Sun. Nov 29th, 2026

Author: Niharika Mohanty

ଫୋନରେ କଥା ହେଲେ ମୋଦି-ନବୀନ

ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଯାତ୍ରୀମାନଙ୍କର ଜୀବନ ରକ୍ଷା କରିବା ଲାଗି ଯଥାସମ୍ଭବ ଉଦ୍ୟମ ଚାଲିଥିବା କଥା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କହିଛନ୍ତି। ସଂକ୍ଷେପରେ…

କାଲି ସ୍ନାନ ପୂର୍ଣ୍ଣିମା; ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିବେ ଚତୁର୍ଦ୍ଧା ବିଗ୍ରହ

ଆସନ୍ତାକାଲି ସକାଳେ ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିବେ ଚତୁର୍ଦ୍ଧା ବିଗ୍ରହ । ପବିତ୍ର ଦେବସ୍ନାନ ପୁର୍ଣ୍ଣିମାରେ ସ୍ନାନବେଦୀରେ ୧୦୮ ଗରା ସୁବାଷିତ ଜଳରେ ସ୍ନାନ କରିବେ ତିନି ଠାକୁର । ଏହି ଅବସରରେ ମହାପ୍ରଭୁ ହାତୀବେଶ ବା ଗଜାନନ ବେଶରେ…

ଆସିଲା ପ୍ରାଥମିକ ରିପୋର୍ଟ; ସିଗ୍ନାଲ ଫେଲ ପାଇଁ ଘଟିଛି ଦୁର୍ଘଟଣା

ଟ୍ରେନ ଟ୍ରାଜେଡିକୁ ୨୪ ଘଣ୍ଟା ନ ପୁରୁଣୁ ପ୍ରାଥମିକ ରିପୋର୍ଟ ସାମ୍ନାକୁ ଆସିଛି। ମିଳିତ ତଦନ୍ତକାରୀ ଟିମ ତା’ର ପ୍ରାଥମିକ ରିପୋର୍ଟରେ ସିଗ୍ନାଲ ଫେଲ ଯୋଗୁ ଏତେ ବଡ଼ ଘଟଣା ଘଟିଥିବା କହିଛି।ରିପୋର୍ଟରେ କୁହାଯାଇଛି ଯେ ମୁଖ୍ୟ ଲାଇନ ୧୨୮୪୧ ପାଇଁ…

ଟ୍ରେନରେ କାହିଁକି ରହିଥାଏ କବଚ?

ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ବରରେ ଦୁର୍ଘଟଣାଗ୍ରସ୍ତ ହେବା ସମୟରେ ୧୨୮୪୧-ଶାଲିମାର୍-ଚେନ୍ନାଇ କରମଣ୍ଡଳ ସୁପର୍ଫାଷ୍ଟ୍ ଏକ୍ସ୍ପ୍ରେସ୍ ଘଣ୍ଟାପ୍ରତି ୧୨୮ କିଲୋମିଟର୍ ଓ ୧୨୮୬୪- ସାର୍ ଏମ୍. ବିଶ୍ବେଶ୍ବରାୟ ଟର୍ମିନାଲ୍-ହାୱଡ଼ା ସୁପର୍ଫାଷ୍ଟ୍ ଏକ୍ସପ୍ରେସ ୧୨୬ କିଲୋମିଟର୍ ବେଗରେ ଚାଲୁଥିଲା ବୋଲି ‘ଡିଏମ୍ଓ’ ଅଧିକାରୀମାନେ କହିଛନ୍ତି। ଏହାଛଡ଼ା,…

୪୨ ବର୍ଷର ଦୁର୍ଘଟଣା ଇତିହାସ

ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱର ଜିଲ୍ଲା ବାହାନଗା ଠାରେ ଏକ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଛି । ବାହାନଗା ଷ୍ଟେସନ ନିକଟରେ କରୋମଣ୍ଡଳ ଏକ୍ସପ୍ରେସ ଏବଂ ମାଲବାହୀ ଟ୍ରେନ୍ ଧକ୍କା ହେବା ଫଳରେ ହଜାର ହଜାର ଲୋକ ଆହତ ହୋଇଥିବା ବେଳେ…

ସ୍ଥିତି ପରଖିଲେ ମମତା ବାନାର୍ଜୀ

ଭୟଙ୍କର ଟ୍ରେନ ଟ୍ରାଜେଡ଼ିର ସ୍ଥିତି ପରଖିବାକୁ ଘଟଣାସ୍ଥଳରେ ପହଂଚିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକ, ଆହତ ଓ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏହି ଦୁର୍ଘଟଣାରେ…

ଦୁର୍ଘଟଣାସ୍ଥଳରେ ମୋଦି

ବାହାନଗା ରେଳ ଦୁର୍ଘଟଣାର ସ୍ଥିତି ସମୀକ୍ଷା କରିବା ପାଇଁ ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବାଲେଶ୍ୱର ବାହାନଗା ଦୁର୍ଘଟଣାସ୍ଥଳକୁ ଯାଇ ସେଠାକାର ଗ୍ରାଉଣ୍ଡ ଜିରୋର ସ୍ଥିତିକୁ ଖୋଦ ସମୀକ୍ଷା କରୁଛନ୍ତି ପ୍ରଧାନମନ୍ତ୍ରୀ । ଗତ କାଲି ଘଟଣା ସମ୍ପର୍କରେ ଜାଣିବା…

ଗତ ୧୫ ବର୍ଷର ଭୟଙ୍କର ଟ୍ରେନ ଦୁର୍ଘଟଣା

ବାଲେଶ୍ୱରରେ ହୋଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପାଖାପାଖି ୩୦୦ ଜଣଙ୍କର ଜୀବନ ନେଇସାରିଥିବା ବେଳେ ୯୦୦ରୁ ଉଦ୍ଧ୍ୱର୍ ଲୋକେ ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତି ହୋଇଛନ୍ତି । ତେବେ ଓଡ଼ିଡାରେ ଏପରି ଭୟାନକ ଦୁର୍ଘଟଣା ପ୍ରଥମ ହୋଇଥିବା ବେଳେ ଭାରତରେ ଏପରି…

କରମଣ୍ଡଳ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୫୦ ପାର୍, ଆହତ ୩୫୦ରୁ ଉର୍ଦ୍ଧ୍ବ

ବାହାନଗା ନିକଟରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ । ଏକ୍ସପ୍ରେସର ୩ ଏସି, ୫ ବଗି ଲାଇନଚ୍ୟୁତ । ୫୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ବାହାନଗା ପାଣପଣା ନିକଟରେ ମାଲବାହୀ ଟ୍ରେନକୁ ଧକ୍କା ଦେଇଥିଲା । ଏଥିରେ…

ଭୟଙ୍କର ଟ୍ରେନ ଦୁର୍ଘଟଣା; ୫୦ରୁ ଉର୍ଦ୍ଧ୍ବ ମୃତ

ବାହାନଗାରେ ଘଟିଥିବା ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣାରେ ପ୍ରାୟ ୫୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ପ୍ରାୟ ୫୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଦକ୍ଷିଣପୂର୍ବ ରେଲୱେ ।ସୂଚନା ଅନୁସାରେ,…