Sun. Nov 29th, 2026

Author: Niharika Mohanty

ବନ୍ଦ୍ ହୋଇଯିବ ଇଣ୍ଟରନେଟ!

ଆସୁଛି ସୌରଝଡ଼। ଯାହା ବନ୍ଦ କରିଦେବ ଇଣ୍ଟରନେଟ। ଆସନ୍ତା ୨ ବର୍ଷ ମଧ୍ୟରେ ସୂର୍ଯ୍ୟ ଚରମ ସ୍ଥିତିରେ ପହଞ୍ଚତ୍ବ। ଫଳରେ ଅନେକ ମାସ ଧରି ସୌରଝଡ଼ ଲାଗିରହିବ। ଇଣ୍ଟରନେଟ୍‌ ପାଇଁ ଏହା ବିନାଶକାରୀ ସାଜିବା ସହ ବିଶ୍ୱ ଅର୍ଥନୀତିକୁ ମଧ୍ୟ ବହୁଳ…

ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସମୀର

ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି। ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।ମାର୍ଚ୍ଚ ମାସରେ ତାଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ବିଜେପି ରାଜ୍ୟ ସଭାପତି…

ସଂରକ୍ଷିତ ଜଙ୍ଗଲରୁ ବାରହା ମାଂସ ଜବତ, ୨ଗିରଫ

ସଂରକ୍ଷିତ ଜଙ୍ଗଲରୁ ବାରହା ମାଂସ ଜବତ। ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ସିଂହପାଳି ନିକଟ ଚଣ୍ଡଳି ସଂରକ୍ଷିତ ଜଙ୍ଗଲରୁ ବାରହା ମାଂସ ଜବତ ସହ ଦୁଇ ଗିରଫ। ଅଭିଯୁକ୍ତମାନେ ସିଂପାଲି ଗାଁର ବିଲସେନ ଟପନୋ ଏବଂ ହାତୀଳିମୁଣ୍ଡା ଗାଁର ନବୀନ…

ସବୁଜ ସୁନ୍ଦର ପରିବେଶ ଲକ୍ଷରେ ଉଦଘାଟିତ ହେଲା ଭ୍ରାମ୍ୟମାଣ ଚାରା ବିତରଣ ରଥ

ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଉଦଘାଟିତ ହୋଇଯାଇଛି ଭ୍ରାମ୍ୟମାଣ ଚାରା ବିତରଣ ରଥ । ଏହାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାଏ ସବୁଜ ପତାକା ଦେଖାଇ ଉଦଘାଟନ କରିଥିଲେ । ଏହି ଆବସରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଟା, ପଡି…

ଠିକଣା ପଚାରିବା ବାହାନାରେ ଲୁଟି ନେଲେ

ଚୋରମାନେ ଦିଲ୍ଲୀର ଅମର କଲୋନୀ ପୋଲିସ୍ ଷ୍ଟେସନ ଅନ୍ତର୍ଗତ ଗାଡି ଗାଁର ଏକ ଘରୁ ଏକ ଲକ୍ଷ ୨୭ ହଜାର ଟଙ୍କା ଚୋରି କରିଛନ୍ତି ଏବଂ ଦୁଇଟି ମୂଲ୍ୟବାନ ମୋବାଇଲ୍ ମଧ୍ୟ ନେଇଯାଇଛନ୍ତି। ସମଗ୍ର ଘଟଣା ସିସିଟିଭିରେ କଏଦ ହୋଇଛି ଏବଂ…

ଜିସିଡ଼ି ଜିଲ୍ଲା ଉଚ୍ଚ ବିଦ୍ୟାଳୟ ପାଇଲା ନୂତନ ପ୍ରଧାନ ଶିକ୍ଷକ

ରାୟଗଡା ସଦର ସ୍ଥିତ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷକ ଭାବରେ ନମିତା ପ୍ରଧାନ ଯୋଗ ଦେଇଛନ୍ତି। ଏହି ଅବସରରେ ରାୟଗଡ଼ା ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ବରିହା ଓ ଜିସିଡ଼ି ଜିଲ୍ଲା ଉଚ୍ଚ…

ବିଜେପି ଦେଖାଇଲା ସରକାରଙ୍କ ୨୩ବର୍ଷ ଶାସନରେ ବିଫଳତାର ଗୋଲାପୀ ଚିତ୍ର

ରାଜ୍ୟ ସରକାର ତଥ୍ୟର ମାପକାଠି ନ କରି ୨୩ ବର୍ଷ ଶାସନର ବିଫଳତାର ଗୋଲାପୀ ଚିତ୍ର ଦେଖାଉଛନ୍ତି । ତଥ୍ୟ, ପରିସଂଖ୍ୟାନ ଏବଂ ବିଫଳ ଯୋଜନାକୁ ସଂଶୋଧିତ କରିବାର ନୂଆ ଭର୍ସନ ହେଉଛି ‘ଆମ ଓଡିଶା ନବୀନ ଓଡିଶା’ । ନବୀନ…

କିଛି ଦିନର ଶୁଖିଲା ପାଇଁ ପରେ ରାଜ୍ୟରେ ଲାଗିରହିଛି ଝିପି ଝିପି ବର୍ଷା

କିଛି ଦିନର ଶୁଖିଲା ପାଇଁ ପରେ ରାଜ୍ୟରେ ଲାଗିରହିଛି ଝିପି ଝିପି ବର୍ଷା। ଉପକୂଳ ଓଡ଼ିଶାରେ ଆଜି ସକାଳୁ ଲାଗି ରହିଛି ବର୍ଷା। ରାଜଧାନୀ ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଝିପି ଝିପି ବର୍ଷା ଲାଗି ରହିଥିଲା। ତେବେ…

ଜନସଂଖ୍ୟା ନିୟନ୍ତ୍ରଣ ଆଇନ ପ୍ରଣୟନ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ବିଶ୍ଵ ଜନସଂଖ୍ୟା ଦିବସ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ତରଫରୁ ଏକ କଠୋର ଜନସଂଖ୍ୟା ନିୟନ୍ତ୍ରଣ ଆଇନ ପ୍ରଣୟନ ପାଇଁ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଉପଲକ୍ଷେ ପ୍ରଦାନ କରାଯାଇଛି। ଏଥିରେ ଫାଉଣ୍ଡେସନର…

ଆବାସ ଯୋଜନା ବଂଟନରେ ବ୍ୟାପକ ଅନିୟମିତତାକୁ ନେଇ ଧାରଣା

ହିତାଧିକାରୀ ଚୟନରେ ପାତର ଅନ୍ତର ପ୍ରତିବାଦରେ ତରଭା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ମରାଡୁଗୋଚ୍ଛା ଗ୍ରାମପଂଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଂଟନରେ ବ୍ୟାପକ ଅନିୟମିତତା ଅଭିଯୋଗ । କିଛି ଅସାଧୂ ସରକାରୀ କର୍ମଚାରୀଙ୍କ…