Mon. Nov 30th, 2026

Author: Niharika Mohanty

ପଶ୍ଚିମବଙ୍ଗ ପଠାଗଲା ପର୍ଯ୍ୟଟକଙ୍କ ମୃତଶରୀର

ଗତକାଲି ପୁରୀ ସମୁଦ୍ରରେ ବୁଡ଼ି ଯାଇ ପ୍ରାଣ ହରାଇଥିବା ଦୁଇ ବଙ୍ଗୀୟ ପର୍ଯ୍ୟଟକଙ୍କ ମୃତ ଶରୀର ବ୍ୟବଚ୍ଛେଦ ପରେ ପଶ୍ଚିମବଙ୍ଗ ପଠାଯାଇଛି। ସମୁଦ୍ରରେ ସ୍ନାନ ବେଳେ ପଶ୍ଚିମବଙ୍ଗ ହାୱଡ଼ା ଜିଲ୍ଲା ସିପୁର, ଖୁରୁଟ ଆଚାର୍ଯ୍ୟ ପଡ଼ାର ଅଧିବାସୀ ୫୧ ବର୍ଷୀୟ ରଞ୍ଜନ…

ପ୍ରଥମେ ଭୋଟ ଦେଇ ଲୋକଙ୍କୁ ସଚେତନ କରାଇଲେ ଯୋଗୀ ଆଦିତ୍ୟନାଥ

ଭୋଟ ଦେଲେ ଯୋଗୀ ଆଦିତ୍ୟନାଥ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଦିନ ମ୍ୟୁନିସିପାଲିଟି ନିର୍ବାଚନରେ ​​’ପ୍ରଥମେ ମତଦାନ ପରେ ଜଳପାନ’ ମନ୍ତ୍ର ଅନୁସରଣ କରି ଗୋରଖନାଥରେ ଥିବା ଇଂରାଜୀ ମଧ୍ୟମ ପ୍ରାଥମିକ ବିଦ୍ୟାଳୟରେ ମତଦାନ କରିଥିଲେ। ସକାଳ ସମୟରେ ମତଦାନ କେନ୍ଦ୍ରର…

ଶ୍ରୀମନ୍ଦିରରେ ଶ୍ରୀ ନୃସିଂହ ଜନ୍ମ ନୀତି ପାଳିତ

ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ସବୁ ଅବତାର ଆବିର୍ଭୂତ ହୋଇ ଯୁଗେ ଯୁଗେ ବିବିଧ ଲୀଳାମାନ ବିସ୍ତାର କରି ପୁନଶ୍ଚ ତାଙ୍କରିଠାରେ ଲୀନ ହୋଇଥାନ୍ତି ବୋଲି ସ୍କନ୍ଦ ପୁରାଣରେ ଉଲ୍ଲେଖ ରହିଛି। ସେହି ସ୍ମୃତିରେ ପ୍ରତିବର୍ଷ ଶୁକ୍ଳ ଚତୁର୍ଦ୍ଦଶୀରେ ବଡ଼ଦେଉଳରେ…

ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଚଳିତ ବର୍ଷ ରଥଯାତ୍ରା ଜୁନ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଦେବସ୍ନାନ ପୂର୍ଣ୍ଣିମା ଜୁନ ୪ ତାରିଖରେ ଅନୁଷ୍ଠିତ ହେବ। ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା।…

ଜିଲ୍ଲା ରେଡକ୍ରସ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ

ଜିଲ୍ଲା ରେଡକ୍ରସ କାର୍ଯ୍ୟ କାରିଣୀ ବୈଠକ ଆଜି ଅପରାହ୍ନ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରିଥିଲେ ଜିଲ୍ଲାପାଳ ସମର୍ଥ ବର୍ମା। ରେଡ଼କ୍ରସ ଏକ ସେବାକାରୀ ଅନୁଷ୍ଠାନ ଓ ମାନବ ସେବାରେ ଏହାର ସ୍ୱଛାସେବୀ ସର୍ବଦା ନିୟୋଜିତ…

ଶ୍ରୀମନ୍ଦିରରେ ବ୍ରତୋପନୟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଜି ବୈଶାଖ ଶୁକ୍ଳପକ୍ଷ ବୁଧବାର ଦିନ ମା ଉଗ୍ରତାରା ଯୁବକ ସଂଘ ଆନୁକୁଲ୍ୟରେ ପୁରୀ ଶ୍ରୀମନ୍ଦିର ପଶ୍ଚିମ ଦ୍ଵାରା ସମ୍ମୁଖରେ ନିସ୍କୁଲ ଭାବରେ ବ୍ରତୋପନୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା…

କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ମୈଦାନରେ ହେଭିୱେଟ ନେତା

କର୍ଣ୍ଣାଟକ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଦିନ କେଇଟା ବାକି ରହିଲା। ଏତିକି ବେଳେ ପ୍ରମୁଖ ରାଜନୈତିକ ଦଳ ଗୁଡିକ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଏଥିରୁ ବାଦ ପଡିନାହାଁନ୍ତି। ଦକ୍ଷିଣ କନ୍ନଡ ଜିଲ୍ଲାରେ ଏକ ଜନ…

ବରମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପାଳିଲା ୯ମ ବାର୍ଷିକ ଉତ୍ସବ

ବରମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପାଇକନଗରର ୯ମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ସମାଜସେବୀ ତଥା ଯଶୋଦା ମା ଫାଉଣ୍ଡେସନର ଅଧ୍ୟକ୍ଷା ଶ୍ରୀମତୀ ନିବେଦିତା ଲେଙ୍କା, ମୁଖ୍ୟ ବ୍ୟକ୍ତା ରୂପେ ଯୁବ ସମାଜସେବୀ ତଥା ସାହିତ୍ୟିକ…

ବିଶ୍ୱ ପାଳୁଛି ପ୍ରେସ ସ୍ୱାଧୀନତା ଦିବସ

ସାମ୍ବାଦିକତାକୁ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଏ ! ଏହା ଏକ ବିପଦପୂର୍ଣ୍ଣ କାମ ! କାରଣ ଅନେକ ସମୟରେ ସାମ୍ବାଦିକ ମାନେ ଆକ୍ରୋଶ ଓ ଆକ୍ରମଣର ଶିକାର ହୁଅନ୍ତି ! ଏହାର ଅନେକ ଉଦାହରଣ ମଧ୍ୟ ସମଗ୍ର ବିଶ୍ୱରେ ରହିଛି !…

ମାଡ଼ି ଆସୁଛି ବାତ୍ୟା!

ମେ’ ମାସରେ ଓଡିଶା ପାଇଁ ବଢିଛି ବାତ୍ୟାର ଭୟ । ଦକ୍ଷିଣ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଏକ ଲଘୁଚାପ, ଯାହା ଆଗକୁ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଏବେଠୁ ଇସାରା କରୁଛନ୍ତି । ତେବେ ଏହି ବାତ୍ୟା ଆନ୍ଧ୍ର-ଓଡିଶା…