Mon. Nov 30th, 2026

Author: sabdamedia

ହାଇୱାକୁ ପଛରୁ ଧକ୍କା ଦେଲା ଟ୍ରକ୍ : ଦୁର୍ଘଟଣାରେ ୨ ମୃତ

ଶବ୍ଦ ଓଡିଶା ବ୍ୟୁରୋ: ହାଇୱାକୁ ପଛରୁ ଧକ୍କା ଦେଲା ଟ୍ରକ୍ । ବାଲେଶ୍ୱର ୧୬ ନମ୍ବର ଜାତୀୟ ରାଜପଥ କଲେଜ ଛକ ନିକଟରେ ଭୋର ସମୟରେ ହାଇୱାକୁ ପଛରୁ ଧକ୍କା ଦେଇଛି ଟ୍ରକ୍ । ଯାହାଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା…

ଶିମିଳିପାଳ ବୁଲିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଶବ୍ଦ ଓଡିଶା ବ୍ୟୁରୋ: ରାଷ୍ଟ୍ରପତିଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି। ଦିନ ୧୨ଟାରେ ଶିମିଳିପାଳରେ ପହଞ୍ଚିବା ପରେ ସେଠାରେ ଅଢେଇ ଘଣ୍ଟା ଅର୍ଥାତ୍…

ରାଜ୍ୟରେ କାଳବୈଶାଖୀ ପ୍ରଭାବ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର,…

ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟ ସରକାର ଆଜି ୧୯୯୦ ବ୍ୟାଚର ୩ଜଣ ଆଇପିଏସଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି । ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ…

୭ରେ ଲଘୁଚାପ, ୯ ତାରିଖରେ ବାତ୍ୟା ଆଶଙ୍କା

ଶବ୍ଦ ଓଡିଶା ବ୍ୟୁରୋ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୭ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ । ଆଉ…

ଛତିଶଗଡ଼ରେ ବୋଲେରୋକୁ ପିଟିଲା ଟ୍ରକ, ଗୋଟିିଏ ପରିବାରର ୧୦ଜଣଙ୍କ ମୃତ୍ୟୁ

ଶବ୍ଦ ଓଡିଶା ବ୍ୟୁରୋ: ଛତିଶଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୋଲେରୋକୁ ପିଟିଲା ଟ୍ରକ । ଘଟଣାରେ ଗୋଟିିଏ ପରିବାରର ୧୦ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ଶିଶୁ । ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା…

ଆସୁଛନ୍ତି ଦ୍ରୌପଦୀ ମୁର୍ମୁ : ରାଷ୍ଟ୍ରପତି ହେବା ପରେ ପ୍ରଥମଥର ନିଜ ଜନ୍ମମାଟି ଗସ୍ତ

ଶବ୍ଦ ଓଡିଶା ବ୍ୟୁରୋ: ରାଷ୍ଟ୍ରପତି ହେବା ପରେ ପ୍ରଥମଥର ନିଜ ଜନ୍ମମାଟିରେ ପାଦ ଦେବେ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେଲା ପରେ ଓଡ଼ିଶାକୁ ପୂର୍ବରୁ ଦୁଇଥର ଗସ୍ତ କରିସାରିଛନ୍ତି ଦ୍ରୌପଦୀ ମୁର୍ମୁ । କିନ୍ତୁ ନିଜ ଜିଲ୍ଲାକୁ ଏହା ତାଙ୍କର…

ଭୁଶୁଡିଲା ବ୍ରିଜ୍ : ଇଚ୍ଛାପୁର ଓ ପାତ୍ରପୁରକୁ ଯାତାୟାତ ଠପ୍

ଶବ୍ଦ ଓଡିଶା ବ୍ୟୁରୋ: ଭୁଶୁଡ଼ିଲା ବ୍ରିଟିଶ ଅମଳର ବ୍ରିଜ୍ । ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ମଣ୍ଡଳ ଲୁଦୂପୁଟି ପଞ୍ଚାୟତର ୧୯୨୬ ମସିହାର ଏହି ବ୍ରିଜ୍ ଭୁଶୁଡ଼ି ପଡ଼ିଛି । ଏହି ବ୍ରିଜ୍ ଦ୍ୱାରା ଗଞ୍ଜାମ ଜିଲ୍ଲାର ପାତ୍ରପୁର ଓ ଆନ୍ଧ୍ରପ୍ରଦେଶକୁ ଯୋଗାଯୋଗ ହେଉଥିଲା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ଏଫସି ଖେଳାଳି

ଶବ୍ଦ ଓଡିଶା ବ୍ୟୁରୋ: ସୁପର କପ୍ ଜିତିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶା ଏଫସି ଖେଳାଳି । କେରଳରେ ଖେଳାଯାଇଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୬ଟି ଟିମ୍ ଭାଗ ନେଇଥିଲେ । ଓଡ଼ିଶା ଏଫସି ଏହି ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଥର ପାଇଁ ଭାଗ…

ମହାନଦୀ ଟ୍ରିବ୍ୟୁନାଲର ଦୁଇଟି ପର୍ଯ୍ୟାୟରେ ଓଡ଼ିଶା‌ ଗସ୍ତ

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତାକାଲି ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ଛତିଶଗଡ଼ରେ ମହାନଦୀ ଅବବ‌ହିକାର ଦ୍ବିତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନ ‌ଶେଷ ହେବ। ‌ଏହାପରେ ଟ୍ରିବ୍ୟୁନାଲ ଓଡ଼ିଶାରେ ମହାନଦୀ ଅବବାହିକା ଅଞ୍ଚଳକୁ ଦୁଇଟି ପର୍ଯ୍ୟାୟରେ ଗସ୍ତକରିବେ। କାର୍ଯ୍ୟସୂଚୀ ଅନୁସାରେ ପ୍ରଥମ ପର୍ଯ୍ୟାୟ…