ପାହାଚ

ପୁରୀ: ପୁରୀ ଶ୍ରୀମନ୍ଦିର ବାଇଶି ପାହାଚର ମରାମତି ହେବ। ବର୍ଷ ବର୍ଷର ଏହି ଐତିହାସିକ ପାହାଚର ମରାମତି କରାଯିବ। ଏଥିଲାଗି ପ୍ରତ୍ନତତ୍ତ୍ୱ ବିଭାଗ ଟିମ୍ ବାଇଶି ପାହାଚ ଅନୁଧ୍ୟାନ କରିଛନ୍ତି। ଆବଶ୍ୟକ ପଡ଼ିଲେ ଦୁର୍ବଳ ପଥର ପରିବର୍ତ୍ତନ କରାଯିବ ବୋଲି ସୂଚନା…

ବେଦାନ୍ତ ଫାଟକ ସମ୍ମୁଖରେ ଉତ୍ତେଜନା

ଝାରସୁଗୁଡ଼ା: ବେଦାନ୍ତ କଂପାନି ମୁଖ୍ୟ ଫାଟକ ଆଗରେ ଉତ୍ତେଜନା ଦେଖିବାକୁ ମିଳିଛି। ଆନ୍ଦୋଳନକାରୀ ବିଭିନ୍ନ ଦାବି ନେଇ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି। ବେଦାନ୍ତ ଆସ୍‌ପଣ୍ଡ ବା ପାଉଁସ ପୋଖରୀ ଦ୍ୱାରା କଟିକେଲା ଗାଁର କ୍ଷତିଗ୍ରସ୍ତ ପରିବାର ଧାରଣାରେ ବସିଛନ୍ତି। ଘଟଣାସ୍ଥଳରେ…