Sun. Nov 29th, 2026

Category: ଓଡ଼ିଶା

ଚାକିରିରୁ ବିଦା ହେଲେ କୁବେର ଉପଜିଲ୍ଲାପାଳ

ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ୨ ଦିନ ପୂର୍ବେ ପ୍ରଶାନ୍ତଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ପରେ ସେ ଗିରଫ ହୋଇଥିଲେ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭୁବନେଶ୍ୱରରେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଶବ୍ଦ ଓଡିଶା ବ୍ୟୁରୋ: ଭୁବନେଶ୍ୱରରେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ସେ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ ମହିଳାଙ୍କ ନାଁ ଜେ.କେ ମିଲନ୍ ବୋଲି ଜଣାପଡିଛି । ତାଙ୍କ ବୟସ ପାଖାପାଖି ୪୦…

୩୦ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି

ଶବ୍ଦ ଓଡିଶା ବ୍ୟୁରୋ: ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ ଅବଧିକୁ ରାଜ୍ୟ ସରକାର ଦ୍ୱିତୀୟ ଥର ପାଇଁ ବୃଦ୍ଧି କରିଛନ୍ତି । ଜୁନ୍ ୨୬ତାରିଖ ପରିବର୍ତ୍ତେ ଜୁନ୍ ୩୦ ତାରିଖ ନାମଲେଖା ପାଇଁ ଆବେଦନ କରିହେବ । ପୂର୍ବରୁ…

କାରକୁ ଧକ୍କା ଦେଲା ଟ୍ୟାଙ୍କର: ଘଟଣାସ୍ଥଳରେ ଚାଲିଗଲା ୩ଜଣଙ୍କର ଜୀବନ

ଶବ୍ଦ ଓଡିଶା ବ୍ୟୁରୋ: କୋରାପୁଟ ପଟାଙ୍ଗୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ଟ୍ୟାଙ୍କର । ବିପରୀତ ଦିଗରୁ ଆସୁଥିବା ଟ୍ୟାଙ୍କରକୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଛି । ଜୟପୁରରୁ ବିଶାଖାପାଟଣା ଯାଉଥିବା ସମୟରେ ୨୬ନଂ…

୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି, ପ୍ରବଳ ବର୍ଷା ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ । ଆଜି ପାଇଁ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଆଗାମୀ ୩ ଦିନ ପ୍ରବଳ ବର୍ଷିବ

ସକ୍ରିୟ ଲଘୁଚାପ ପ୍ରଭାବରେ ୨୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଜିଲ୍ଲାକୁ ୱାର୍ଣ୍ଣିଂ।…

ଲଘୁଚାପ ପ୍ରଭାବ, ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଶବ୍ଦ ଓଡିଶା ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆହୁରି ସକ୍ରିୟ କରିଛି । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।…

ଦିଗପହଣ୍ଡି ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ଶବ୍ଦ ଓଡିଶା ବ୍ୟୁରୋ: ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଦୁର୍ଘଟଣା । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଶୋକସନ୍ତପ୍ତ…

ଦିଗପହଣ୍ଡି ବସ ଦୁର୍ଘଟଣା, ଗୋଟିଏ ପରିବାରର ୭ଜଣଙ୍କ ମୃତ୍ୟୁ

ଶବ୍ଦ ଓଡିଶା ବ୍ୟୁରୋ: ଗଞ୍ଜାମ ଦିଗପହଣ୍ଡିରେ ଦୁଇ ବସ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୧୨ଜଣଙ୍କ ଯାତ୍ରୀ ମୃତ୍ୟୁ ହୋଇଛି । ଓଏସଆରଟିସି ବସ୍ ଏବଂ ଘରୋଇ ବସ୍ ମଧ୍ୟରେ ଧକ୍କା ହୋଇଛି । ମୃତକଙ୍କ ମଧ୍ୟରେ ୬ ପୁରୁଷ. ୪…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଏଥିପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା, କଟକ, ଢେଙ୍କାନାଳ ଜିଲ୍ଲା ପାଇଁ…