ନିଜେ ଅସୁସ୍ଥ ହୋଇ ଭୁବନେଶ୍ଵର ଲୋକଙ୍କୁ ଅସୁସ୍ଥ କରୁଛନ୍ତି ଓଡ଼ିଶା ସରକାର : ମନମୋହନ ସାମଲ
ଗାଡକଣ ସୈନିକ ସ୍କୁଲ ଠାରେ ଥିବା ଡମ୍ପିଂ ୟାର୍ଡକୁ ସଂପୂର୍ଣ୍ଣ ଉଚ୍ଛେଦ ଦାବିରେ ଚତୁର୍ଥ ଦିନରେ ପହଞ୍ଚିଲା ବିଜେପିର ସତ୍ୟାଗ୍ରହ । ଦଳର ସତ୍ୟାଗ୍ରହରେ ସାମିଲ ହେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଡ଼ମ୍ପିଂ ୟାର୍ଡ ସମସ୍ୟାର ସ୍ଥାୟୀ…