Sun. Nov 29th, 2026

Author: sabdamedia

ସ୍କୁଲର ପୋଷାକ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଲେ ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ

ଶବ୍ଦ ଓଡିଶା ବ୍ୟୁରୋ: ବାଣପୁର ବିଜ୍ଞାପିତ ଅଂଚଳର ବିଭିନ୍ନ ସ୍କୁଲର ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷ ମିଟୁ ନାୟକ ଯୋଗଦେଇଥିଲେ। ସେ ସ୍କୁଲପିଲାମାନଙ୍କ ସହ ମିଶିବା ଓ ଶିକ୍ଷାଦାତାଙ୍କ ସହ ସାକ୍ଷାତକାର ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାର…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜିଠୁ ଆସନ୍ତାକାଲି ସକାଳ ଯାଏଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, ଝାରସୁଗୁଡା, ବରଗଡ,…

ଏସିଏଫ୍ ସୌମ୍ୟାରଞ୍ଜନଙ୍କ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କୁ ପାଉନି ପୋଲିସ

ଶବ୍ଦ ଓଡିଶା ବ୍ୟୁରୋ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା । ୩ ଅଭିଯୁକ୍ତଙ୍କ ମଧ୍ୟରୁ ବିଦ୍ୟାଭାରତୀ ପଣ୍ଡାଙ୍କର କୌଣସି ଖୋଜ ଖବର ପାଉନି ପୁଲିସ । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଆଇଆଇସି ବିକ୍ରମ କେଶରୀ ଜେନା ଏହି ସୂଚନା…

ଯାମିନୀ ଷଡ଼ଙ୍ଗୀ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ, ନୃସିଂହ ସ୍ୱାଇଁ ବୌଦ୍ଧ ଜିଲ୍ଲାପାଳ

ଶବ୍ଦ ଓଡିଶା ବ୍ୟୁରୋ: ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀ ଓଡ଼ିଶା ଫେରିବା ପରେ ତାଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ଷଡ଼ଙ୍ଗୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ ହୋଇଛନ୍ତି । ସେହିପରି…

ପଡିଆରେ ନଜର ଆସିବେ ନାହିଁ ନିରଜ ଚୋପ୍ରା, ପଢନ୍ତୁ କାହିଁକି…

ଶବ୍ଦ ଓଡିଶା ବ୍ୟୁରୋ: ନିରଜ ଚୋପ୍ରା ଗତ କିଛି ଦିନ ତଳେ ଲୁସେନରେ ଡାଇମଣ୍ଡ ଲିଗ୍ ଜିତିଥିଲେ । ଏହା ପରେ ସାରା ଦେଶରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ତେବେ ସେ କିଛି ଦିନ ପାଇଁ ଗାଏବ…

ରାଜ୍ୟରେ ଆଜିଠାରୁ ବର୍ଷା! ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆଜିଠୁ ହୋଇପାରେ ବର୍ଷା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି…

ରାଜଧାନୀକୁ ପୁଣି ଡରାଇଲା ଡେଙ୍ଗୁ। ବିଭିନ୍ନ ଅଂଚଳରେ ଚାଲିଛି ସଫେଇ

ଶବ୍ଦ ଓଡିଶା ବ୍ୟୁରୋ: ରାଜଧାନୀରେ ଜଟିଳ ହେଉଛି ଡେଙ୍ଗୁ । ବିଳମ୍ବରେ ହେଲେ ବି ଭୁବନେଶ୍ୱର ମହାନଗର ନିଗମ ଏହାକୁ ନିୟନ୍ତ୍ରଣ କରିବାକୁ ଅଂଟାଭିଡିଛି । ରାଜଧାନୀର ବିଭିନ୍ନ ଅଂଚଳରେ ଚାଲିଛି ସଫେଇ କାର୍ଯ୍ୟର୍କ୍ରମ । ମୌସୁମୀ ବର୍ଷା ଆସୁ ଆସୁ…

ଘରେ ଶୋଇଥିଲେ ଶାଶୁ,ବୋହୂ; ମାଡ଼ିଗଲା ହାଇୱା

ଶବ୍ଦ ଓଡିଶା ବ୍ୟୁରୋ: ଘର ଉପରକୁ ମାଡ଼ିଗଲା ଚିପ୍ସ ବୋଝେଇ ହାଇୱା। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ କୃଷ୍ଣନଗର ବାଘୁଆ ଗାଁରେ ଏପରି ଘଟଣା ଘଟିଛି । ଆହତମାନେ ହେଲେ ଶାଶୁ…

ମାଟ୍ରିକ ସପ୍ଲିମେଣ୍ଟାରୀ: ସକାଳ ୯ଟାରୁ ପ୍ରଥମ ସିଟିଂ ଓ ଅପରାହ୍ଣ ଗୋଟାଏରୁ ଦ୍ୱିତୀୟ ସିଟିଂ

ଶବ୍ଦ ଓଡିଶା ବ୍ୟୁରୋ: ଆଜିଠୁ ଆରମ୍ଭ ମାଟ୍ରିକ ସପ୍ଲିମେଣ୍ଟାରୀ । ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି । ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି…

ପୁରୀରେ ରଥଯାତ୍ରାରେ ନିୟୋଜିତ ଅଧିକାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ଶବ୍ଦ ଓଡିଶା ବ୍ୟୁରୋ: ରଥଯାତ୍ରାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ଶୃଙ୍ଖଳିତ କାର୍ଯ୍ୟ ପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକାରୀ ଓ କର୍ମଚାରୀମାନଙ୍କୁ ଦାୟିତ୍ୱ ଦିଆଯାଇଥିଲା । ନିଳାଦ୍ରୀ ବିଜେ ପରେ ଅନ୍ୟ ଜିଲ୍ଲାରୁ ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରୁ…