Mon. Nov 30th, 2026

Author: sabdamedia

ପରିବାର ନିୟୋଜନ ଅପରେସନ ପରେ ମହିଳାଙ୍କ ମୃତ୍ୟୁ

ଶବ୍ଦ ଓଡିଶା ବ୍ୟୁରୋ: ପରିବାର ନିୟୋଜନ ଅପରେସନ ବେଳେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି କୋରାପୁଟ ଜିଲ୍ଲା ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ। ମୃତ ମହିଳା ଜଣଙ୍କ ହେଲେ ସୂର୍ଯ୍ୟତେଯା ବାଦନାୟକ। ଗତକାଲି କୋରାପୁଟ…

କାର୍ଯ୍ୟରେ ଯୋଗଦେଲେ ଝାରସୁଗୁଡ଼ାର ନୂଆ ଜିଲ୍ଲାପାଳ

ଶବ୍ଦ ଓଡିଶା ବ୍ୟୁରୋ: ବଦଳି ପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଝାରସୁଗୁଡ଼ାର ନବ ନିଯୁକ୍ତ ଜିଲ୍ଲାପାଳ ଆବୋଲି ସୁନୀଲ ନରୱାଣେ।ସୋନପୁରର ଜିଲ୍ଲାପାଳ ଥିବା ନରୱାଣେଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ ଭାବେ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗତକାଲି ବିଜ୍ଞପ୍ତି ପ୍ରକାଶ…

କଡାକଡି ହେବ ଓଡ଼ିଆରେ ନାମ ଫଳକ ଲେଖିବା, ଅମାନ୍ୟ କଲେ ଗଣିବେ ମୋଟା ଅଙ୍କର ଜରିମାନା

ଶବ୍ଦ ଓଡିଶା ବ୍ୟୁରୋ: ଏଣିକି ବାଧ୍ୟତାମୂଳକ ହେବ ଓଡ଼ିଆରେ ନାମ ଫଳକ ଲେଖିବା । ଓଡ଼ିଶାର ସବୁ ଦୋକାନ ଓ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଓଡ଼ିଶାରେ ନାମ ଫଳକ ଲେଖିବେ । ଯେଉଁମାନେ ଏଥିରେ ଖିଲାପ କରିବେ ସେମାନଙ୍କୁ ୭ ଦିନିଆ…

ଶହେ ବର୍ଷ ବଞ୍ଚିବା ପଛର ରାଜ କଣ?

ଶବ୍ଦ ଓଡିଶା ବ୍ୟୁରୋ: ଗବେଷଣାରୁ ଜଣାପଡିଛି ଯେ କେମିତି ଜଣେ ୧୦୦ ବର୍ଷରୁ ଅଧିକ ସମୟ ବଞ୍ଚିପାରିବ । ଗବେଷକମାନଙ୍କ ହିସାବରେ ଏହିଭଳି ସମ୍ଭବ ହୋଇଥାଏ । ୧୦୦ ବର୍ଷରୁ ଅଧିକ ୭ ଜଣଙ୍କୁ ନେଇ ହୋଇଥିବା ଗବେଷଣାରେ ସେମାନଙ୍କ ଡିଏନଏକୁ…

ପର୍ଯ୍ୟଟକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁରୀ ସି ବିଚ୍ ଥାନା ପୋଲିସର ତଦନ୍ତ ଆରମ୍ଭ

ଶବ୍ଦ ଓଡିଶା ବ୍ୟୁରୋ: ପୁରୀରେ ପର୍ଯ୍ୟଟକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ପୁରୀ ସି ବିଚ୍ ଥାନା ଅନ୍ତର୍ଗତ ମହିଳା ମହାବିଦ୍ୟାଳୟ ନିକଟରେ ଥିବା ଏକ ହୋଟେଲରୁ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଉଛନ୍ତି ଅନସ ଭି.କେ । ସେ…

ବଲାଙ୍ଗୀର ନକଲି ସାର୍ଟିଫିକେଟ୍ ମାମଲା,କ୍ରାଇମବ୍ରାଞ୍ଚର ତନାଘନା

ଶବ୍ଦ ଓଡିଶା ବ୍ୟୁରୋ: ବଲାଙ୍ଗୀର ନକଲି ସାର୍ଟିଫିକେଟ୍ ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମବ୍ରାଞ୍ଚ । ବଲାଙ୍ଗିରରେ କ୍ରାଇମବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନାଙ୍କ ନେତୃତ୍ୱରେ ୧୦ ଜଣିଆ ଟିମ୍ ମାମଲାର ତଦନ୍ତ କରୁଛନ୍ତି । ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କ…

ଆଜିଠୁ ବିଜୁଳି ଘଡଘଡି ବର୍ଷା, ଦକ୍ଷିଣ ଓଡିଶାରେ ୪୦ କିମି ବେଗରେ ବହିବ ପବନ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ତାଣ୍ଡବ । ଆଜିଠୁ ବଢିବ ଝଡ ପବନ । ୯ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ପ୍ରଭାବିତ ହେବ ଦକ୍ଷିଣ ଓଡ଼ିଶା । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି…

ନିପନ୍ ଇସ୍ପାତ କାରଖାନା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ଜାପାନରେ ନିପନ୍ ଷ୍ଟିଲ୍ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିପନ୍ ଷ୍ଟିଲ କର୍ପୋରେସନର ଆଇଡି ସେଣ୍ଟର ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ ମଧ୍ୟ ନିପନ୍ ଷ୍ଟିଲ୍ ବୁଲି ଦେଖିଛନ୍ତି…

ଲଢୁଆ ବିମାନ ସୁଖୋଇ-୩୦ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଶବ୍ଦ ଓଡିଶା ବ୍ୟୁରୋ: ଶନିବାର ଦିନ ଆସାମର ତେଜପୁର ଏୟାର୍‌ଫୋର୍ସ ଷ୍ଟେସନ୍‌ରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ବଳ୍ପ ସମୟ ପାଇଁ ‘ସୁଖୋଇ-୩୦ ଏମ୍‌କେଆଇ’ ଲଢୁଆ ବିମାନ ଉଡ଼ାଇବେ ବୋଲି ଜଣେ ସରକାରୀ ମୁଖପାତ୍ର କହିଛନ୍ତି। ଏପ୍ରିଲ୍‌ ୬ରୁ ୮ ତାରିଖ ପର୍ଯ୍ୟନ୍ତ…

୧୦ରୁ ଯୁକ୍ତ ଦୁଇ ଖାତା ଦେଖା, ଅନ୍‌ଲାଇନ ଓ ଅଫ୍‌ଲାଇନରେ ହେବ ମୂଲ୍ୟାୟନ

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ…