ଆଜିଠୁ +୨ ନାମଲେଖା ପ୍ରକ୍ରିୟା ଆରମ୍ଭ
ଶବ୍ଦ ଓଡିଶା ବ୍ୟୁରୋ: ଯୁକ୍ତ୨ କଲେଜର ପ୍ରଥମ ବର୍ଷରେ ନାମଲେଖା ପ୍ରକ୍ରିୟା ଆଜିଠୁ ଆରମ୍ଭ ହେଉଛି । ସିଏଚଏସଇ ଅଧିନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ହେବ ନାମଲେଖା । ୧୧ଟାରେ ସାମ୍ସ ପୋର୍ଟାଲ www.samsodisha.gov.in…