Sun. Nov 29th, 2026

Author: sabdamedia

ବାଚସ୍ପତି ହୋଇପାରନ୍ତି ସ୍ନେହାଙ୍ଗିନୀ ଛୁରିଆ

ଶବ୍ଦ ଓଡିଶା ବ୍ୟୁରୋ: ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ। ଏହାପୂର୍ବରୁ ସେପ୍ଟେମ୍ବର ୨୧ରେ ବାଚସ୍ପତି ନିର୍ବାଚନ ହେବ। ଏଥିପାଇଁ ଆସନ୍ତା ୧୮ତାରିଖରେ ନାମାଙ୍କନପତ୍ର ଦାଖଲ ହେବ । ବିଜେଡି ଶିବିରରେ ଆଲୋଚନା ହେଉଛି ଯେ ଏଥର ଅତାବିରା ବିଧାୟିକା ସ୍ନେହାଙ୍ଗିନୀ…

ଗଞ୍ଜାମରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା

ଶବ୍ଦ ଓଡିଶା ବ୍ୟୁରୋ: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଗଞ୍ଜାମ ଜିଲ୍ଲା କୋଟିନଡ଼ା ଥାନା ଅନ୍ତର୍ଗତ ହରଡ଼ାପଦର ଗାଁରେ ଯୁବକଙ୍କୁ ହତ୍ୟା କରାଯାଇଛି । ଯୁବକଙ୍କ ନାଁ ସଞ୍ଜୟ ନାୟକ ।ସଞ୍ଜୟ ତାଙ୍କ ଘରକୁ ଯାଉଥିବା ବେଳେ…

ରାଷ୍ଟ୍ରପତିଙ୍କ ପାର୍ଟିରେ ସାମିଲ ହେବେନି ନବୀନ

ଶବ୍ଦ ଓଡିଶା ବ୍ୟୁରୋ: ଜି-୨୦ ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା ଡିନର ପାର୍ଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହେବେନି । ଏହି ଡିନର କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆନୁଷ୍ଠାନିକ…

ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ଗିରଫ

ଶବ୍ଦ ଓଡିଶା ବ୍ୟୁରୋ: ଆନ୍ଧ୍ରପ୍ରଦେଶର ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଗିରଫ । ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରିଛି ସିଆଇଡି । ସ୍କିଲ ଡେଭଲପମେଣ୍ଟ ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଛି । ଏହି ମାମଲାରେ ପ୍ରଥମେ ୱାରେଣ୍ଟ ଜାରି କରିଥିଲା…

ଡେରାସ ଅଞ୍ଚଳରେ କେନାଲ ପୋତା ଯାଇଥିବା ମାନିଲେ ସରକାର

ଶବ୍ଦ ଓଡିଶା ବ୍ୟୁରୋ: ଡେରାସ ଅଞ୍ଚଳରେ କେନାଲ ପୋତାଯାଇଥିବା ମାନିଲେ ରାଜ୍ୟ ସରକାର । ପୁନରୁଦ୍ଧାର ପାଇଁ ଖୋର୍ଦ୍ଧା ଭୁବନେଶ୍ୱର ତହସିଲଦାର ଏବଂ ଖୋର୍ଦ୍ଧା ଅଧିକ୍ଷଣ ଯନ୍ତ୍ରୀଙ୍କୁ କ୍ଷୁଦ୍ର ଜଳସେଚନ ବିଭାଗର ମୁଖ୍ୟ ଇଞ୍ଜିନିୟର ନିର୍ଦ୍ଦେଶ ଦେଇଛନ୍ତି । ଗତ ଦୁଇ…

ନୂଆଦିଲ୍ଲୀରେ ଦୁଇ ଦିନିଆ ଜି-୨୦ ସମ୍ମିଳନୀ

ଶବ୍ଦ ଓଡିଶା ବ୍ୟୁରୋ: ଦିଲ୍ଲୀରେ ଆଜିଠୁ ଦୁଇ ଦିନିଆ ଜି-୨- ସମ୍ମିଳନୀ । ବିଶ୍ୱର ବଡ଼ ବଡ଼ ନେତା ଏଥିପାଇଁ ଭାରତରେ ପହଞ୍ଚି ସାରିଛନ୍ତି । ପ୍ରଗତି ମଇଦାନର ଆଇଟିପିଓ କନଭେନସନ ସେଣ୍ଟର ଭାରତ ମଣ୍ଡପମ ଏଥିପାଇଁ ପ୍ରସ୍ତୁତ ରହିଛି ।…

ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍

ଶବ୍ଦ ଓଡିଶା ବ୍ୟୁରୋ: ନୂଆଦିଲ୍ଲୀରେ ଜି୨୦ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଥିବା ବେଳେ ଆଜି ଭାରତରେ ପହଞ୍ଚିବେ ବିଶ୍ୱସ୍ତରୀୟ ନେତା। ସମସ୍ତଙ୍କ ନଜର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଜୋ ବାଇଡଡେନଙ୍କ ଉପରେ ରହିଛି। ବାଇଡେନ ଆଜି ସନ୍ଧ୍ୟାରେ…

ଶୁକ୍ରବାର ପ୍ରବଳ ବର୍ଷିବ! ପୁଣି ଫେରିବ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ…

ଆଜିଠାରୁ ସାମୂହିକ ଛୁଟିରେ ଯିବେ ପ୍ରାଥମିକ ଶିକ୍ଷକ

ଶବ୍ଦ ଓଡିଶା ବ୍ୟୁରୋ: ୧ ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ଆଜିଠାରୁ ସାମୂହିକ ଛୁଟିରେ ଯିବେ । ରାଜ୍ୟର ୩୧୪ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବେ ଶିକ୍ଷକ ଶିକ୍ଷୟିତ୍ରୀ। ଠିକା ବ୍ୟବସ୍ଥା ଉଚ୍ଛେଦ, କେନ୍ଦ୍ରୀୟ ହାରରେ ବେତନ…

ପରିବହନ ଗାଡ଼ିରେ ଅକ୍ଟୋବର ୧ରୁ ଟ୍ରାକିଂ ବାଧ୍ୟତାମୂଳକ

ଶବ୍ଦ ଓଡିଶା ବ୍ୟୁରୋ: ପରିବହନ ସେବା ଯୋଗାଉଥିବା ଗାଡ଼ିରେ ଭେହିକିଲ୍ ଲୋକସନ୍ ଟ୍ରାକିଂ ଡିଭାଇସ୍ ଓ ପ୍ୟାନିକ ବଟନ ନଥିଲେ ଆସନ୍ତା ମାସ ପହିଲାରୁ ହେବନି ପଞ୍ଜିକରଣ । ସେପ୍ଟେମ୍ବର ୩୦ ପୂର୍ବରୁ ପଞ୍ଜିକୃତ ହୋଇଥିବା ଗାଡ଼ିରେ ଚଳିତ ବର୍ଷ ଶେଷ…