Sun. Nov 29th, 2026

Author: sabdamedia

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବିବୃତି, ‘ଉନ୍ନତ ଚିକିତ୍ସା ପାଇଁ ନବଙ୍କୁ ଆପୋଲୋ ଅଣାଯାଇଥିଲା’

ଶବ୍ଦମିଡ଼ିଆ ବ୍ୟୁରୋ: ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ହୁଲୁସ୍ତୁଲୁ ହୋଇଛି ବିଧାନସଭା । ସନ୍ଧ୍ୟା ୬ଟାରୁ ୯ଟା ପର୍ଯ୍ୟନ୍ତ ତିନିଘଣ୍ଟା ଧରି ବିରୋଧୀ ବିଜେପି ଓ କଂଗ୍ରେସ ଆଣିଥିବା ମୋସନ ଉପରେ ସରଗରମ ଆଲୋଚନା ହୋଇଛି । ଆଲୋଚନାରେ ଭାଗ ନେଇ,…

ଆସନ୍ତା ସପ୍ତାହରୁ ବଢ଼ିବ ଖରା : ସ୍ୱାଭାବିକଠାରୁ ୨ରୁ ୪ ଡିଗ୍ରୀ ବଢ଼ିବ ଦିନର ତାପମାତ୍ରା

ଶବ୍ଦମିଡ଼ିଆ ବ୍ୟୁରୋ: ବଢ଼ିବ ଖରା । ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରୀ ବଢ଼ିବ ଦିନର ସର୍ବୋଚ୍ଚ ତାପମାତ୍ରା । ଭୁବନେଶ୍ୱର ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ୩୮ ରୁ ୪୦ ଡିଗ୍ରୀ ପାରଦ ପହଞ୍ଚିବ ବୋଲି ଆଞ୍ଚଳିକ ପାଣିପାଗ…

ବିଧାନସଭାରେ ଆଗତ ହେବ ଚଳିତ ବର୍ଷର ଆର୍ଥିକ ବଜେଟ୍

ଶବ୍ଦମିଡ଼ିଆ ବ୍ୟୁରୋ: ବିଧାନସଭାରେ ଆଜି ଆଗତ ହେବ ଚଳିତ ବର୍ଷର ବଜେଟ୍ । ଗତ ବର୍ଷ ତୁଳନାରେ ଏବର୍ଷ ପ୍ରାୟ ୧୫ ପ୍ରତିଶତ ବଜେଟ୍ ବଢିବ ବୋଲି ଆକଳନ କରାଯାଇଛି । କିନ୍ତୁ ଖର୍ଚ୍ଚ ଭରଣା ପାଇଁ ପୁଣି ଋଣ ଉପରେ…

କୋଟିଆରେ ଆନ୍ଧ୍ର ଅନୁପ୍ରବେଶର ଖବର ସରକାରଙ୍କ ପାଖେ ନାହିଁ

ଶବ୍ଦମିଡ଼ିଆ ବ୍ୟୁରୋ: କୋଟିଆ ପଂଚାୟତରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ସହ ନିୟମିତ ଭାବେ ଅନୁପ୍ରବେଶ ହେଉଥିଲେ ମଧ୍ୟ ଓଡ଼ିଶା ସରକାରଙ୍କ ପାଖରେ ଏନେଇ କୌଣସି ତଥ୍ୟ ନାହିଁ । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଶୁକ୍ରବାର ବିଧାନସଭାରେ ଆନ୍ଧ୍ରପ୍ରଦେଶ…

ସେମିଫାଇନାଲ୍‌ରେ ହାରିଗଲା ଭାରତ

ଶବ୍ଦମିଡ଼ିଆ ବ୍ୟୁରୋ: ଟି-୨୦ ମହିଳା ବିଶ୍ୱକପ୍‌ର ଫାଇନାଲ୍‌ରେ ପହଞ୍ଚିବାରେ ବିଫଳ ହୋଇଛି ଭାରତୀୟ ଦଳ। ଗୁରୁବାର ଖେଳା ଯାଇଥିବା ସେମି ଫାଇନାଲ୍ ମ୍ୟାଚ୍‌ରେ ଦଳ ଅଷ୍ଟ୍ରେଲିଆ ଠାରୁ ୫ ରନ୍‌ରେ ପରାସ୍ତ ହୋଇଛି। ୧୭୩ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା…

ମହିଳା ଟି-୨୦ ବିଶ୍ୱକପ: ସେମିଫାଇନାଲରେ ଟିମ୍ ଇଣ୍ଡିଆ

ଶବ୍ଦ ଓଡିଶା ବ୍ୟୁରୋ: ଟିମ୍ ଇଣ୍ଡିଆ ମହିଳା ଟି-୨୦ ବିଶ୍ୱକପ୍ ସେମିଫାଇନାଲରେ । ଗ୍ରୁପ୍-୨ରୁ ଇଂଲଣ୍ଡ ପରେ ଭାରତ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲକୁ ଯାଇଛି । ଡକୱର୍ଥ ଲୁଇସ୍ ନିୟମ ବଳରେ ଭାରତ ଆୟରଲାଣ୍ଡ ୫ ରନରେ ହରାଇ ଦେଇଛି…

ସାଲିସ୍ ପାଇଁ ସୋମାଲିକାଙ୍କୁ ଫୋନରେ ଧମକ!

ଶବ୍ଦ ଓଡିଶା ବ୍ୟୁରୋ: ତିର୍ତୋଲ ବିଧାୟକ ବିଜୟ ଶଙ୍କର ଦାଶ ଏବଂ ତାଙ୍କ ବାନ୍ଧବୀ ସୋମାଲିକା ଦାଶଙ୍କ ବିବାଦ ଥମୁନି। ବ୍ୟକ୍ତିଗତ ସମ୍ପର୍କକୁ ନେଇ ଉଠିଥିବା ଝଡ଼ ଥମୁନଥିବା ବେଳେ ଏକ ଅଡିଓ କ୍ଲିପ ସାମ୍ନାକୁ ଆସିଛି । ଯେଉଁଥିରେ ବିଧାୟକ…

ଚିନ୍ତା ବଢ଼ାଉଛି ବାଲେଶ୍ୱର କନ୍ୟାଶ୍ରମର ମସ୍ତିଷ୍କ ଜ୍ୱର

ଶବ୍ଦ ଓଡିଶା ବ୍ୟୁରୋ: ବାଲେଶ୍ୱର କନ୍ୟାଶ୍ରମର ମସ୍ତିଷ୍କ ଜ୍ୱର ଚିନ୍ତା ବଢ଼ାଉଛି । ଗତକାଲି ରାତିରେ ପୁଣି ୪ ଜଣ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରିତ କରାଯାଇଛି । ସୋର ମେଡିକାଲରେ ଚିକିତ୍ସିତ ହେଉଥିଲେ କନ୍ୟାଶ୍ରମ ଅନ୍ତେବାସିନୀ ରାଖୀ ସାନ୍ତରା, ନନ୍ଦିନୀ…

ସାମ୍ନାକୁ ଆସିଲା ଫଟୋ, ନବ ଦାସଙ୍କୁ ପାଖରୁ ଗୁଳି କରିଛି ଅଭିଯୁକ୍ତ ଗୋପାଳ

ଶବ୍ଦ ଓଡିଶା ବ୍ୟୁରୋ: ନବ ଦାସଙ୍କ ହତ୍ୟା ମାମଲାରେ ସାମ୍ନାକୁ ଆସିଲା ଆଉ ଗୋଟିଏ ଫଟୋ। ଗୋପାଳର ଏକାଧିକ ଫଟୋ ଓ ଭିଡିଓ ସାମ୍ନାକୁ ଆସିଥିବା ବେଳେ ଏବେ ମିଳିଛି ଆଉ ଏକ ଫଟୋ। ଯେଉଁଥିରେ ନବ ଦାସଙ୍କ ସାମ୍ନାରେ ଠିଆ…

ଭୂମିକମ୍ପରେ ପୁଣି ଥରି ଉଠିଲା ତୁର୍କୀ

ଶବ୍ଦ ଓଡିଶା ବ୍ୟୁରୋ: ତୁର୍କୀରେ ପୁଣି ଥରେ ଭୂମିକମ୍ପ ଅନୁଭୂତ ହୋଇଛି । ହୟାତ ପ୍ରଦେଶରେ ଦୁଇ ଥର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଗୋଟିଏ ଭୂମିକମ୍ପର ତୀବ୍ରତା ୬ ଦଶମିକ ୪ ରହିଥିବା ବେଳେ ଅନ୍ୟ ଏକ…