ସମ୍ବଲପୁରରେ ହିଂସା ଘଟଣା: ବିଶ୍ୱହିନ୍ଦୁ ପରିଷଦର ୧୨ ଘଣ୍ଟିଆ ବନ୍ଦ ଡାକରା
ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ହିଂସାକାଣ୍ଡ ଘଟଣା ପ୍ରତିବାଦରେ ରାଜ୍ୟର ୧୪ ଜିଲ୍ଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଶ୍ୱହିନ୍ଦୁ ପରିଷଦ। ଭିଏଚପି ପଶ୍ଚିମ ପ୍ରାନ୍ତ ଶାଖା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।…