Mon. Nov 30th, 2026

Category: ଓଡ଼ିଶା

ରାତି ଅଧରେ କାଳବୈଶାଖୀର ତାଣ୍ଡବ: ବିଭିନ୍ନ ସ୍ଥାନରେ ଝଡ଼ ତୋଫାନ, ବଜ୍ରପାତ

ଶବ୍ଦ ଓଡିଶା ବ୍ୟୁରୋ: ରାତି ଅଧରେ କାଳବୈଶାଖୀର ତାଣ୍ଡବ । ବିଭିନ୍ନ ସ୍ଥାନରେ ଝଡ଼ ତୋଫାନ ସାଙ୍ଗଙ୍କୁ ବଜ୍ରପାତ ଲୋକଙ୍କ ନିଦ ହଜାଇ ଦେଇଥିଲା । କାଳବୈଶାଖୀ ପାଇଁ ରାତିରେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଥିଲା । ବର୍ଷା ଯୋଗୁଁ ଲୋକେ…

ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ପକ୍ଷରୁ ଦୁଇଟି ବ୍ୟାଟେରୀ ଚାଳିତ ଗାଡି ପ୍ରଦାନ

ଶବ୍ଦ ଓଡିଶା ବ୍ୟୁରୋ: ପୁରୀ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଭକ୍ତଙ୍କ ଉଦ୍ଦେଶ୍ୟରେ ଦୁଇଟି ବ୍ୟାଟେରୀ ଚାଳିତ ଗାଡି ମଙ୍ଗଳବାର ପ୍ରଦାନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

ଶିକାରୀ ଗୁଳିରେ ବନରକ୍ଷୀ ମୃତ୍ୟୁ ମାମଲା, ୩ ଅଭିଯୁକ୍ତ ଗିରଫ

ଶବ୍ଦ ଓଡିଶା ବ୍ୟୁରୋ: ଶିକାରୀ ଗୁଳିରେ ବନରକ୍ଷୀ ମୃତ୍ୟୁ ମାମଲା । ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଚଲାଇଛି ପୋଲିସ । ଗିରଫ ୩ ଶିକାରୀ ହେଲେ ସୁକୁଲା ମର୍ଣ୍ଡି, ବୁଦ୍ଧଦେବ ସିଂ, ଓ ଜୁଗୁଲୁ ସିଂ ।…

ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ସମସ୍ୟାକୁ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ: ଅତିରିକ୍ତ ଜିଲ୍ଲାପାଳ

ଜିଲ୍ଲା ପ୍ରଶାସନ, ରାୟଗଡ ତରଫରୁ ଜିଲ୍ଲାକୁ ଏକ ଶିଶୁ ମିତ୍ର ଜିଲ୍ଲା ଭାବେ ଗଢି ତୋଳିବା ସହିତ ଜିଲ୍ଲାକୁ ଏକ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବେ ଗଢି ତୋଳିବା ନିମନ୍ତେ ପ୍ରଚେଷ୍ଟା ଅଭିଯାନ ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି…

ଉଦ୍ଧାର ମୋବାଇଲ ଫେରାଇଲା ପୋଲିସ

ଗତ ଜାନୁୟାରୀ ମାସରେ ପୋଲିସ ଦ୍ଵାରା ଉଦ୍ଧାର ହୋଇଥିବା ଚୋରି ମୋବାଇଲ ଗୁଡିକ ତାଙ୍କର ମାଲିକମାନଙ୍କୁ ଫେରାଇ ଦେଇଛି କୋରାପୁଟ ଟାଉନ ପୋଲିସ। ଘଟଣାରୁ ପ୍ରକାଶ ଯେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ହସ୍ପିଟାଲ ରେ ଓ କୋରାପୁଟ…

ବ୍ଲକ ପ୍ରଶାସନ ବିରୋଧରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ୨୩ ସରପଞ୍ଚ

ନନ୍ଦପୁର ବ୍ଲକ ର ସରପଞ୍ଚ ମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ଅଣଦେଖା କରୁଥିବା ନେଇ ଆଜି ଜିଲ୍ଲାପାଳ ଙ୍କୁ ଅଭିଯୋଗ କରିଛନ୍ତି ୨୩ଟି ପଞ୍ଚାୟତର ସରପଞ୍ଚ। ରାଜ୍ୟରେ ପଞ୍ଚାୟତ ରାଜ ବ୍ୟବସ୍ଥା କୁ ଗୁରୁତ୍ଵ ଦିଆ ଯାଉଥିବା ବେଳେ ନନ୍ଦପୁର ବ୍ଲକ…

ମୋଦି ରାଜ୍ କୁ ୯ ବର୍ଷ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତା ହାତେଇବାକୁ ୯ ବର୍ଷ ହୋଇଯାଇଛି। ୨୬ ମେ ୨୦୧୪ରେ ନରେନ୍ଦ୍ର ମୋଦି କେନ୍ଦ୍ର ସରକାରଙ୍କ ଶାସନ ଭାର ସମ୍ଭାଳିଥିଲେ। ୨୦୧୪ରେ ମୋଦି ଲହରରେ ବସି ଭାରତୀୟ ଜନତା ପାର୍ଟି(ଭାଜପା) ସଂଖ୍ୟା ଗରିଷ୍ଠତା ହାସଲ କରିଥିଲା।…

୭୫ଟଙ୍କିଆ ସ୍ମାରକୀ ଧାତବ ମୁଦ୍ରା ଉନ୍ମୋଚିତ

ନୂଆ ସଂସଦ ଭବନ ଉଦ୍ଘାଟନ ଅବସରରେ କେନ୍ଦ୍ର ସରକାର ୭୫ ଟଙ୍କିଆ ସ୍ମାରକୀ ଧାତବ ମୁଦ୍ରା (କଏନ୍) ଜାରି କରିବେ ବୋଲି ଗୁରୁବାର ଦିନ ଅର୍ଥ ମନ୍ତ୍ରାଳୟ ସୂଚନା ଦେଇଛି।ମେ ୨୫ ତାରିଖରେ ଜାରି କରାଯାଇଥିବା ‘ଗେଜେଟ୍’ ବିଜ୍ଞପ୍ତିରେ ଅର୍ଥମନ୍ତ୍ରାଳୟ କହିଛି…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ଦ୍ବାରା ଆଇନ୍ ସଚେତନତା କାର୍ଯ୍ୟକ୍ରମ

ରାୟଗଡା ସ୍ଥାନୀୟ ଜିଲ୍ଳା ମୂଖ୍ୟ ଚିକିତ୍ସାଳୟ ପରିସରରେ ଏକ ଦିବ୍ୟାଙ୍ଗ ମାନଙ୍କୁ ଚିହ୍ନଟ କରିବା ପାଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ…

ପୁରୀରେ ଖୋଲିଲା ଏଚଡିଏଫସି ବ୍ୟାଙ୍କର ୨୦୮ତମ ବ୍ରାଞ୍ଚ

ଶ୍ରୀମନ୍ଦିର ପ୍ରଶାସକ ରଞ୍ଜନ କୁମାରଙ୍କ ଦ୍ୱାରା ପୁରୀରେ ଏଚଡିଏଫସି ବ୍ୟାଙ୍କ ଅଠରନଳା ଠାରେ ଉଦ୍ଘାଟିତ ହୋଇଯାଇଛି l ଆଜି ଦିନ ଏଗାରଟା ବେଳେ ଅଠରନଳା ସ୍ଥିତ ସାଇ ମଣ୍ଡପ ଠାରେ ପୁରୀ ଜଗନ୍ନାଥ ମନ୍ଦିର ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଦ୍ୱାରା…