Mon. Nov 30th, 2026

Category: ଓଡ଼ିଶା

ପୁରୀ ଜିଲା ଗୋପରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ

ଶବ୍ଦ ମିଡ଼ିଆ ବ୍ୟୁରୋ: ପୁରୀ ଜିଲାର ଗୋପଠାରେ ତେଲ ଓ ପ୍ରାକୃତିକ ଗ୍ୟାସ ସନ୍ଧାନ ପାଇଁ ଲାଗିଲା ରିଗ୍ ମେସିନ୍ । ଦିଲ୍ଲୀର ଏକ ଘରୋଇ ସଂସ୍ଥା କ୍ୱିପୋ ହାତରେ ଏହି ଦାୟିତ୍ୱ ରହିଛି । ପ୍ରାଥମିକ ପର୍ଯ୍ୟାୟରେ ୧୦ ହଜାର…

ରବିନ୍ଦ୍ରଙ୍କୁ ଝଟକା, ରଦ୍ଦ ହେବନି ସିସୋର ଠକେଇର ମାମଲା

ଶବ୍ଦ ମିଡ଼ିଆ ବ୍ୟୁରୋ:ସିସୋର ଚିଟଫଣ୍ଡ ଠକେଇ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ତଥା ବିଜେଡି ନେତା ରବୀନ୍ଦ୍ର ଜେନାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲା ଚାଲିବ। କୌଣସି ପ୍ରକାରେ ଏହା ରଦ୍ଦ ହୋଇପାରିବ ନାହିଁ। ହାଇକୋର୍ଟ ଆଜି ଏଭଳି ଏକ ରାୟ…

ସାହିତ୍ୟିକା ନିର୍ମଳପ୍ରଭା ନାୟକଙ୍କ ପରଲୋକ

ଶବ୍ଦ ଓଡିଶା ବ୍ୟୁରୋ: ସାହିତ୍ୟିକା ନିର୍ମଳାପ୍ରଭା ନାୟକଙ୍କ ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୩ବର୍ଷ ବୟସରେ ପରଲୋକ ହୋଇଛି । ସେ ଗତ କିଛିଦିନ ଧରି ଅସୁସ୍ଥ ଥିଲେ । ଓଡ଼ିଶା ସାହିତ୍ୟ ଏକାଡ଼େମୀ ଦ୍ୱାରା ୨୦୨୦ ମସିହାରେ ସେ…

ରାୟଗଡରେ ଜିଲ୍ଲାସ୍ତରୀୟ କୃଷିମେଳା ଉଦଯାପିତ

ରାୟଗଡା: ରାୟଗଡରେ ଦୀର୍ଘ ୪ଦିନ ବ୍ୟାପୀ ଜିଲ୍ଲାସ୍ତରୀୟ କୃଷି ମହୋତ୍ସବ ଉଦଯାପିତ ହୋଇଯାଇଛି l ଗୋବିନ୍ଦ ଚନ୍ଦ୍ର ଉଚ୍ଚବିଦ୍ୟାଳୟ ପଡିଆରେ ଆୟୋଜିତ କୃଷି ଯନ୍ତ୍ରପାତି ମେଳାର ଅନ୍ତିମ ଦିନରେ ମୁଖ୍ୟ ଅତିଥି ଭାବରେ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ମିଶନ ନିର୍ଦ୍ଦେଶକ…

ରାୟଗଡାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରାୟଗଡା : ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେଏହି ଅଭିଯୋଗ ଶୁଣାଣି ଶିବିରରେ ଅନୁଷ୍ଠିତ ହୋଇଛି । ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଭୀମସେନ ଶବର, ଜିଲ୍ଲାମୁଖ୍ୟ…

ଗାଁରେ ବେନିୟମ ଭାବେ ବିକ୍ରି କରୁଥିବା ମଦ ଜରି ଫୋପାଡିଲେ ମହିଳା

ଚନ୍ଦାହାଣ୍ଡି -ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଦଳବେଡା ପଂଚାୟତ ଅଧିନ ଓଟିପଡା ଗ୍ରାମରେ ବେଆଇନ ଭାବରେ ଗ୍ରାମରେ ଦେଶୀମଦ ପାଉଚ ଗ୍ରାମରେ ବିକ୍ରୀ କରୁଥିବା ଦୁଇ ମଦକୋଚିଆ ଙ୍କ ମଦ ପାଉ କୁ ରାସ୍ତା ରେ ଫୋପାଡ଼ିଲେ ଗ୍ରାମର ମହିଳା ସଙ୍ଘ…

ଘର ନାହିଁ ,ଫୁଟପାଥରେ ବୃଦ୍ଧ ଦମ୍ପତ୍ତି

ଚନ୍ଦାହାଣ୍ଡି – ମଣିଷ ଜୀବନ କେବେ ପତର ତଳେ ତ ଆଉ କେବେ ପଥର ତଳେ । ଭାଗ୍ୟ ଓ ଭବିଷ୍ୟତର ଲୁଚୁକାଳି ଖେଳରେ ବେଳେ ବେଳେ ହାରିଯାଏ ମଣିଷ । ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ସଦର ଝରିଆ ସାହିର…

ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫ୍ ଆଠଗଡ଼ ଥାନାରେ ଅଟକ

ଶବ୍ଦ ଓଡିଶା ବ୍ୟୁରୋ: ବନବିଭାଗର ହେପାଜତରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାରେ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସଦ୍ୟତମ ତଥ୍ୟ ଅନୁଯାୟୀ, ଆଠଗଡ଼ ବନଖଣ୍ଡର ୨ ଏସିଏଫ୍ ବି ଆଠଗଡ଼ ଥାନାରେ ଅଟକ ଅଛନ୍ତି। ଦୁହେଁ ହେଲେ ଘନଶ୍ୟାମ ମୁଦୁଲି…

ଆଖୁଆପଦାରେ ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ

ଶବ୍ଦ ଓଡିଶା ବ୍ୟୁରୋ: ରାସ୍ତା କଡ଼ରେ ଖରାପ ହୋଇ ଛିଡ଼ା ହୋଇଥିବା ଏକ ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ। ଫଳରେ ଆମ୍ବୁଲାନ୍ସରେ ଥିବା ୬ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ଦୁର୍ଘଟଣା ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଆଖୁଆପଦାଠାରେ ଘଟିଛି। ଗୁରୁତରଙ୍କ…

ରାଜଧାନୀରେ ଫୁଟିଲା ବୋମା, ୩ ଗୁରୁତର

ଶବ୍ଦ ଓଡିଶା ବ୍ୟୁରୋ: ରାତି ଅଧରେ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଫୁଟିଛି ବୋମା। ଏହି ବୋମାମାଡ଼ରେ ୩ ଜଣ ଗୁରୁତର ହୋଇଛନ୍ତି । ଖାଇବାକୁ ନେଇ ବଚସା ହେବାରୁ ଏକ ହୋଟେଲ କର୍ମଚାରୀଙ୍କ ଉପରକୁ ଏହି ବୋମା ମାଡ଼ ହୋଇଛି। ଏପରି କାଣ୍ଡ…