ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ସ୍କାଏମେଟର ଆକଳନ ଆସୁଛି 2ଟି ଲଘୁଚାପ
ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାୱନା । ଓଡିଶାରେ ଆହୁରି ସକ୍ରିୟ ହେବ ମୌସୁମୀ । ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବାନୁମାନ…