ଅଘଟଣ:ମ୍ୟାଟ୍ରିକ ପରୀକ୍ଷା ଦେଉଥିବା ସମୟରେ ଛାତ୍ର ମୃତ
ଶବ୍ଦମିଡ଼ିଆ ବ୍ୟୁରୋ:ଆଜି ମ୍ୟାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲ୍ଲାରେ ଏକ ଅଘଟଣ ଘଟିଯାଇଛି।ମ୍ୟାଟ୍ରିକ ପରୀକ୍ଷା ଦେଉଥିବା ସମୟରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। କୋରାପୁଟ ଜିଲ୍ଲା ମାଥାଲପୁଟ ସ୍ଥିତ ମାଲୁ ସାନ୍ତା ସରକାରୀ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ ଛାତ୍ର।…