ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ପାଇଁ ଜନ ଶୁଣାଣୀ ଅନୁଷ୍ଠିତ
ପୁରୀ ଜିଲ୍ଲା ବ୍ରହ୍ମଗିରି ତହସିଲ ଅନ୍ତର୍ଗତ ସିପସୁରୁବୁଲି ଓ ଷଣ୍ଢପୁର ଗ୍ରାମ ଅଞ୍ଚଳରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର ପାଇଁ ସବୁଜ ସଂକେତ ମିଳିଥିବାରୁ ବେସରକାରୀ ଜମି ଅଧିଗ୍ରହଣ ନିମିତ୍ତ ଧାରା ୫ ଅନୁସାରେ ଜନ ଶୁଣାଣୀ ଆଜି ଅନୁଷ୍ଠିତ ହୋଇଥିଲା।…