Sun. Nov 29th, 2026

Author: sabdamedia

ଭାରତର ଆମନ୍ତ୍ରଣ ନେଇ ହିନା ରବାନୀ ଖାରଙ୍କ ବୟାନ ।

ଶବ୍ଦ ଓଡିଶା ବ୍ୟୁରୋ: ଭାରତ-ପାକିସ୍ତାନ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି । ଏହାରି ମଧ୍ୟରେ ପାକିସ୍ତାନ ବିଦେଶ ରାଜ୍ୟମନ୍ତ୍ରୀ ହିନା ରବାନୀ ଖାର ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି, ଭାରତ-ପାକିସ୍ତାନ ମଧ୍ୟରେ କୌଣସି କୁଟନୈତିକ ସମ୍ପର୍କ…

‘ଛାତ ଉପରୁ ସିଟି ମାରିବା ଅସଦାଚରଣ ନୁହେଁ: ବମ୍ବେ ହାଇକୋର୍ଟ

ଶବ୍ଦ ଓଡିଶା ବ୍ୟୁରୋ: ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ବେଞ୍ଚ ମହିଳାଙ୍କୁ ଅସଦାଚରଣ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଏକ ମାମଲାରେ ତିନି ଅଭିଯୁକ୍ତଙ୍କୁ ଜାମିନପ୍ରଦାନ କରିଛନ୍ତି କୋର୍ଟ । ତେବେ ଚର୍ଚ୍ଚା ଏଥିପାଇଁ ହେଉଛି କାରଣ ଏହି ତିନି ଅଭିଯୁକ୍ତ…

ଲକ୍ଷୀମପୁର ହିଂସା, ଆଶିଷ ମିଶ୍ରାଙ୍କୁ ଜାମିନ।

ଶବ୍ଦ ଓଡିଶା ବ୍ୟୁରୋ: ଲକ୍ଷୀମପୁର ଖେରୀ ହିଂସା ଘଟଣାରେ ଜେଲରେ ବନ୍ଦ ଥିବା ଆଶିଷ ମିଶ୍ରାଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ୱସ୍ଥି ମିଳିଛି । କୋର୍ଟ ତାଙ୍କୁ ୮ ସପ୍ତାହ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ଜାମିନ ବେଳେ ଆଶିଷ…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଶବ୍ଦ ଓଡିଶା ବ୍ୟୁରୋ: ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହୋଇଛନ୍ତି । ବିଭିନ୍ନ ସ୍କୁଲ ଓ…

ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଭଗତ ସିଂହ କୋଶିଆରୀ ଦେବେ ଇସ୍ତଫା!

ଶବ୍ଦ ଓଡିଶା ବ୍ୟୁରୋ: ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଶୀଘ୍ର ଇସ୍ତଫା ଦେଇପାରନ୍ତି ଭଗତ ସିଂହ କୋଶିଆରୀ । ଜାତୀୟ ଗଣମାଧ୍ୟମରେ ନୂଆ ରାଜ୍ୟପାଳ ନିଯୁକ୍ତି ନେଇ ଆଲୋଚନା ଆରମ୍ଭ ହୋଇଯାଇଛି । ଅନେକ ସ୍ଥାନରେ ରାଜ୍ୟପାଳଙ୍କ ୫ ବର୍ଷର କାର୍ଯ୍ୟକାଳ ମଧ୍ୟ…

ଆଜି ବିଜେପିରୁ ଇସ୍ତଫା ଦେଇପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ।

ଶବ୍ଦ ଓଡିଶା ବ୍ୟୁରୋ: ବିଜେପି ଛାଡିପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ଆଜି ଏନେଇ ସେ ଘୋଷଣା କରିପାରନ୍ତି । ତାଙ୍କ ସହ ପୁଅ ଶିଶିର ଗମାଙ୍ଗ ମଧ୍ୟ ବିଜେପିରୁ ଇସ୍ତଫା ଦେଇପାରନ୍ତି । ସାମ୍ବାଦିକ ସମ୍ମିଳନୀରେ ଏନେଇ ସେ…

ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଳାନ୍ତ ଦାସଙ୍କର ଦେହାନ୍ତ

ଶବ୍ଦ ଓଡିଶା ବ୍ୟୁରୋ: ଅଭିନେତା ମିହିର ଦାସଙ୍କ ପୁଅ ଅକ୍ଳାନ୍ତ ଦାସଙ୍କ ପରଲୋକ ହୋଇଛି । ଲିଭରଜନିତ ସମସ୍ୟା ପରେ ସେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିଲେ । ତେବେ ସେଠାରେ ତାଙ୍କର ଦେହାନ୍ତ ହୋଇଛି । କଟକ ସତୀଚଉରାରେ ତାଙ୍କର…

ଆବାସ ଅନିୟମିତତା, ରାଜ୍ୟର ୩୧୪ ବ୍ଲକ ଘେରାଉ କରିବ ବିଜେପି ।

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆବାସକୁ ନେଇ ଜୋରଦାର ବିରୋଧ ଜାରିରହିଛି । ଚଳିତ ଥର ଆବାସ ଯୋଜନାରେ ୯ଲକ୍ଷରୁ ଅଧିକ ଲୋକଙ୍କ ତାଲିକା ପ୍ରକାଶ ପାଇଥିଲେ ବି ଅନେକ ଯୋଗ୍ୟ ହିତାଧିକାରୀ ତାଲିକାରୁ ବାଦ ପଡିଛନ୍ତି । ବଢୁଥିବା ଅସନ୍ତୋଷ…

ଭଗତ ସିଂହ କୋଶିଆରୀ ରାଜ୍ୟପାଳ ପଦରୁ ହଟିବା ନେଇ ଦେଲେ ସଙ୍କେତ।

ଶବ୍ଦ ଓଡିଶା ବ୍ୟୁରୋ: ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋଶିଆରୀ ଶୀଘ୍ର ନିଜ ପଦରୁ ଇସ୍ତଫା ଦେଇପାରନ୍ତି । ନିଜ ତରଫରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସାମ୍ନାରେ ଏହି ଇଚ୍ଛା ପ୍ରକାଶ କରିଛନ୍ତି । ନିଜର ଆଗାମୀ ସମୟ ପଢିବା,…

ନାଚୁଣୀ ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାଶ । ସ୍ତ୍ରୀ, ଶଳା ଏବଂ ବନ୍ଧୁ ସାଜିଥିଲେ ହତ୍ୟାକାରୀ ।

ଶବ୍ଦ ଓଡିଶା ବ୍ୟୁରୋ: ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ନାଚୁଣୀ ଥାନା ଅନ୍ତର୍ଗତ ହରିପୁର ରାସ୍ତାକଡ ଜଙ୍ଗଲରେ ସୁଟକେସରୁ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାଶ ହୋଇଛି । ମୃତ ମନୋରଞ୍ଜନ ମହାପାତ୍ରଙ୍କୁ ତାଙ୍କ ସ୍ତ୍ରୀ ନିଲି ଦାସ, ଶଳା ମିଟୁ ଦାସ…