Sun. Nov 29th, 2026

Author: sabdamedia

ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କ ବିରୋଧରେ NBW

ଶବ୍ଦ ଓଡିଶା ବ୍ୟୁରୋ: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା। ୩ ଅଭିଯୁକ୍ତଙ୍କ ବିରୋଧରେ NBW ଜାରି। ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଡିଏଫଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି ହୋଇଛି…

ମାଓବାଦୀଙ୍କଠାରୁ ୨୦୦୦ ହଜାର ଟଙ୍କିଆ ନୋଟ୍ ଜବତ

ଶବ୍ଦ ଓଡିଶା ବ୍ୟୁରୋ: ମାଓବାଦୀଙ୍କ ଠାରୁ ୨ ହଜାର ଟଙ୍କିଆ ନୋଟ୍ ଜବତ । ଛତିଶଗଡ଼ ବିଜାପୁର ଆୱାପାଲି ଠାରେ ପୋଲିସ ଟଙ୍କା ଜବତ କଲା । ଜଣେ ମାଓ ସମର୍ଥକଙ୍କ ଠାରୁ ଜବତ ହୋଇଛି ୬ ଲକ୍ଷ ୨୦ ହଜାର…

ଗଛରେ ପିଟି ହେଲା କାର, ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ

ଶବ୍ଦ ଓଡିଶା ବ୍ୟୁରୋ: ନବରଙ୍ଗପୁରରେ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ । ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର । ଜଣେ ଗୁରୁତରଙ୍କୁ ନବରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଉମରକୋଟ ବାସିନୀ ଛକରେ ଏହି ଦୁର୍ଘଟଣା ଘଟିଛି…

ମହାପ୍ରଭଙ୍କୁ ଅଧରପଣା ନୀତି: ରଥାରୁଢ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ହେବ ପଣା

ଶବ୍ଦ ଓଡିଶା ବ୍ୟୁରୋ: ରଥରେ ହେବ ମହାପ୍ରଭୁଙ୍କ ଅଧରପଣା ନୀତି । ୩ ଠାକୁରଙ୍କୁ ୯ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହେବ । ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କୁ ତୁପ୍ତ କରିବା ପାଇଁ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି…

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦ ଛାଡ଼ିଲେ ସୁବ୍ରତ ବାଗଚୀ

ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗଚୀ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ଦକ୍ଷତା ବିକାଶ ପ୍ରାଧିକରଣର ନୂଆ ଅଧ୍ୟକ୍ଷ ଭାବେ ଅଳକା ଅରୋରା ମିଶ୍ର ନିଯୁକ୍ତି ପାଇଛନ୍ତି । ବାଗଚୀ ଟ୍ୱିଟ୍…

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ: ରାଜ୍ୟରେ ବର୍ଷା ଆଶଙ୍କା

ଶବ୍ଦ ଓଡିଶା ବ୍ୟୁରୋ: ୪ରେ ପୁଣି ଲଘୁଚାପ ଆଶଙ୍କା । ତିନି ଦିନ ପରେ ବଢିବ ବର୍ଷାର ପରିମାଣ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ୩ ତାରିଖରୁ ବର୍ଷାର ପରିମାଣ…

ସୁନା ବେଶ ଅବସରରେ ”ଶବ୍ଦ ସମର୍ପଣ” ବହି ସମର୍ପିତ

ପୁରୀ : ପବିତ୍ର ସୁନା ବେଶ ଅବସରରେ ଭୁବନେଶ୍ଵରର ଶବ୍ଦ ମିଡିଆ ତରଫରୁ ମହାପ୍ରଭୁଙ୍କ ନିକଟରେ ସମର୍ପିତ ହୋଇଛି ଏକ କଫି ଟେବୁଲ ବୁକ୍, ଶବ୍ଦ ସମର୍ପଣ। ଶ୍ରୀଜଗନ୍ନାଥଙ୍କ ସମ୍ପର୍କରେ କିଛି ତଥ୍ୟ ,କିଛି ଅନୁଭବ ଓ ବିଶ୍ଵାସର କାହାଣୀ ,ତଥ୍ୟ,…

ଦିଗପହଣ୍ଡିରେ ଡବଲ ମର୍ଡର, ୨ଜଣଙ୍କୁ ହତ୍ୟା କରି ଜାଳିଦେଲେ

ଶବ୍ଦ ଓଡିଶା ବ୍ୟୁରୋ: ଗଞ୍ଜାମ ଦିଗପହଣ୍ଡି ଥାନା ମହୁଡ଼ା ଗାଁରେ ଡବଲ ମର୍ଡର। ୨ଜଣ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରି ଜାଳି ଦେଇଛନ୍ତି ଦୁର୍ବୃତ୍ତ। ମୃତକ ଦ୍ୱୟ ହେଲେ ଶିବ ଗୌଡ଼ ଓ ଲିଟୁ ଗୌଡ଼ । ଗତକାଲି ବିଳମ୍ବିତ…

ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ସୁନାବେଶ । ସିଂହଦ୍ୱାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାବିଗ୍ରହ । ବର୍ଷବ୍ୟାପୀ ରତ୍ନବେଦିରେ ସୁନାବେଶରେ ଦର୍ଶନ ଦେଉଥିବା ମହାବାହୁ ମହଣ ମହଣ ରତ୍ନଖଚିତ ସୁବର୍ଣ୍ଣ ଅଳଙ୍କାର ପିନ୍ଧି ବଡ଼ଦାଣ୍ଡରେ…

ମାଲକାନଗିରି ସୀମାରେ ମାତିଲେ ମାଓବାଦୀ। ୨ ଜଣଙ୍କୁ ଅପହରଣ ପରେ ହତ୍ୟା କଲେ ମାଓବାଦୀ

ଶବ୍ଦ ଓଡିଶା ବ୍ୟୁରୋ: ମାଲକାନଗିରି ସୀମାରେ ମାଓବାଦୀଙ୍କ ବର୍ବରକାଣ୍ଡ । ଅପହରଣ ପରେ ୨ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ । ପ୍ରଜାକୋର୍ଟରେ ଦୁଇ ଜଣ ଗାଁ ଲୋକଙ୍କୁ ହତ୍ୟା କରିଥିବା ଅଭିଯୋଗ ।ଛତିଶଗଡ଼ ସୁକମା ଜିଲ୍ଲା ତାଡ଼ମେଟଲା ପଞ୍ଚାୟତର…