ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଗିରଫ
ମୁମ୍ବାଇ: ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ପୋଲିସ୍ ଗିରଫ କରିଥିବା ସୂଚନା ମିଳିଛି। ଏ ନେଇ ଖବର ସରବରାହ ସଂସ୍ଥା ପିଟିଆଇ ସୂତ୍ରରୁ ପ୍ରକାଶ। ସୂଚନା ଅନୁସାରେ, ଜଣେ ୫୩ ବର୍ଷୀୟ ଇଣ୍ଟେରିଅର୍ ଡିଜାଇନରଙ୍କୁ ଆତ୍ମହତ୍ୟା ପାଇଁ ଉସ୍କାଇବା…