Sun. Nov 29th, 2026

Category: ଓଡ଼ିଶା

ରାଷ୍ଟ୍ରୀୟ ବନସ୍ପତି ଅନୁସନ୍ଧାନ ସଂସ୍ଥାନ ପକ୍ଷରୁ ଫୁଲଚାରା ବଣ୍ଟନ

ଜୟପୁର: ରାଷ୍ଟ୍ରୀୟ ବନସ୍ପତି ଅନୁସନ୍ଧାନ ସଂସ୍ଥାନ ଲକ୍ଷ୍ନୌ ପକ୍ଷରୁ ପୁଷ୍ପ କୃଷି ମିଶନ ଜରିଆରେ ବୈପାରିଗୁଡ଼ା ବ୍ଲକର କୋଲାର ଓ ରାମଗିରି ପଞ୍ଚାୟତର ଗେଲାଗୁଡା ଠାରେ ଉନ୍ନତ କିସମର ମଲ୍ଲି ଫୁଲ ଓ ରଜନୀଗନ୍ଧା ଚାରା ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ…

ଖେଳ ପଡିଆ ଜବର ଦଖଲ ଉଚ୍ଛେଦ ଦାବିରେ ତହସିଲଦାରଙ୍କୁ ଅଭିଯୋଗ

ସୋନପୁର : ଖେଳ ପଡିଆ ଜବର ଦଖଲ ଉଚ୍ଛେଦ ଦାବିରେ ତହସିଲଦାରଙ୍କ ଦ୍ୱାରସ୍ତ ହେଲେ ଗ୍ରାମବାସୀ । ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସରଗଜ ଗ୍ରାମ ପଞ୍ଚାୟତ ଜୁରାବନ୍ଧ ଗ୍ରାମରେ ସରକାରୀ ଜାଗାରେ ଥିବା ଖେଳ ପଡିଆକୁ ଉକ୍ତ ଗ୍ରାମର ଜନୈକ…

ଶାରଳା ସମବାୟ ସୂତା କଳ ଭାଙ୍ଗି ହସ୍ପିଟାଲ ଗଢିବା ଚର୍ଚ୍ଚା ଜୋରସୋର

ଦୀର୍ଘ ୨୩ବର୍ଷ ପରେ ସରକାରଙ୍କ ନିଦ ଭାଙ୍ଗିଲା। ୧୯୯୯ମସିହା ମହାବାତ୍ୟା ରେ ତିର୍ତ୍ତୋଲ ନାଉସୀରା ଠାରେ ଥିବା ଶାରଳା ସମବାୟ ସୂତା କଳ ଭାଙ୍ଗି ଅଚଳ ହୋଇଥିବା ବେଳେ ଏବେ ଏହି ସ୍ଥାନରେ ଅତ୍ୟାଧୁନିକ ମେଡିକାଲ କରିବାକୁ ତତ୍ପରତା ପ୍ରକାଶ ପାଇବା…

ହୀରାକୁଦ ଛାଡିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ରାଜ୍ୟର ବିଭିନ୍ନ ଅଂଚଳରେ ଲଗାଣ ବର୍ଷା ଏବଂ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦରେ ଜଳସ୍ଥର ବୃଦ୍ଧି ପାଇଛି। ଫଳରେ ଆଜି ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଛି। ସକାଳ ୯ଟାରେ ବନ୍ୟାଜଳ ନିଷ୍କାସନ ହୋଇଥିବା ବୋଲି ହୀରାକୁଦ…

ଥାନାରେ ବିବାହ କଲେ ଫେରାର ଦିଅର ଭାଉଜ

ସୁବର୍ଣ୍ଣପୁର : ନିଜ ସ୍ବାମୀଙ୍କ ଉପସ୍ଥିତିରେ ଜଣେ ସ୍ତ୍ରୀ ତାର ପ୍ରେମିକକୁ କରୁଛି ବିବାହ। ବିବାହ ପୁଣି କୌଣସି ବେଦି କିମ୍ବା ମଣ୍ଡପରେ ନୁହେଁ। ବିବାହ ସମୟରେନା ଥିଲା ବ୍ରାହ୍ମଣର ମନ୍ତ୍ରପାଠ ନା ବାଜୁଥିଲା ସାହାନାଇ ।ନିରାଡମ୍ବର ଭାବରେ ସରିଛି ଏଭଳି…

ରାୟଗଡ ଜିଲ୍ଲାର ଦୁଇଟି ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ଶୁଭାରମ୍ଭ

ରାୟଗଡ଼ା : ପିରାମଲ ଫାଉଣ୍ଡେସନ ସହଯୋଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଓ ଓରିଏଣ୍ଟେସନରେ ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା ଅଧ୍ୟକ୍ଷତା କରିଥିଲେ…

ଗୁଣୁପୁର ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ୨୦୨୩ ପାଳିତ

ରାୟଗଡ: ଗୁଣୁପୁର ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ୨୦୨୩ ରାୟଗଡ଼ା ଜିଲ୍ଲା ଗୁଣୁପୁରୁ ଠାରେ ପାଳିତ ହୋଇଯାଇଛି । ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ…

ରାୟଗଡ଼ ଜିଲ୍ଲାର ୩୦ ଜଣଙ୍କୁ ବେଦାନ୍ତ ଆଲୁମିନାରେ ନିଯୁକ୍ତି

ରାୟଗଡ:- ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ,ରାୟଗଡ଼ ମାଧ୍ୟମରେ ବେଦାନ୍ତ ଆଲୁମିନାର ଗତ ଫେବ୍ରୁୟାରୀ ମାସର ପ୍ରଥମ ସପ୍ତାହରେ ହୋଇଥିବା ନିଯୁକ୍ତି ପ୍ରକ୍ରିୟାରେ ଜିଲ୍ଲାର ୩୦ ଜଣ ମନୋନୀତ ହୋଇଥିଲେ । ସେହି ସଫଳ ଛାତ୍ରଛାତ୍ରୀ ମାନଙ୍କୁ ବିଜୁ ପଟ୍ଟନାୟକ ଅଡିଟୋରିୟମ, ରାୟଗଡ଼…

ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର

ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ଜଷ୍ଟିସ୍ ତାଳପତ୍ରଙ୍କ ନାଁରେ ମୋହର ମାରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ମାସରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍…

୨୪ ତାରିଖ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ଉତର-ପଶ୍ଚିମ ପାଶ୍ୱବର୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଆସନ୍ତା ଦୁଇ ଦିନ ଯାଏଁ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା…