Thu. Oct 15th, 2026

Category: ରାଜନୀତି

ଓଡ଼ିଶାରେ କେଉଁଠି ଓ କେଉଁ ଦିନ ନିର୍ବାଚନ ଜାଣନ୍ତୁ

ଦେଶର ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି।ନିର୍ବାଚନ କମିଶନ ଲୋକସଭା ବ୍ୟତୀତ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ…

ଶଙ୍ଖ ଧରିଲେ ବିଜୟଙ୍କ ପୁଅ ଅରବିନ୍ଦ

ଶଙ୍ଖ ଧରିଲେ ଅରବିନ୍ଦ । ନବୀନ ନିବାସରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ଅରବିନ୍ଦ । ବିଜେଡି…

ହିମାଚଳ ପ୍ରଦେଶରେ କ୍ଷମତାସୀନ କଂଗ୍ରେସକୁ ବଡ଼ ଝଟକା

ହିମାଚଳ ପ୍ରଦେଶରେ କ୍ଷମତାସୀନ କଂଗ୍ରେସକୁ ବଡ଼ ଝଟକା। ସଂଖ୍ୟା ଗାରିଷ୍ଠତା ଥାଇ ବି ଦଳ ରାଜ୍ୟସଭା ନିର୍ବାଚନରେ ହାରିଛି। ଦଳର ୬ ଜଣ ବିଧାୟକ ଓ ସରକାରଙ୍କୁ ସମର୍ଥନ କରୁଥିବା ୩ ଜଣ ସ୍ୱାଧୀନ ବିଧାୟକ କ୍ରସ ଭୋଟିଂ କରିବାରୁ କଂଗ୍ରେସ…

ଇଡି ସହ ଲୁଚକାଳି ଖେଳୁଛନ୍ତି ନେତା

ED ରାଜନେତାଙ୍କ ଚାଲିଛି ଲୁଚକାଳି ଖେଳ। ଗୋଟିଏ ପଟେ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଆଉଗୋଟିଏ ପଟେ ବିଭିନ୍ନ ମୁଣ୍ଡିଆଳ ନେତାଙ୍କୁ ଇଡିର ଡାକରା ଚିନ୍ତା ବଢେଇଛି। ଗତ କିଛି ଦିନ ହେବ ଇଡି ସହ ଲୁଚକାଳି ଖେଳୁଛନ୍ତି ନେତା।…

ପୁଣି କଂଗ୍ରେସକୁ ଫେରିଲେ ଗମାଙ୍ଗ ପରିବାର

ପୁଣି କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ଗିରିଧର ଗମାଙ୍ଗଙ୍କ ସହ ପତ୍ନୀ ତଥା ପୂର୍ବତନ ସାଂସଦ ହେମା ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ ମଧ୍ୟ କଂଗ୍ରେସକୁ ଫେରିଛନ୍ତି । ଦିଲ୍ଲୀ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଆଜି…

ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଲୋଗୋ ଷ୍ଟିକରିଂ କଲା ରାଜ୍ୟ କଂଗ୍ରେସ

ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ରବିବାର ମଣିପୁରର ଇମ୍ଫାଲ ଠାରେ ଭାରତ ଯୋଡ ନ୍ୟାୟ ଯାତ୍ରାର ଶୁଭାରମ୍ଭ ହୋଇଯାଇଛି । ଏହି ପରିପ୍ରେକ୍ଷୀର ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଜିଲ୍ଲା…

ସୁପ୍ରିମ କୋର୍ଟଙ୍କ ସୁପ୍ରିମ ରାୟ,୩୭୦ ଧାରା ଉଚ୍ଛେଦ ବୈଧ

ଧାରା ୩୭୦ ଉଚ୍ଛେଦ ଉପରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କଲେ ସୁପ୍ରିମକୋର୍ଟ। ଜମ୍ମୁ କଶ୍ମୀରରୁ ଏହି ଧାରା ଉଚ୍ଛେଦ କରି କୌଣସି ଭୁଲ୍ କରିନାହାନ୍ତି କେନ୍ଦ୍ର ସରକାର। ଧାରା ଉଚ୍ଛେଦ ସମ୍ପୂର୍ଣ୍ଣ ରୂପେ ବୈଧ ଓ ଆଇନ ସମ୍ମତ କହିଲେ ସୁପ୍ରିମକୋର୍ଟ…

ସରପଞ୍ଚରୁ ମୁଖ୍ୟମନ୍ତ୍ରୀର ଲମ୍ୱା ଯାତ୍ରା

ଛତିଶଗଡ଼ ଗାଦି ସମ୍ଭାଳିବେ ବିଷ୍ଣୁଦେବ ସାଏ। ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ହେବେ। ରାୟପୁରରେ ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ବିଧାନସଭା ଦଳର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ବିଷ୍ଣୁଦେବ ସାଏଙ୍କ ନାମ ଅନୁମୋଦନ କରାଯାଇଥିଲା।ବିଷ୍ଣୁଦେବ ସାଏ କୁଙ୍କୁରୀ ବିଧାନସଭା ନିର୍ବାଚନମଣ୍ଡଳୀରୁ…

ଆତ୍ମନିର୍ଭର ଦୁଇ ଏସ୍ ଏସ୍ ଜି ସଦସ୍ୟାଙ୍କୁ ମିଶନ ଶକ୍ତି ମହାସଂଘର ଅଣଦେଖା ଅଭିଯୋଗ

ଚନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ସ୍ୱୟଂ ସହାୟିକା ଗୋଷ୍ଠୀର ଦୁଇ ସଭାନେତ୍ରୀ । ବ୍ୟାଙ୍କ ଏବଂ ମିଶନ ଶକ୍ତି ରୁ ଋଣ ନେଇ ସ୍ୱାବଲମ୍ବୀ ହେଲେ । ଏମିତି ଦୁଇ ଜଣ ଚନ୍ଦାହାଣ୍ଡି ସଦରର ମା ତୁଳସୀ ସ୍ୱୟଂ…

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ଓଡ଼ିଆ ଶ୍ରମିକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। ସମସ୍ତେ…