ଯଶିପୁର ଅଞ୍ଚଳରୁ ୪ଖଣ୍ଡ ହାତୀଦାନ୍ତ ଜବତ, 5 ଗିରଫ
ଶବ୍ଦ ଓଡିଶା ବ୍ୟୁରୋ: ଯଶିପୁର ଅଞ୍ଚଳରେ ଅତର୍କିତ ଚଢ଼ାଉ କରି ୪ଖଣ୍ଡ ହାତୀଦାନ୍ତ ଜବତ କରିଛି ବନ ବିଭାଗ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ଉପନିର୍ଦେଶକ(ଦକ୍ଷିଣ)ଙ୍କ ନେତୃତ୍ୱରେ ଏକ ଟିମ ଚଢ଼ାଉ କରି ୪ଖଣ୍ଡ ହାତୀଦାନ୍ତ ଜବତ କରିବା ସହିତ…
ରତ୍ନସିଂହାସନରେ ମହାପ୍ରଭୁ। ଲାଗିହେବ ତ୍ରିମୁଣ୍ଡି ଚାନ୍ଦୁଆ
ଶବ୍ଦ ଓଡିଶା ବ୍ୟୁରୋ: ନୀଳକନ୍ଦରକୁ ବାହୁଡ଼ି ଆସିଛନ୍ତି ମହାପ୍ରଭୁ । ଶ୍ରୀଜୀଉମାନେ ନୀଳକନ୍ଦରରେ ବିରାଜମାନ କରିଛନ୍ତି । ରତ୍ନସିଂହାସନରେ ଏବେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ଏହାସହ ଆଜିଠୁ ନୀଳାଦ୍ରି ଅବଢ଼ା ମଧ୍ୟ ଭକ୍ତମାନେ ପାଇପାରିବେ ।ନୀତି ସରିବା ପରେ…
କିଣାବିକା ହୋଇପାରିବ ଆପାର୍ଟମେଣ୍ଟ: ଓଡିଶା ଆପାର୍ଟମେଣ୍ଟ ଅଧ୍ୟାଦେଶ ନେଇ ଗେଜେଟ ବିଜ୍ଞପ୍ତି ଜାରି
ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧ୍ୟାଦେଶ-୨୦୨୩କୁ ଗେଜେଟ୍ ବିଜ୍ଞପ୍ତି ଆକାରରେ ଆଇନ ବିଭାଗ ପ୍ରକାଶ କରିଛି । ରାଜ୍ୟପାଳଙ୍କ ଅନୁମୋଦନ ମିିଳିବା ପରେ ରାଜ୍ୟ ସରକାର ଏହାକୁ ଗେଜେଟରେ ପ୍ରକାଶ କରିଛନ୍ତି । ଓଡ଼ିଶାରେ ଆପାର୍ଟମେଣ୍ଟ…
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, କାଲିଠୁ ଉପକୂଳ ଓଡିଶାରେ ପ୍ରବଳ ବର୍ଷିବ
ଶବ୍ଦ ଓଡିଶା ବ୍ୟୁରୋ: ଆସୁଛି ଲଘୁଚାପ, ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭବନା ରହିଛି । ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶା ଉପକୂଳରେ…
ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ସମୀର ମହାନ୍ତି
ରତ୍ନ ଭଣ୍ଡାର ଚାବି ହଜିବା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣା ୨୦୧୮ରେ ସରକାରଙ୍କ ନଜରକୁ ଆସିଥିଲା । ସେବେଠାରୁ ଓଡିଶାର ଜନସାଧାରଣଙ୍କର ଏକ ବଡ ଦାବି ହେଲା ଯେ, ସରକାର…
ଦରଦାମ ବୃଦ୍ଧି ପ୍ରସଙ୍ଗରେ ଗର୍ଜିଲା ପିସିସି
ଏବେ ରାଜ୍ୟରେ ପରିବାଦର ଆକାଶ ଛୁଆଁ । ସାଧାରଣ ଜନତା ପରିବା କିଣିବାକୁ ସାହାସ କରୁନାହାନ୍ତି । ଏତିକିବେଳେ ସରକାର ନିଘୋଡ଼ ନିଦରେ ଶୋଇଛନ୍ତି ଏବଂ ମୁନାଫାଖୋର ବେପାରୀଙ୍କ ସହିତ ମିଶି ସାଧାରଣ ଜନତାଙ୍କ ଅସୁବିଧା ବେଳେ ପନିପରିବାର କଳାବଜାରୀ କରି…
ବାହନଗା ରେଳ ଦୁର୍ଘଟଣାରେ ସିଆରଏସ ରିପୋର୍ଟକୁ କାହିଁକି ସାର୍ବଜନୀନ କରାଯାଇ ନାହିଁ ପ୍ରଶ୍ନ ଆଣିଲା କଂଗ୍ରେସ
ବାହାନଗାର ମର୍ମତୁନ୍ଦ ତଥା ଭୟାବହ ରେଳଦୁର୍ଘଟଣା ସଂପର୍କରେ ଗତ ଜୁନ-୨୮ ତାରିଖରେ ରେଳବାଇ ସୁରକ୍ଷା କମିଶନ (ସିଆରଏସ) ତାଙ୍କର ରିପୋର୍ଟ ସରକାରଙ୍କ ପାଖରେ ଉପସ୍ଥାପନ କରିଛନ୍ତି । ମାତ୍ର ଆଜକୁ ୪ଦିନ ବିତିଯାଇଥିଲେ ମଧ୍ୟ ସେହି ରିପୋର୍ଟକୁ ସାର୍ବଜନୀନ କରାଯାଇ ନାହିଁ…