ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହ ସମଲେଇ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ
ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁର ଗସ୍ତରେ ୫ ଟି ସଚିବ ଭିକେ ପାଣ୍ଡିଆନ୍ । ସମ୍ବଲପୁର ଗସ୍ତର ୨ୟ ଦିନରେ ଆଜି ସକାଳୁ ସମଲେଇ ମନ୍ଦିରରେ ପହଞ୍ଚି ମା’ ସମଲେଇଙ୍କୁ ଦର୍ଶନ କରିଛନ୍ତି । ଏହାସହ ସମଲେଇ ପ୍ରକଳ୍ପର ସମୀକ୍ଷା ମଧ୍ୟ…