Mon. Nov 30th, 2026

Category: ଓଡ଼ିଶା

ହେରା ପଞ୍ଚମୀରେ ମହାପ୍ରଭୁଙ୍କ ରଥ ଭାଙ୍ଗିବେ ଅଭିମାନିନୀ ମା’ ଲକ୍ଷ୍ମୀ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପବିତ୍ର ହେରା ପଞ୍ଚମୀ । ଘୋଷଯାତ୍ରାରେ ମହାପ୍ରଭୁ ଶ୍ରୀମନ୍ଦିର ଛାଡି ଗୁଣ୍ଡିଚା ମନ୍ଦିର ଚାଲିଯାଆନ୍ତି । ସାଥିରେ ବଡଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ବୁଲି ଯାଆନ୍ତି ଗୁଣ୍ଡିଚା ମନ୍ଦିର । ହେଲେ ସାଙ୍ଗରେ…

ଉପଜିଲ୍ଲାପାଳଙ୍କ ଘରୁ ନଗଦ ୩ କୋଟି ୨ ଲକ୍ଷ ଟଙ୍କା ଜବତ କଲା ଭିଜିଲାନ୍ସ

ଶବ୍ଦ ଓଡିଶା ବ୍ୟୁରୋ: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳଙ୍କ ଘରୁ ଜବତ ହେଲା ନଗଦ ୩ କୋଟି ୩ ଲକ୍ଷ ଟଙ୍କା । ବେନାମୀ ଆକାଉଣ୍ଟରେ ୩୦ ଲକ୍ଷ ଟଙ୍କାର ଇନୋଭା କାର ରହିଛି । ବହି ରାକ ପଛପଟେ କାନ୍ଥରେ ୧୦…

ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି: ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ…

ଏଣିକି ସମବାୟ ବ୍ୟାଙ୍କରେ ମାଇକ୍ରୋ ଏଟିଏମ୍ ବ୍ୟବସ୍ଥା; ୫ହଜାର ଯାଏଁ ଟଙ୍କା ଉଠାଇ ପାରିବେ ଚାଷୀ

ରାଜ୍ୟର ଚାଷୀଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ରାଜ୍ୟର ପ୍ରତି ସମବାୟ ସମିତିରେ ଗୋଟିଏ ଲେଖାଏଁ ମାଇକ୍ରୋ ଏଟିଏମ୍ ବ୍ୟବସ୍ଥା କରିବାକୁ ଯୋଜନା କରାଯାଉଛି । ସମବାୟ ବ୍ୟାଙ୍କଗୁଡ଼ିକର ଏଟିଏମ୍ ବ୍ୟବସ୍ଥାର ପୁନରୁଦ୍ଧାର ହେବ…

ଜାରି ହେଲା କେନ୍ଦ୍ର ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର ତାଲିକା

ଓଡିଆ କ୍ଷୁଦ୍ର ଗଳ୍ପ ‘ଜେଜେଙ୍କ ଗପ ଗଣ୍ଠିଲି’ କୁ ମିଳିବ ବାଲ୍ ସାହିତ୍ୟ ପୁରସ୍କାର । ୨୦୨୩ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍(ଶିଶୁ ) ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି । ଓଡ଼ିଆ ଭାଷାରେ ପ୍ରକାଶିତ ଯୁଗଳ…

କଂଗ୍ରେସକୁ ମମତାଙ୍କ ଟାର୍ଗେଟ

ପାଟନାରେ ବିରୋଧୀ ମେଳି ପାଇଁ ବୈଠକ ଚାଲିଛି। ବହୁ ବିରୋଧୀ ଦଳ ଗୋଷ୍ଠୀ ଏଥିରେ ସାମିଲ ଅଛନ୍ତି। ତେବେ ଏସବୁ ମଧ୍ୟରେ ମମତା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ପଶ୍ଚିମବଙ୍ଗରେ କଂଗ୍ରେସର ମନୋଭାବକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ମିଳିଥିବା ସୂଚନା ଅନୁସାରେ…

ଓଡ଼ିଶା ଛୁଇଁଲା ମୌସୁମୀ

ଓଡ଼ିଶାକୁ ଛୁଇଁଲା ମୌସୁମୀ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ସାରା ରାଜ୍ୟକୁ ଅଗ୍ରସର ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ମୌସୁମୀ ପ୍ରଭାବରେ ଓଡ଼ିଶା ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଅନ୍ୟପଟେ ଆଗାମୀ ୪…

ଜନ୍ମବେଦୀରେ ଚତୁର୍ଦ୍ଧାବିଗ୍ରହ: ଆଜିଠୁ ମିଳିବ ଆଡପ ଅବଢା

ଶବ୍ଦ ଓଡିଶା ବ୍ୟୁରୋ: ଜନ୍ମବେଦୀକୁ ବିଜେ କରିଛନ୍ତି ଶ୍ରୀଜିଉ। ଆଜିଠାରୁ ଭକ୍ତମାନେ ଆଡପ ଦର୍ଶନ କରିବାର ସୌଭାଗ୍ୟ ଅର୍ଜନ କରିବେ । ସେହିପରି ଆଜି ଗୁଣ୍ଡିଚା ମନ୍ଦିରରୁ ଆଡପ ଅବଢା ବାହାରିବ ।ବିଶ୍ୱାସ ରହିଛି ଥରେ ଆଡପ ମଣ୍ଡନ ଦର୍ଶନ, ଦଶ…

ସ୍ମୃତିରଞ୍ଜନ ପ୍ରଧାନ ଗଜପତିର ନୂଆ ଜିଲ୍ଲାପାଳ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟ ସରକାର ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ୨୦୧୨ ବ୍ୟାଚ୍ ଆଇଏଏସ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଗଜପତି ଜିଲ୍ଲାପାଳ ତଥା ୨୦୧୫ ବ୍ୟାଚ୍ ଆଇଏଏସ୍ ଲିଙ୍ଗରାଜ…

ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଶବ୍ଦ ଓଡିଶା ବ୍ୟୁରୋ: ନବରଙ୍ଗପୁର ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢାଉ । ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ କରିଛି ଭିଜିଲାନ୍ସ । ଭଦ୍ରକ, ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଚଢାଉ ଜାରି ରଖିଛି…