ଗିରଫ ପରେ ଉଠୁଛି ପଡୁଛି ପାକିସ୍ତାନ, ସେପଟେ ଇମ୍ରାନଙ୍କୁ ହତ୍ୟା ଧମକ
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମରାନ ଖାନଙ୍କ ଗିରଫ ଏବେ ସବୁଠି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଦୁର୍ନୀତି ଅଭିଯୋଗରେ ତାଙ୍କୁ ଗିରଫ କରିଛି ପାକିସ୍ତାନ ରେଂଜର୍ସ । ଯାହାକୁ ନେଇ ଇମ୍ରାନଙ୍କ ଜୀବନ ପ୍ରତି ବିପଦ ଥିବା ଶୁଣିବାକୁ ମିଳିଛି ।…
ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ଭୋଟ୍. ୯ ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର
ଶବ୍ଦ ଓଡିଶା ବ୍ୟୁରୋ: ଆଜି ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ । ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି, କଂଗ୍ରେସ ସହ ମୋଟ୍ ୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଉପନିର୍ବାଚନରେ ୨ ଲକ୍ଷ ୨୧ ହଜାର ୭୧୯ ଜଣ…
କର୍ଣ୍ଣାଟକ ବିଧାନସଭା ନିର୍ବାଚନ ୨୦୨୩: ସରିଲା ପ୍ରଚାର, ୧୦ରେ ମତଦାନ
ନିର୍ବାଚନକୁ ଆଉ ଦିନ କେଇଟା ବାକି ରହିଲା । ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ଦଳର ହେଭିୱେଟ ନେତାମାନେ କରୁଛନ୍ତି ଜୋରଦାର କସରତ । ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ବାଦ ପଡିନାହାନ୍ତି । କର୍ଣ୍ଣାଟକ ବିଧାନସଭା ନିର୍ବାଚନ…