Sun. Nov 29th, 2026

Author: sabdamedia

ପୁରୀ ଓ କଟକ ରେଳଷ୍ଟେସନ ହେବ ବିଶ୍ୱସ୍ତରୀୟ

ଶବ୍ଦ ଓଡିଶା ବ୍ୟୁରୋ: ପୁରୀ ଓ କଟକ ରେଳଷ୍ଟେସନ ହେବ ବିଶ୍ୱସ୍ତରୀୟ । ଭର୍ଚୁଆଲ ମୋଡରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି । ଏହି ଦୁଇ ଷ୍ଟେସନର ଆଧୁନିକୀକରଣ ପରେ ରେଳଯାତ୍ରୀଙ୍କୁ ମିଳିବ ବିଶ୍ୱସ୍ତରୀୟ…

ବଲାଙ୍ଗୀରରେ ଯୁବକଙ୍କୁ ମାରି ଖଣ୍ଡଖଣ୍ଡ କରିଦେଲେ

ଶବ୍ଦ ଓଡିଶା ବ୍ୟୁରୋ: ବଲାଙ୍ଗୀରରେ ଚାଞ୍ଚଲ୍ୟ। ସହରରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ବୀଭତ୍ସ ଭାବରେ ହତ୍ୟା କରାଯାଇଛି। ଯୁବକର ମୁଣ୍ଡ, ଗଣ୍ଡି ଅଲଗା କରି ହାଣି ଦିଆଯାଇଛି। କେବଳ ସେତିକି ନୁହେଁ, ପ୍ରମାଣ ନଷ୍ଟ କରିବା ପାଇଁ ହୋଇଥିଲା…

ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍

ଶବ୍ଦ ଓଡିଶା ବ୍ୟୁରୋ: ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ,…

୨୧ ଯାଏ ଜାରି ରହିବ ଗ୍ରୀଷ୍ମ ପ୍ରବାହ; ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି

ଶବ୍ଦ ଓଡିଶା ବ୍ୟୁରୋ: ତାତିରୁ ତ୍ରାହି ନାହିଁ । ଆହୁରି ୩ ଦିନ ଡହଡହ ଖରାରେ ସିଝିବ ଅଧା ଓଡିଶା । ୨୧ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସହରର ତାପମାତ୍ରା ୪୨ଡିଗ୍ରୀ ଉପରେ ରହିପାରେ । ନୂଆପଡା, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର,…

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । ଦିନ ୧୦ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । ୱେବସାଇଟ୍କୁ ଯାଇ କିମ୍ବା ଏସ୍ଏମ୍ଏସ୍ କରି ପରୀକ୍ଷା…

ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ଶ୍ରୀଜୀୟୁଙ୍କ ଦର୍ଶନ ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ଶ୍ରୀମନ୍ଦିରରେ ବୁଧବାର ୪ ଘଣ୍ଟା ଶ୍ରୀଜୀୟୁଙ୍କ ଦର୍ଶନ ବନ୍ଦ ରହିବ। ସ୍ନାନ ଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ରତ୍ନବେଦୀରେ ଏହି ଗୁପ୍ତ ନୀତି ସମ୍ପନ୍ନ ହେବ। ସଂଧ୍ୟା ୬ଟାରୁ ୪ ଘଣ୍ଟା ଲାଗି…

କାଲିଠୁ ପୁରୀରୁ ହାୱଡା ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତାକାଲି ଠାରୁ ପୁରୀରୁ ହାୱଡା ଅଭିମୁଖେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ…

ବସ୍‌-ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା; ୧୧ ଆହତ

ଶବ୍ଦ ଓଡିଶା ବ୍ୟୁରୋ: ବୌଦ୍ଧ ଜିଲ୍ଲା ଚାରିଛକ ତହସିଲ କାର୍ଯ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ସହିତ ପିକଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା ଫଳରେ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ପୁରୁଣା…

ମେଦିନାପୁରରେ ବଡ଼ଧରଣର ବିସ୍ଫୋରଣ : ୧୨ ମୃତ, ୨୦ ଆହତ

ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମବଙ୍ଗରେ ବଡ଼ଧରଣର ବାଣ ବିସ୍ଫୋରଣ । ମେଦିନୀପୁର ଜିଲ୍ଲାର ଏଗ୍ରାରେ ଏକ ବେଆଇନ ବାଣ କାରଖାନାରେ ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୨୦ ଜଣ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ଶକ୍ତିଶାଳୀ…

ବିଳମ୍ବରେ ପହଞ୍ଚିବ ମୌସୁମୀ, ଆକଳନ କଲା ପାଣିପାଗ ବିଭାଗ

ଶବ୍ଦ ଓଡିଶା ବ୍ୟୁରୋ: ଚଳିତ ବର୍ଷ ବିଳମ୍ବରେ ଆସିବ ମୌସୁମୀ । ପାଣିପାଗ ବିଭାଗର ଆକଳନ ଅନୁସାରେ ଏଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସ୍ୱାଭାବିକ ସମୟ ଜୁନ୍ ୧ ପରିବର୍ତ୍ତେ, ସାମାନ୍ୟ ବିଳମ୍ବରେ କେରଳ ଛୁଇଁବ । ଚଳିତବର୍ଷ ଏହା ଜୁନ୍…