Wed. Oct 14th, 2026

Category: ଓଡ଼ିଶା

ପ୍ରତିଶ୍ରୁତି ପତ୍ରିକାର ରାଜ୍ୟ ସ୍ତରୀୟ ସାରସ୍ଵତ ସମାରୋହ, ସମ୍ମାନିତ ହେଲେ କୁନି ପ୍ରତିଭା ଲାଶ୍ୟା

ଭୁବନେଶ୍ୱର : ପ୍ରତିଶ୍ରୁତି ପତ୍ରିକା ପରିବାର ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ସ୍ଥାନୀୟ ଭୁବନେଶ୍ୱର ସ୍ଥିତ ରେଡ଼କ୍ରସ ଭବନ ପରିସରରେ ଅନୁଷ୍ଠିତ ହୋଇଛି। ଏଥିରେ ପତ୍ରିକାର ଷଷ୍ଠ ସଂସ୍କରଣ ( ଲୋକକଳା ବିଶେଷାଙ୍କ ) ଉନ୍ମୋଚନ, ଆଲୋଚନାଚକ୍ର, ପ୍ରତିଭା ସମ୍ନାନ…

“ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଂଟି” – ଓଡ଼ିଆ ସଂସ୍କରଣ ଲୋକାର୍ପିତ

ଭୁବନେଶ୍ୱର, ତା.୨୨/୦୪: ‘ରିଫର୍ମ – ପରଫର୍ମ – ଟ୍ରାନ୍ସଫର୍ମ’କୁ ମୁଳମନ୍ତ୍ର ଏବଂ ସବକା ସାଥ୍‌, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସକୁ ଆଧାର କରି ମୋଦି ସରକାର “ସୁରକ୍ଷିତ ଭାରତ – ସମୃଦ୍ଧ ଭାରତ” ଗଠନ ପାଇଁ ସଂକଳ୍ପବଦ୍ଧ ।…

ବିଜେଡି ଛାଡି ବିଜେପିରେ ସାମିଲ ହେଲେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳୀ ସେଠୀ

ଭୁବନେଶ୍ୱର, ତା.୨୨/୦୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାରତ ବିକାଶ ଅଭିଯାନରେ ସାମିଲ ହେବା ପାଇଁ ବିଜୁ ଜନତା ଦଳ ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ଆଜି ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଗୀତାଞ୍ଜଳୀ ସେଠୀ ନିଜ ଶତାଧିକ…

“ଉତ୍କଳୀୟ”ରେ ଓଡ଼ିଶା ସଂସ୍କୃତି -ପରମ୍ପରାର ଝଲକ

ଜୟଦେବ ଭବନରେ ପାନାସିଆ ଚାରିଟେବୁଲ ଟ୍ରଷ୍ଟର ଚତୁର୍ଦଶତମ ପ୍ରତିଷ୍ଠା ଦିବସ ସମାରୋହ ଏକ ଆଡମ୍ବରପୂର୍ଣ୍ଣ ଉତ୍ସବମୁଖର ପରିବେଶରେ ଶନିବାର ପାଳିତ ହୋଇଯାଇଛି । ଓଡିଶାର ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା ଓ ଚାଲିଚଳଣିକୁ ନେଇ ଏହି କାର୍ଯ୍ୟକ୍ରମଟି ସମ୍ପୂର୍ଣରୂପେ ପର୍ଯ୍ୟବେଷିତ ଥିଲା…

ଶହିଦ ଲକ୍ଷ୍ମଣ ନାୟକଙ୍କ ୮୨ତମ ଶ୍ରାଦ୍ଧ ଦିବସ ପାଳିତ

ରାୟଗଡ଼ ଜିଲ୍ଲା ସ୍ତରୀୟ ଶହିଦ ଲକ୍ଷ୍ମଣ ନାୟକଙ୍କ ୮୨ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ରାୟଗଡ଼ କୋରାପୁଟ ଜାତୀୟ ରାଜ ମାର୍ଗ ଶାସ୍ତ୍ରୀନଗର ଠାରେ ଅବସ୍ଥାପିତ ସହିଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ରାୟଗଡ…

ବିଜେଡିକୁ ବଡ ଝଟକା

ଦୁର୍ବଳ ହେଉଛି ବିଜେଡି, ଦଳ ଛାଡ଼ୁଛନ୍ତି ହେଭିୱେଟ୍ ନେତା । ଆଜି ଗୋଟିଏ ଦିନରେ ବିଜେଡିକୁ ଲାଗିଛି ତିନି ତିନୋଟି ଝଟକା। ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀଙ୍କ ପରେ ସିନେ ତାରକାମାନେ ବିଜେଡି ଛାଡ଼ିବାରେ ଲାଗିଛନ୍ତି। ପ୍ରଥମେ ଅରିନ୍ଦମ ରାୟ,…

ବିଜେଡି ଛାଡ଼ିଲେ ପ୍ରିୟଦର୍ଶୀ

ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଦଳରେ ଲଗାତାର ଅବହେଳା ଅଭିଯୋଗ କରି ସେ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ଦଳର ସଭାପତିଙ୍କ ପାଖକୁ ପଠାଇଛନ୍ତି। ପ୍ରିୟଦର୍ଶୀ ମିଶ୍ର ୨୦୧୪ରୁ ୨୦୧୯ ଯାଏ…

ବିଜେପିରେ ସାମିଲ ହେଲେ ଭର୍ତ୍ତୃହରି ଓ ସିଦ୍ଧାନ୍ତ

ବିଜେପିରେ ସାମିଲ ହେଲେ ଭର୍ତ୍ତୃହରି ମହତାବ ଓ ସିଦ୍ଧାନ୍ତ ମହାପାତ୍ର । ଦିଲ୍ଲୀରେ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଭର୍ତ୍ତୃହରି ଓ ସିଦ୍ଧାନ୍ତ । ଭର୍ତ୍ତୃହରି ଗତ ୨୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ।…

ଅର୍ଥମନ୍ତ୍ରୀଙ୍କ ସମ୍ପତ୍ତି କେତେ?

ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ପାଖରେ ନିର୍ବାଚନ ଲଢ଼ିବାକୁ ଟଙ୍କା ନ ଥିବା କହି ସେ ଏହାକୁ ଏଡାଇ ଯାଇଛନ୍ତି। ଏପରିକି ଦଳ ତାଙ୍କର ନିଷ୍ପତ୍ତିକୁ ଗ୍ରହଣ କରିଥିବାରୁ ସେ କୃତଜ୍ଞତା…

ନିର୍ବାଚନବେଳେ ଜବତ ମଦ-ଟଙ୍କା କୁଆଡେ ଯାଏ?

ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଦେଶରେ ଏପ୍ରିଲ ୧୯ରୁ ଆରମ୍ଭ ହୋଇ ଜୁନ୍‌ ୧ ପର୍ଯ୍ୟନ୍ତ ୭ ଟି ପର୍ଯ୍ୟାୟରେ ଚାଲିବ ମତଦାନ…