ଢେଙ୍କାନାଳରେ ସେକ୍ସ ରାକେଟ ଠାବ: ଜଣେ ଗିରଫ
ଶବ୍ଦ ଓଡିଶା ବ୍ୟୁରୋ: ଢେଙ୍କାନାଳ ସହରର କାଲଟାକ୍ସ ନିକଟରେ ଏକ ସେକ୍ସ ରାକେଟ ସକ୍ରିୟ ଥିବା ବେଳେ ଶନିବାର ରାତିରେ ଟାଉନ ଥାନା ପୁଲିସ ସେଠାରେ ଚଢ଼ାଉ କରି ଜଣଙ୍କୁ ଗିରଫ କରିଥିବା ବେଳେ ୨ ଜଣ ଯୁବତୀଙ୍କୁ ଉଦ୍ଧାର କରିଛି।…
ଶବ୍ଦ ଓଡିଶା ବ୍ୟୁରୋ: ଢେଙ୍କାନାଳ ସହରର କାଲଟାକ୍ସ ନିକଟରେ ଏକ ସେକ୍ସ ରାକେଟ ସକ୍ରିୟ ଥିବା ବେଳେ ଶନିବାର ରାତିରେ ଟାଉନ ଥାନା ପୁଲିସ ସେଠାରେ ଚଢ଼ାଉ କରି ଜଣଙ୍କୁ ଗିରଫ କରିଥିବା ବେଳେ ୨ ଜଣ ଯୁବତୀଙ୍କୁ ଉଦ୍ଧାର କରିଛି।…
ଶବ୍ଦ ଓଡିଶା ବ୍ୟୁରୋ: ବୌଦ୍ଧ ସ୍ଵତନ୍ତ୍ର ଉପ କାରାଗାରରୁ ଜଣେ କଏଦୀଙ୍କ ଝୁଲନ୍ତା ମୃତଦେହ ମିଳିଛି। ମୃତ କଏଦୀଙ୍କ ନାଁ ରବୀନ୍ଦ୍ର ମେହେର। ତାଙ୍କ ଘର ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଜମଘାଟି ଗାଁରେ। ୨୦୧୫ରେ ସେ ତାଙ୍କ ପରିବାରର ଦୁଇ…
ଆଣ୍ଟିବାୟୋଟିକ ଇଞ୍ଜେକ୍ସନ ନେଇ ଗ୍ରାମରଖିଙ୍କ ଡାକ୍ତରଖାନାରେ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଣପୁର ଡାକ୍ତରଖାନାରେ। ବାଣପୁର ଥାନା କୋଳଥଦିହ ଗାଁର ପାଣ୍ଡବ ନାୟକଙ୍କ ହାତରେ ଥିବା ଏକ ବଥକୁ ଡ୍ରେନ କରିବା ପାଇଁ ବାଣପୁର ଡାକ୍ତରଖାନାକୁ ଆସିଥିଲେ। ଡାକ୍ତର ବଥଟିକୁ…
ଶନିବାର ଦିନ କେନ୍ଦ୍ର ସରକାରଙ୍କ ଦ୍ୱାରା ଅଣାଯାଉଥିବା ନୂଆ ଆଇଟି ନିୟମକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ କରିଛି କଂଗ୍ରେସ । ଦଳର ପ୍ରବକ୍ତା ସୁପ୍ରିୟା ଶ୍ରୀନେତ କହିଛନ୍ତି କି, ଦେଶର ଗଣମାଧ୍ୟମକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଚପରାସୀମାନେ ନିୟନ୍ତ୍ରିତ କରୁଛନ୍ତି ।…
ଅପ୍ରେଲ ୧୧ ତାରିଖରେ ପାଳନ ହେବାକୁ ଯାଉଛି ବିଶ୍ବ ଛେନାପୋଡ ଦିବସ । ନୟାଗଡ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଏହି ଦିବସ ପାଳନ କରାଯିବ । ଏନେଇ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ ଏକ ବିଜ୍ଞପ୍ତି ଜାରି କରିଛନ୍ତି । ଜିଲ୍ଲା…
ରାଜଧାନୀର ପ୍ରତିଷ୍ଠା ଦିବସକୁ ଆଉ ଅଳ୍ପ ସମୟ ବାକି ରହିଲା। ଯାହାକୁ ସ୍ୱତନ୍ତ୍ର କରିବା ପାଇଁ ନିଆଯାଇଛି ସ୍ୱାଗତଯୋଗ୍ୟ ନିଷ୍ପତ୍ତି। ଏହି ନିଷ୍ପତ୍ତି ଆଧାରରେ ଏଥର ନିଆରା ହେବ ରାଜଧାନୀ ଭୁବନେଶ୍ଵର ୭୫ ତମ ପ୍ରତିଷ୍ଠା ଦିବସ । ଏହା ସହ…
ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଦିନବେଳା ଟାଣଖରା ଓ ଅପରାହ୍ଣରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗର ଆକଳନ କରିଛି । ସୁନ୍ଦରଗଡ଼, କେନ୍ଦୁଝର,…
ଶବ୍ଦ ଓଡିଶା ବ୍ୟୁରୋ: ସ୍କୁଲ ଗେଟ୍ ପଡ଼ି ୭ ବର୍ଷର ଶିଶୁର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲ୍ଲା ଆଠଗଡ଼ ବ୍ଲକ ଆଙ୍କୁଲା ସତ୍ୟବାଦୀ ନୋଡାଲ ୟୁପି ସ୍କୁଲରେ। ମୃତ ଶିଶୁ ଜଣକ ହେଲା ଚିକୁ ନାଏକ।ଚିକୁ…
ଶବ୍ଦ ଓଡିଶା ବ୍ୟୁରୋ: କଟକ ଜିଲ୍ଲା ଚଣ୍ଡିଖୋଲ – ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ଚାରିନଙ୍ଗଳଠାରେ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ଏକ ପିକ୍ଅପ୍ ପଛରୁ ପିଟିବାରୁ ୩…
ଶବ୍ଦ ଓଡିଶା ବ୍ୟୁରୋ: ଘରୋଇ କହଳକୁ କେନ୍ଦ୍ର କରି ଏସିଡ୍ ଆଟାକ୍ । ଏସିଡ୍ ମାଡ଼ରେ ୪ ଜଣ ଗୁରୁତର ହୋଇଛନ୍ତି । ଏଭଳି ଏକ ଘଟଣା ଘଟିଛି, ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ସାହୁପଡ଼ା ଗାଁରେ । ଏସିଡ୍ ମାଡ଼ରେ ଗାଁର…