ଆମ ପୋଖରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆମ ପୋଖରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ରାଜ୍ୟର ୧୧୫ଟି ପୌରାଞ୍ଚଳର ୨୦୦୦ଟି ବୃହତ ଜଳାଶୟର ନବୀକରଣ କରାଯିବ,ଦାୟିତ୍ୱ ନେବେ ମିଶନ ଶକ୍ତିର ମା ଓ ଶିକ୍ଷିତ ଯୁବକ ଯୁବତୀ ଆମର ସାମାଜିକ ଓ ସାଂସ୍କୃତିକ ଜୀବନରେ ପୋଖରୀ ଖୁବ୍ ଗୁରୁତ୍ୱପୂର୍ଣ୍ଣ…
ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି
ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ୍ ତାଳପତ୍ରଙ୍କ ନାଁ ସୁପାରିସ୍ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ୍ ତାଳପତ୍ର । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି…
୬ରୁ ବଢିବ ବର୍ଷା!
୬ ତାରିଖରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି । ଏବଂ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ବାୟୁମଣ୍ଡଳର ୧.୫ କିମି ରୁ…
ଜୀବ ବିଜ୍ଞାନ ସଂସ୍ଥାନ ପକ୍ଷରୁ ବ୍ରୀଡର ଧାନ ବିହନ ବଣ୍ଟନ
କେନ୍ଦ୍ର ସରକାରଙ୍କ ଜୈବ ପ୍ରଯୁକ୍ତି ବିଭାଗ ଅଧିନରେ ଥିବା ଜୀବ ବିଜ୍ଞାନ ସଂସ୍ଥାନ ଭୁବନେଶ୍ଵର ପକ୍ଷରୁ ଆଜି ବୋରିଗୁମ୍ମା ବ୍ଲକରେ ଚାଷୀମାନଙ୍କୁ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ କଟକରୁ ବିକଶିତ ସିଆର୍ ଧାନ ୨୦୩ ( ସଚଳା) କିସମ ବ୍ରୀଦର୍ ଧାନ…
5ଟି ସଚିବଙ୍କ ଗାଡିକୁ ଅଣ୍ଡା ମାଡ଼
ଆଜି 5ଟି ସଚିବଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ l ଜିଲ୍ଲାର ଉଲୁଣ୍ଡା, ବିନିକା, ଡୁଙ୍ଗୁରିପାଲି ଏବଂ ସୋନପୁର ବ୍ଲକର ବିଭିନ୍ନ ସ୍ଥାନକୁ ଗସ୍ତ କରିବେ l ପ୍ରଥମରେ ଉଲୁଣ୍ଡା ବ୍ଲକ କୋଟସମଲେଇ ସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ପାଣ୍ଡିଆନ ପହଂଚି ଥିଲେ ସେଠାରୁ…
ଏସିଏଫ୍ ସୌମ୍ୟାରଞ୍ଜନଙ୍କ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କୁ ପାଉନି ପୋଲିସ
ଶବ୍ଦ ଓଡିଶା ବ୍ୟୁରୋ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା । ୩ ଅଭିଯୁକ୍ତଙ୍କ ମଧ୍ୟରୁ ବିଦ୍ୟାଭାରତୀ ପଣ୍ଡାଙ୍କର କୌଣସି ଖୋଜ ଖବର ପାଉନି ପୁଲିସ । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଆଇଆଇସି ବିକ୍ରମ କେଶରୀ ଜେନା ଏହି ସୂଚନା…
ଯାମିନୀ ଷଡ଼ଙ୍ଗୀ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ, ନୃସିଂହ ସ୍ୱାଇଁ ବୌଦ୍ଧ ଜିଲ୍ଲାପାଳ
ଶବ୍ଦ ଓଡିଶା ବ୍ୟୁରୋ: ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀ ଓଡ଼ିଶା ଫେରିବା ପରେ ତାଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ଷଡ଼ଙ୍ଗୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ ହୋଇଛନ୍ତି । ସେହିପରି…
ରାଜ୍ୟରେ ଆଜିଠାରୁ ବର୍ଷା! ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆଜିଠୁ ହୋଇପାରେ ବର୍ଷା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି…