ଅନ୍ତର୍ଜାତୀୟ ନିଶାସେବନ ଓ ଅବୈଧ ନିଶାକାରବାର ନିରୋଧ ଦିବସ ପାଳିତ
ରାୟଗଡା ଜିଲ୍ଲା ସଂସ୍କୃତି ଭବନ ଠାରେ ଆଜି ଅନ୍ତର୍ଜାତୀୟ ନିଶାସେବନ ଓ ଅବୈଧ ନିଶାକାରବାର ନିରୋଧ ଦିବସ ପାଳିତ ହୋଇଯାଇଛି l ଏହି ବୈଠକରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।…