ପବିତ୍ର ଦୋଳ ପୂର୍ଣ୍ଣିମା: ଫଗୁ ଖେଳିବେ ଶ୍ରୀଜିଉ
ଶବ୍ଦ ଓଡ଼ିଶା ବ୍ୟୁରୋ: ଆଜି ହେଉଛି ପବିତ୍ର ଦୋଳପୂର୍ଣ୍ଣିମା, ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରାମାନଙ୍କ ମଧ୍ୟରେ ଏହା ଅନ୍ୟତମ ଯାତ୍ରା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି କରାଯାଉଛି। ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କ ସହ ଫଗୁ…