ମୋଦି ମୁହାଁ ମସ୍କ!
ମୋଦି ମୁହାଁ ହୋଇଛନ୍ତି ଏଲନ ମସ୍କ! ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏବଂ ମାଇକ୍ରୋବ୍ଲଗିଂ ସାଇଟ ଟୁଇଟରର ମାଲିକ ଏଲନ ମସ୍କ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫଲୋ କରିବା ଆରମ୍ଭ କରିଦେଇଛନ୍ତି। ସମଗ୍ର ଦୁନିଆରେ କେବଳ ୧୯୫ଜଣ ଅଛନ୍ତି, ଯେଉଁମାନଙ୍କୁ ଏଲୋନ…
ଡିଗ୍ରୀକୁ ନେଇ ଏମିତି କହିଲେ ପାଓ୍ବାର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଲେଜ ଡିଗ୍ରୀକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ, ଶିବସେନା ନେତା ଉଦ୍ଧବ ଠାକ୍ରେ ଓ ଅନ୍ୟ ବିରୋଧୀ ନେତାମାନେ ପ୍ରଶ୍ନ ଉଠାଇଆସୁଥିବାବେଳେ ଏହା କ’ଣ ଏକ ରାଜନୈତିକ ପ୍ରସଙ୍ଗ କି ବୋଲି ପାଓ୍ବାର କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ…
କେନ୍ଦ୍ରର ନୂଆ ଆଇଟି ନିୟମକୁ ନେଇ ବର୍ଷିଲା କଂଗ୍ରେସ
ଶନିବାର ଦିନ କେନ୍ଦ୍ର ସରକାରଙ୍କ ଦ୍ୱାରା ଅଣାଯାଉଥିବା ନୂଆ ଆଇଟି ନିୟମକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ କରିଛି କଂଗ୍ରେସ । ଦଳର ପ୍ରବକ୍ତା ସୁପ୍ରିୟା ଶ୍ରୀନେତ କହିଛନ୍ତି କି, ଦେଶର ଗଣମାଧ୍ୟମକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଚପରାସୀମାନେ ନିୟନ୍ତ୍ରିତ କରୁଛନ୍ତି ।…
ଜାମିନ ପରେ ପ୍ରତିକ୍ରିୟା ରଖିଲେ ରାହୁଲ ଗାନ୍ଧୀ
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନୀ ମାମଲାରେ ସୋମବାର ତାଙ୍କୁ ଜାମିନ ମିଳିଛି। ସୁରଟ କୋର୍ଟରେ ତାଙ୍କ ଆବେଦନ ଉପରେ ପରବର୍ତ୍ତୀ ଶୁଣାଣି ଏପ୍ରିଲ ୧୩ରେ ହେବ। ଜାମିନ ପାଇବା ପରେ ରାହୁଲ ଗାନ୍ଧୀ ଟୁଇଟ କରି କହିଛନ୍ତି, ଏହା ମିତ୍ରକାଳର…
ବଢ଼ିଲା ରାହୁଲ ଗାନ୍ଧିଙ୍କ ଜାମିନ ଅବଧି
ରାହୁଲ ଗାନ୍ଧିଙ୍କ ଜାମିନ ଅବଧି ବୃଦ୍ଧି କଲେ ସୁରତ ସେସନ୍ସ କୋର୍ଟ। ରାହୁଲଙ୍କ ଜାମିନ ଏପ୍ରିଲ ୧୩ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରିଛନ୍ତି କୋର୍ଟ।ମୋଦି ସରନେମ୍ ନେଇ ମାନହାନୀ ମାମଲାରେ ଜାମିନ ଅବଧି ବୃଦ୍ଧି ହୋଇଛି। ତେବେ ମେ’ ୩ରେ ରାହୁଲଙ୍କ…
ଗୋଦାବରୀଶ ମହାବିଦ୍ୟାଳୟ ବାଣପୁରର ପୁରାତନ ଛାତ୍ର ସଂଗଠନର ସାଧାରଣ ପରିଷଦ ବୈଠକ
ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ର ୧୯୬୩-୨୦୨୩ ମସିହା ପର୍ଯ୍ୟନ୍ତ ପୁରାତନ ଛାତ୍ର ସଂଘର ହୀରକ ଜୟନ୍ତୀ ପାଳନ ଅବସର ଓ ମୋ କଲେଜ ଅଭିଯାନ ନିମନ୍ତେ ପୁରାତନ ଛାତ୍ର ସଂଘର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି।…
ଶନିବାର ପଟିଆଲା ଜେଲରୁ ମୁକୁଳିବେ ନବଜୋତ ସିଂ ସିଦ୍ଧୁ!
କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ଆସନ୍ତାକାଲି ଅର୍ଥାତ୍ ଶନିବାର ପଟିଆଲା ଜେଲରୁ ମୁକ୍ତ ହୋଇପାରନ୍ତି। ସିଦ୍ଧୁଙ୍କ ଟୁଇଟର ହ୍ୟାଣ୍ଡେଲରୁ ଏହି ସୂଚନା ଶେୟାର କରାଯାଇଛି। ତେବେ ପଞ୍ଜାବ ସରକାର ଏ ସମ୍ପର୍କରେ ଯଥାର୍ଥ ସୂଚନା ଦେଇ ନ ଥିବା ଜଣାପଡିଛି।…
ଅଯୋଗ୍ୟ ନାଁ ରାହୁଲ!
ରାହୁଲ ଗାନ୍ଧୀଙ୍କ ନାମ ସହ ଯୋଡି ହୋଇଥିବା ଆଉ ଏକ ମାଲା ସାମ୍ନାକୁ ଆସିଛି । ନିର୍ବାଚନ କମିଶନ ରାହୁଲ ଗାନ୍ଧୀଙ୍କ ସମାନ ନାମକୁ ବି ଅଯୋଗ୍ୟ ଘୋଷିତ କରିଛନ୍ତି । ନିର୍ବାଚନ କମିଶନଙ୍କ ଅନୁଯାୟୀ, ନିର୍ବାଚନ ଖର୍ଚ୍ଚର ସୂଚନା ନ…