ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଗସ୍ତ ପୂର୍ବରୁ କାରକେଡ ରିହର୍ସାଲ କରିବ ପୁଲିସ।…