Sun. Nov 29th, 2026

Category: ଓଡ଼ିଶା

ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ମରଶରୀର, ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ହେବ ଅନ୍ତିମ ସତ୍କାର

ଭୁବନେଶ୍ବରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ମରଶରୀର, ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ହେବ ଅନ୍ତିମ ସତ୍କାର । ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦଙ୍କର ମରଶରୀର ଆଜି ରାତିରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ବିମାନବନ୍ଦରରେ ପହଞ୍ଚିଲା ପରେ ପିଣ୍ଟୁ ନନ୍ଦଙ୍କର…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଚାଚେରୀ ବେଶ

ଫାଲଗୁନ ଶୁକ୍ଳ ଦଶମୀଠାରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ପାଞ୍ଚଦିନ ଧରି ରତ୍ନ ସିଂହାସନରେ ଉପବିଷ୍ଟ ଶ୍ରୀବିଗ୍ରହମାନଙ୍କର “ଚାଚେରୀ ବେଶ “ଅନୁଷ୍ଠିତ ହୋଇଥାଏ। ଉକ୍ତ ଦିନ ମାନଙ୍କରେ ଠାକୁରମାନଙ୍କ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଏହି ବେଶ କରାଯାଇଥାଏ। ଏହି ବେଶରେ ପ୍ରଥମେ…

ଲାଖ ଚାଷ ଉପରେ ସି ଡ଼ି ଓ ଙ୍କ ଗୁରୁତ୍ୱାରୋପ

ନବରଙ୍ଗପୁର- ନବରଙ୍ଗପୁର ସି ଡ଼ି ଓ ଅନନ୍ୟା ଦାଶ, ଗୁରୁବାର ଦିନ ଚନ୍ଦାହାଣ୍ଡି ଗସ୍ତ କରିଛନ୍ତି । ଗତ କିଛି ଦିନ ତଳେ ନିର୍ମାଣ ସମାପ୍ତ ହୋଇଥିବା ବ୍ଲକ ପରିସର ଶିଶୁ ଉଦ୍ୟାନ, ଧୋଡ଼ିପାଣି ସାପ୍ତାହିକ ହାଟ, ଖଲିଆ ବନ୍ଦ ର…

ନବ ବିବାହିତା ସ୍ତ୍ରୀ ନିଖୋଜ ,ସ୍ୱାମୀ ର ଥାନା ରେ ଏତଲା

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ବରୀଗୁଡା ଗ୍ରାମ ର ନବ ବିବାହିତା ବହୁ ସାଇରା ବାନୋ (22,ବୁଧବାର ଦିନ ରାତିରେ କୁଆଡେ ଘରୁ ଚାଲି ଯାଇଥିବା ନେଇ ସ୍ୱାମୀ ଚନ୍ଦାହାଣ୍ଡି ଥାନାରେ ଏତଲା ଦେଇଛନ୍ତି ।ଏ ନେଇ ଚନ୍ଦାହାଣ୍ଡି…

ପୁରୀ ପୌରପାଳିକାରେ ସାଇକେଲ ବିତରଣର ଶୁଭାରମ୍ଭ

ଶବ୍ଦମିଡ଼ିଆ ବ୍ୟୁରୋ:ପୁରୀ ପୌରପାଳିକାର ୨୧୮ ଜଣ ସ୍ୱଛ ସାଥୀ,ଜଳ ସାଥୀ, ଆହାର କର୍ମୀ ଇତ୍ୟାଦି ଙ୍କୁ ଆଜି ସାଇକେଲ ବଣ୍ଟନ କରାଯାଇଛି।ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୋଷ୍ଠୀ ସହଭାଗିତାର ଉତ୍ସବ ପାଳନ ଅବସରରେ ଏହି ସାଇକେଲ ବିତରଣ…

ସାଇକେଲ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନସନ୍‌ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ବଚ୍ଛ କର୍ମୀ,ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ…

ନାଗାଲାଣ୍ଡରେ ବିଜେପି ରାଜ,ପ୍ରଥମ ଥର ପାଇଁ ଜିତିଲେ ଜଣେ ମହିଳା

ବିଧାନସଭା ନିର୍ବାଚନର ଭୋଟ ଗଣତିରେ ନାଗାଲାଣ୍ଡରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଏଠାରେ ଭାଜପା ୪୦ ଆସନରେ ଆଗୁଆ ଥିବା ବେଳେ ଏନପିଏଫ ୩ ଏବଂ ଅନ୍ୟଦଳ ୧୭ ଆସନରେ ଆଗୁଆ ରହିଛନ୍ତି। ଭାଜପା ସହଜରେ…

ଗ୍ୟାସ ଦର ବୃଦ୍ଧି ନେଇ ବିଜେପିକୁ ଟାର୍ଗେଟ କଲେ ବିଜେଡି ବିଧାୟକ ସୋମ୍ୟ ରଞ୍ଜନ ପଟ୍ଟନାୟକ

ଶବ୍ଦଓଡ଼ିଶା ବ୍ୟୁରୋ:ଗତ କାଲି ସର୍ବଭାରତୀୟ ସ୍ତରରେ ଗ୍ୟାସ ଦର ବୃଦ୍ଧି ହେବ ନେଉ ଖବର ଆସିଥିଲା।ଗୋଟିଏ ପଟେ ଗ୍ୟାସ ଦର ପ୍ରତି ମାସରେ ଲଗାତାର ବଢି ଚାଲିଥିବା ବେଳେ କାଲି ଘରୋଇ ଏବଂ ବ୍ୟବସାୟିକ ଏଲପିଜି ସିଲିଣ୍ଡର ବଢିବା ଗ୍ରାହକଙ୍କ ଉପରେ…

ସ୍ୱାମୀ-ସ୍ତ୍ରୀଙ୍କୁ ଗଳାକାଟି ହତ୍ୟା, ଘଟଣାସ୍ଥଳରେ ପୁଲିସର ଛାନଭିନ

ଶବ୍ଦଓଡ଼ିଶା ବ୍ୟୁରୋ: ସୋରରେ ଦମ୍ପତିଙ୍କୁ ଗଳାକାଟି ହତ୍ୟା । ଜିଲ୍ଲାର ସବିରା ଗାଁରେ ଏଭଳି ଘଟଣା ଘଟିଛି । ସ୍ୱାମୀ ରଘୁନାଥ ବେହେରା ଓ ସ୍ତ୍ରୀ ପ୍ରଭାତୀ ଘରଠାରୁ ୫୦୦ ମିଟର ଦୂରରେ ନିଜ ଫାର୍ମକୁ ଆସିଥିବା ବେଳେ କିଛି ଅଜଣା…

ଆଜିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା

ଶବ୍ଦଓଡ଼ିଶା ବ୍ୟୁରୋ: ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା। କଳାରେ ୨ଲକ୍ଷ ୧୯ହଜାର ୧୧୦ ଏବଂ ବାଣିଜ୍ୟରେ ୨୩,୧୪୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ…