Mon. Nov 30th, 2026

Author: sabdamedia

ଦେଶରେ ଦିନକରେ ହଜାରେ ନୂଆ କୋଭିଡ୍ ସଂକ୍ରମିତ ଚିହ୍ନଟ, ସତର୍କ ହେଲା କେନ୍ଦ୍ର

ଶବ୍ଦ ଓଡିଶା ବ୍ୟୁରୋ: ବୟସ୍କ ଆକ୍ରାନ୍ତଙ୍କ ପାଇଁ ସଂଶୋଧିତ କରୋନା ଗାଇଡଲାଇନ୍ସ ଜାରି କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ୧୨୯ ଦିନ ପରେ ପୁଣି ଦେଶରେ ହଜାରେ ଟପିଛି ଦୈନିକ କରୋନା ସଂକ୍ରମଣ । ଫେବ୍ରୁଆରୀ ୧୯ ତାରିଖ ଦିନ…

ବିଜେପି ରାଜ୍ୟରେ କରିବ ଘର ଘର ଚାଲ ଅଭିଯାନ

ଶବ୍ଦ ଓଡିଶା ବ୍ୟୁରୋ: ଓବିସି ବର୍ଗଙ୍କୁ ଓଡ଼ିଶାରେ ମିଳୁନି ଉଚିତ୍ ଅଧିକାର। ଏ ପର୍ଯ୍ୟନ୍ତ ଓବିସି ବର୍ଗଙ୍କ ସଠିକ୍ ଗଣନା କରାଗଲାନି। ସମସ୍ତ ପଛୁଆ ଜାତିଙ୍କୁ ଚିହ୍ନଟ କରି କେନ୍ଦ୍ରିୟ ସୂଚିରେ ସାମିଲ କରାଯାଉନି। ସେମାନଙ୍କୁ ଶିକ୍ଷା, ନିଯୁକ୍ତି, ନିର୍ବାଚନ କ୍ଷେତ୍ରରେ…

ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ଘଣ୍ଟା ଦର୍ଶନ ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପବିତ୍ର ଚୈତ୍ରମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ପାଞ୍ଚଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ।…

ସରିବ ମାଟ୍ରିକ ପରୀକ୍ଷା, ଶେଷ ଦିନରେ ଗଣିତ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ସରୁଛି ମାଟ୍ରିକ ପରୀକ୍ଷା। ଶେଷ ଦିନରେ ଗଣିତ ପରୀକ୍ଷା ଦେଉଛନ୍ତି ଛାତ୍ର ଛାତ୍ରୀ। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟା ପର୍ଯ୍ୟନ୍ତ ଚାଲୁରହିଛି। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ…

୧୦ ଜିଲ୍ଲାରେ ‍ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଆଜି ଭୋରରୁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇଥିଲା। ପଶ୍ଚିମା ଝଡ଼ ପ୍ରଭାବ ରାଜ୍ୟ ଆଉ ୨ଦିନ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ନବଜାତକଙ୍କ ଆଧାର ପଞ୍ଜୀକରଣ ‘ବାଲ୍ ଆଧାର’ର ଶୁଭାରମ୍ଭ

ଶବ୍ଦ ଓଡିଶା ବ୍ୟୁରୋ: ଗୁରୁବାରଠାରୁ ରାଜ୍ୟରେ ଶିଶୁ ଜନ୍ମ ପରେ ଆଧାର ସଂଯୋଗ ପ୍ରମାଣପତ୍ର ‘ବାଲ୍ ଆଧାର’ ଅଭିଯାନ ଆରମ୍ଭ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଏହାର ଶୁଭାରମ୍ଭ ହୋଇଛି। ପ୍ରଥମ ଦିନରେ ୫ଜଣ ଶିଶୁଙ୍କ ଆଧାର ସଂଯୋଗ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ…

ପମ୍ପରେ ଅସମ୍ଭାଳ ଭିଡ଼, ମିଳୁନି ପେଟ୍ରୋଲ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଡ୍ରାଇଭର ମହାସଂଘର ଷ୍ଟ୍ରିଅରିଂ ଛାଡ଼ ଆନ୍ଦୋଳନର ଅଧିକ ପ୍ରଭାବ ପେଟ୍ରୋଲ ପମ୍ପ ଉପରେ ପଡ଼ିଛି। ଦୁଇଦିନର ଆନ୍ଦୋଳନ ଯୋଗୁଁ ବିଭିନ୍ନ ପେଟ୍ରୋଲ ପମ୍ପରେ ନାହିଁ ନଥିବା ଭିଡ଼ ଦେଖିବାକୁ ମିଳିଛି। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ…

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ : ପେଟ୍ରୋଲ ପମ୍ପ ଉପରେ ପ୍ରଭାବ

ଶବ୍ଦ ଓଡିଶା ବ୍ୟୁରୋ: ଡ୍ରାଇଭର ଷ୍ଟ୍ରିଅରିଂ ଛାଡ଼ ଆନ୍ଦୋଳନର ଅଧିକ ପ୍ରଭାବ ପଡ଼ିଛି ପେଟ୍ରୋଲ ପମ୍ପ ଉପରେ । ଦୁଇଦିନର ଆନ୍ଦୋଳନ ଯୋଗୁଁ ପେଟ୍ରୋଲ ପମ୍ପରେ ନାହିଁ ନଥିବା ଭିଡ଼ ଦେଖିବାକୁ ମିଳିଥିଲା । ଏମିତିକି ଲୋକେ ଅଧିକ ଅଧିକ ଟଙ୍କାର…

ଆଜିଠୁ ଭାରତ-ଅଷ୍ଟ୍ରେଲିଆ ଦିନିକିଆ ଶୃଙ୍ଖଳା

ଶବ୍ଦ ଓଡିଶା ବ୍ୟୁରୋ: ଆଜିଠାରୁ ଆରମ୍ଭ ହେଉଛି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦିନିକିଆ ସିରିଜ୍ । ଟେଷ୍ଟ ସିରିଜକୁ ୨-୧ରେ ଜିତିବା ପରେ ୫୦ ଓଭର ବିଶିଷ୍ଟ ସିରିଜ ଜିତିବା ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇବ ଟିମ ଇଣ୍ଡିଆ । ତିିନି ମ୍ୟାଚ…

ରାଜ୍ୟରେ ସ୍ୱାଭାବିକ ହେବ ଘରୋଇ ବସ ଚଳାଚଳ

ଶବ୍ଦ ଓଡିଶା ବ୍ୟୁରୋ: ବନ୍ଦ ରହିବ ନାହିଁ ଘରୋଇ ବସ୍ ଚଳାଚଳ । ଏନେଇ ସୂଚନା ଦେଇଛି ଘରୋଇ ବସ୍ ମାଲିକ ସଂଘ । ଗତକାଲି ଡ୍ର୍ରାଇଭର ମହାସଂଘ ଓ ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ଆଲୋଚନା ହୋଇଥିଲା ଏବଂ ଏହାର…