Sun. Nov 29th, 2026

Author: sabdamedia

ଛତିଶଗଡରେ କଂଗ୍ରେସର ମାଷ୍ଟରଷ୍ଟ୍ରୋକ: ଟି.ଏସ ସିଂହଦେଓ ହେବେ ନୂଆ ଉପମୁଖ୍ୟମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ବିଧାନସଭା ନିର୍ବାଚନ ପୂର୍ବରୁ ଛତିଶଗଡରେ କଂଗ୍ରେସ ବଡ ନିଷ୍ପତି । ରାଜ୍ୟର ଶିକ୍ଷା ଓ ସ୍ୱାସ୍ୟମନ୍ତ୍ରୀ ଟି.ଏସ ସିଂହଦେଓଙ୍କୁ ଉପମୁଖ୍ୟମନ୍ତ୍ରୀ କରିବା ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜନ ଖଡଗେ । ଖଡଗେ କହିଛନ୍ତି, ସିଂଦେଓଙ୍କ…

ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ନୀତି: ରଥାରୁଢ ହେଲେ ହଦଳୀମୁହିଁ ମା’ ସୁଭଦ୍ରା

ଶବ୍ଦ ଓଡିଶା ବ୍ୟୁରୋ: ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜୀଉ ଜନ୍ମବେଦୀରୁ ନୀଳକନ୍ଦର ଫେରିବେ । ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି । ଭୋରରୁ ନୀତିକାନ୍ତି ଆରମ୍ଭ ହୋଇଛି । ପ୍ରଥମେ…

ଚମ୍ପା ଘାଟିରେ ୧୫ ଫୁଟ ତଳକୁ ଖସିଲା ପିକଅପ ଭ୍ୟାନ୍, ୭ ଶ୍ରମିକ ଗୁରୁତର

ଶବ୍ଦ ଓଡିଶା ବ୍ୟୁରୋ: ଭାରସାମ୍ୟ ହରାଇ ଚମ୍ପା ଘାଟିରେ ୧୫ ଫୁଟ ତଳକୁ ଖସିଲା ପିକଅପ ଭ୍ୟାନ୍ । ଦୁର୍ଘଟଣାରେ ୧୫ ଜଣ ଶ୍ରମିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି। ଗଜପତି ଜିଲ୍ଲା…

ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍, ୫ମୃତ

ଶବ୍ଦ ଓଡିଶା ବ୍ୟୁରୋ: ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍ । ଏହି ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର ଅଛନ୍ତି । କନ୍ୟାଘର ସାମ୍ନାରେ ନାଚୁଥିବା ବେଳେ ଚଢିଗଲା ଟ୍ରକ୍ । ୯ଗୁରୁତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ପ୍ରଭୁ ଶ୍ରୀବଳଭଦ୍ରଙ୍କ ପହଣ୍ଡି: ଝୁଲିଝୁଲି ଆସିଲେ ଭାଇ ବଳରାମ

ଶବ୍ଦ ଓଡିଶା ବ୍ୟୁରୋ: ପବିତ୍ର ବାହୁଡ଼ା ଯାତ୍ରା । ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡିପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ…

ଭୁବନେଶ୍ୱରରେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଶବ୍ଦ ଓଡିଶା ବ୍ୟୁରୋ: ଭୁବନେଶ୍ୱରରେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ସେ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ ମହିଳାଙ୍କ ନାଁ ଜେ.କେ ମିଲନ୍ ବୋଲି ଜଣାପଡିଛି । ତାଙ୍କ ବୟସ ପାଖାପାଖି ୪୦…

୫ଟି ସ୍ଥାନରେ ଆରମ୍ଭ ହେବ ବନ୍ଦେ ଭାରତ ଟ୍ରେନ୍ ସେବା

ଶବ୍ଦ ଓଡିଶା ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶ ଗସ୍ତରେ ଯାଇ ରାଣୀ କମଳାପତି ରେଳଷ୍ଟେସନରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ । ଏହି ପାଞ୍ଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ କମଳାପତି)-ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ, ଭୋପାଳ…

୩୦ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି

ଶବ୍ଦ ଓଡିଶା ବ୍ୟୁରୋ: ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ ଅବଧିକୁ ରାଜ୍ୟ ସରକାର ଦ୍ୱିତୀୟ ଥର ପାଇଁ ବୃଦ୍ଧି କରିଛନ୍ତି । ଜୁନ୍ ୨୬ତାରିଖ ପରିବର୍ତ୍ତେ ଜୁନ୍ ୩୦ ତାରିଖ ନାମଲେଖା ପାଇଁ ଆବେଦନ କରିହେବ । ପୂର୍ବରୁ…

କାରକୁ ଧକ୍କା ଦେଲା ଟ୍ୟାଙ୍କର: ଘଟଣାସ୍ଥଳରେ ଚାଲିଗଲା ୩ଜଣଙ୍କର ଜୀବନ

ଶବ୍ଦ ଓଡିଶା ବ୍ୟୁରୋ: କୋରାପୁଟ ପଟାଙ୍ଗୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ଟ୍ୟାଙ୍କର । ବିପରୀତ ଦିଗରୁ ଆସୁଥିବା ଟ୍ୟାଙ୍କରକୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଛି । ଜୟପୁରରୁ ବିଶାଖାପାଟଣା ଯାଉଥିବା ସମୟରେ ୨୬ନଂ…

୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି, ପ୍ରବଳ ବର୍ଷା ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ । ଆଜି ପାଇଁ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…