Mon. Nov 30th, 2026

Category: ଓଡ଼ିଶା

ରାଷ୍ଟ୍ରପତି କରୁଛନ୍ତି ସୋରିଷ ତେଲର ବିଜ୍ଞାପନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଫଟୋକୁ ବ୍ୟବହାର କରି ଏବେ ବିବାଦରେ ତେଲ କମ୍ପାନି । ରାସ୍ତା କଡରେ ଲାଗିଛି ବଡ଼ ବଡ଼ ହୋର୍ଡିଙ୍ଗ । ରାଷ୍ଟ୍ରପତି କରୁଛନ୍ତି ସୋରିଷ ତେଲର ବିଜ୍ଞାପନ । କରଞ୍ଜିଆ ସହର ସହ ଆଖପାଖ ଅଂଚଳରେ ମଧ୍ୟ…

ଆସୁଛି ବାତ୍ୟା, ତାମିଲନାଡୁରେ ଆର୍ଲଟ

ଭୀଷଣ ବାତ୍ୟାର ରୂପ ନେଲା ସାମୁଦ୍ରିକ ଝଡ ମାଣ୍ଡୋସ । ତାମିଲନାଡୁର ମାମଲ୍ଲାପୁରମ ଉପକୂଳରେ ଛୁଇଁବ ସ୍ଥଳଭାଗ । ଆଜି ମଧ୍ୟରାତ୍ର ସୁଦ୍ଧା କରିବ ଲ୍ୟଣ୍ଡଫଲ୍ । ତାମିଲନାଡୁର ମାମଲ୍ଲାପୁରମ ଉପକୂଳରେ ଛୁଇଁବ ସ୍ଥଳଭାଗ । ଦକ୍ଷିଣ-ପୂର୍ବ ପାଶ୍ୱର୍ବର୍ତୀ ଓ ଦକ୍ଷିଣ-ପଶ୍ଚିମ…

କାୟାକଳ୍ପ ତରଫରୁ ମହାବିଦ୍ୟାଳୟ ସ୍ତରୀୟ କୁଇଜ କାର୍ଯ୍ୟକ୍ରମ

କାୟାକଳ୍ପ ତରଫରୁ ଅନୁଷ୍ଠିତ ମହାବିଦ୍ୟାଳୟସ୍ତରୀୟ କୁଇଜ ପ୍ରତିଯୋଗୀତା । ପୁରୀ ପୁବା ଶାସନ ସ୍ଥିତ ମହାତ୍ମା ଗାନ୍ଧୀ ସ୍ମୃତି ଶିକ୍ଷା ବୈଷୟିକ ମହାବିଦ୍ୟାଳୟରେ ଆୟୋଜିତ ହୋଇଥିଲା ଏହି ପ୍ରତିଯୋଗିତା। କଲେଜର ଅଧ୍ୟକ୍ଷ ଲକ୍ଷ୍ମୀଧର ସାହୁ ଏହାକୁ ଉଦଘାଟନ କରିଥିଲେ । ସମାଜସେବୀ…

ରାୟଗଡାରେ ଋଷୀୟ ସାଂସଦ ପାୱେଲ ଆନ୍ଥୋବଙ୍କ ସନ୍ଦେହଜନକ ମୃତ୍ୟୁ । ହତ୍ୟା ନା ଆତ୍ମହତ୍ୟା?

ରାୟଗଡାରେ ଦୁଇ ଋଷୀୟ ପର୍ଯ୍ୟଟକଙ୍କ ସନ୍ଦିଗ୍ଧ ମୃତ୍ୟୁକୁ ନେଇ ସନ୍ଦେହ ଘନୀଭୂତ ହେବାରେ ଲାଗିଛି । ହୋଟେଲର ତୃତୀୟ ମହଲାରୁ ଖସିପଡିବା ଯୋଗୁ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି । ଦୁଇ ଦିନ ତଳେ ତାଙ୍କ ବନ୍ଧୁଙ୍କ ମୃତଦେହ ମଧ୍ୟ ଉଦ୍ଧାର ହୋଇଥିଲା…

କୋଣାର୍କ ଉତ୍ସବର ତୃତୀୟ ସନ୍ଧ୍ୟା,ଓଡିଶୀ ନୃତ୍ୟ ସହିତ ମୋହିନୀଆଟମ, ଦର୍ଶକ ବିଭୋର

ସୂର୍ଯ୍ୟମନ୍ଦିର ପାଦ ଦେଶରେ ଆୟୋଜିତ ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ଵାରା ପ୍ରସ୍ତୁତ କୋଣାର୍କ ଉତ୍ସବର ମୁକ୍ତାକାଶ ମଞ୍ଚରେ ତୃତୀୟ ସନ୍ଧ୍ୟାରେ ଓଡିଶୀ ନୃତ୍ୟ ସହ ମୋହିନୀଆଟମ ଶାସ୍ତ୍ରୀୟ ନୃତ୍ୟ ପରିବେଷଣରେ ଦର୍ଶକ ମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲା l ତୃତୀୟ ସଂଧ୍ୟାର ପ୍ରଥମେ…

ମାଷ୍ଟରକ୍ୟାଂଟିନ ଛକରେ ବିଜେଡି ମନ୍ତ୍ରୀଙ୍କ କୁଶପୁତଳିକା ଦାହ କଲା ବିଜେପି ମହିଳା ମୋର୍ଚ୍ଚା

ମହିଳାଙ୍କୁ ଦୁର୍ବ୍ୟବହାର କରୁଛନ୍ତି ରାଜ୍ୟର ମନ୍ତ୍ରୀ, ବିଧାୟକ । ପ୍ରତିବାଦରେ ମାଷ୍ଟର କ୍ୟାଣ୍ଟିନରେ କୁଶପୁତ୍ତଳିକା ଦାହ କଲା ବିଜେପି ।ରାଜଧାନୀରେ ବିଜେପିର ପ୍ରତିବାଦ । ମାଷ୍ଟର କ୍ୟାଣ୍ଟିନ ଛକରେ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଛି ଦଳ । ଦଳ ପକ୍ଷରୁ ଅଭିଯୋଗ…

ଅର୍ନ୍ତଜାତୀୟ ବାଲୁକା କଳା ମହୋତ୍ସବ: ତୃତୀୟ ଦିବସକୁ ଉପଭୋଗ କଲେ ଦର୍ଶକ

ପୁରୀ: କୋଣାର୍କ ଚନ୍ଦ୍ରଭାଗାରେ ଚାଲିଥିବା ଅର୍ନ୍ତଜାତୀୟ ବାଲୁକା କଳା ମହୋତ୍ସବ (International Sand art Festival)ର ଆଜି ହେଉଛି ୩ୟ ଦିବସ । ଆଜି ବାଲୁକା ଶିଳ୍ପୀ ମାନେ ଇକୋ ପର୍ଯ୍ୟଟନ ଓ ପର୍ବପର୍ବାଣିକୁ ବାଲି ମାଧ୍ୟମରେ ଦେଖାଇଛନ୍ତି । ଇକୋ…

୭ମୃତ ବିଦେଶୀ ପକ୍ଷୀ ଜବତ,ଶିକାରୀ ଗିରଫ

ଟାଙ୍ଗୀ,୩/୧୨ : ପୁଣି ଚିଲିକାରେ ହୋଇଛି ପକ୍ଷୀ ଶିକାର। ଶୀତ ଋତୁରେ ଚିଲିକା ପକ୍ଷୀଙ୍କ କଳରବରେ ମୁଖରିତ ହୋଇଉଠୁଥିବା ବେଳେ ଚିଲିକାରେ ସକ୍ରିୟ ହୋଇ ଉଠନ୍ତି ପକ୍ଷୀ ଶିକାରୀ । ଗତକାଲି ଟାଙ୍ଗୀ ବନ୍ୟପ୍ରାଣୀ ରେଞ୍ଜ ଅଧିନ ପୁରୀ ଜିଲ୍ଲାର ଗଡିଶାଗଦା…

ରୋଜଗାରରେ ଦକ୍ଷିଣ, ଜନସଂଖ୍ୟାରେ ମଧ୍ୟ ଭାରତ, ଗରିବୀରେ ବିହାର ସବୁଠୁ ଆଗରେ

ରୋଜଗାରରେ ଦକ୍ଷିଣ, ଜନସଂଖ୍ୟାରେ ମଧ୍ୟ ଭାରତ, ଗରିବୀରେ ବିହାର ସବୁଠୁ ଆଗରେ । ଦେଶରେ ଧନୀ ଓ ଗରିବଙ୍କ ମଧ୍ୟରେ ଦିନକୁ ଦିନ ଦୂରତା ବଢିବାରେ ଲାଗିଛି । ଧନୀଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ସେହି ଅନୁପାତରେ ଗରିବଙ୍କ ସଂଖ୍ୟା ହ୍ରାସ…

ଦଲାଲଙ୍କ ମାଡ଼ରେ ମୀରାକଲ ପାଥଲୋଜିକାଲ ଡ଼ାଇଗ୍ନୋଷ୍ଟିକ ଟ୍ରଷ୍ଟର ସଦସ୍ୟ ଆହତ

ରଣପୁର : ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅନ୍ତର୍ଗତ ଚାନ୍ଦପୁର ବସନ୍ତମଞ୍ଜରୀ ସାଧାରଣ ଚିକିତ୍ସାଳୟର ଜନୈକ ଡାକ୍ତର ଙ୍କ କ୍ୱାଟର ସମୁଖରେ ଘଟିଛି ଅଭାବନୀୟ ଘଟଣା। ମୀରାକଲ ପାଥଲୋଜିକାଲ ଡ଼ାଇଗ୍ନୋଷ୍ଟିକ ଟ୍ରଷ୍ଟର ସଦସ୍ୟ ଙ୍କୁ ସଙ୍ଘବଦ୍ଧ ଆକ୍ରମଣ ହୋଇଥିବା ନେଇ ଚାନ୍ଦପୁର…