ରଥଯାତ୍ରା ସମୟରେ ବିପର୍ଯ୍ୟୟ ପରିଚାଳନା ବୈଠକ ଅନୁଷ୍ଠିତ
ଶବ୍ଦ ଓଡିଶା ବ୍ୟୁରୋ: ପୁରୀର ରଥଯାତ୍ରା ପୂର୍ବରୁ ବିପର୍ଯ୍ୟୟ ପରିଚାଳନା ପାଇଁ ବୈଠକ ଅନୁଷ୍ଠିତ ହୋଇଛି। ରଥଯାତ୍ରା ସମୟରେ କୌଣସି ବିପର୍ଯ୍ୟୟର ମୁକାବିଲା ପାଇଁ ବୈଠକରେ ଆଲୋଚନା ହୋଇଛି । ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…