ଜେନାସେନା କବାଡି ପ୍ରତିଯୋଗିତା ଆୟୋଜିତ
ଶବ୍ଦ ଓଡିଶା ବ୍ୟୁରୋ: ରାୟଗଡା ସହରର ଚେକାଗୁଡ଼ାଠାରେ ଜେନାସେନା କମିଟି ଦ୍ବାରା ଆୟୋଜିତ ଜେନାସେନା କବାଡି ପ୍ରତିଯୋଗିତା ଆୟୋଜିତ ହୋଇଛି । ମୁଖ୍ୟ ଅତିଥି ଭାବେ ରାୟଗଡାର ବରିଷ୍ଠ ସଙ୍ଗଠକ ୟଲ୍ଲା କୋଣ୍ଡା ବାବୁ, ସମ୍ମାନିୟ ଅତିଥି ଭାବେ ବରିଷ୍ଠ ନେତା…
ରାୟଗଡା ଅତିରିକ୍ତ ଜିଲ୍ଳାପାଳ ଭାବେ ରାମେଶ୍ୱର ପ୍ରଧାନଙ୍କ ଯୋଗଦାନ
ଶବ୍ଦ ଓଡିଶା ବ୍ୟୁରୋ: ରାୟଗଡାର ଅତିରିକ୍ତ ଜିଲ୍ଳାପାଳ ଭାବେ ରାମେଶ୍ୱର ପ୍ରଧାନ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ନୂତନ ଅତିରିକ୍ତ ଜିଲ୍ଳାପାଳ ଶ୍ରୀ ପ୍ରଧାନଙ୍କୁ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ତଥା କର୍ମଚାରୀମାନେ ସ୍ୱାଗତ କରିଥିଲେ । ପୂର୍ବରୁ କୋରାପୁଟ ଜିଲ୍ଳାର ଅତିରିକ୍ତ…
ତପ୍ତପାଣି କେନାଲରୁ ମିଳିଲା ନିଖୋଜ ଯୁବତୀଙ୍କ ମୃତଦେହ
ଶବ୍ଦ ଓଡିଶା ବ୍ୟୁରୋ: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗୋବିନ୍ଦପୁର ପଞ୍ଚାୟତ ତପ୍ତପାଣି ପର୍ଯ୍ୟଟନସ୍ଥଳୀ ନିକଟ କେନାଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ସ୍ଥାନୀୟ ଲୋକେ ମାଛ ଧରିବାକୁ ଯାଇଥିବା ବେଳେ ମୃତଦେହ ଦେଖିବାକୁ ପାଇଥିଲେ, ଏହାପରେ ପୋଲିସକୁ…
ଚୁନାଘାଟିରେ ଓଲଟିଲା ଟ୍ରକ୍; ୨ ଗୁରୁତର
ଶବ୍ଦ ଓଡିଶା ବ୍ୟୁରୋ: ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ାର ଚୁନାଘାଟିରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଲୁହା ବୋଝେଇ ଟ୍ରକ୍ ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ଗାଡ଼ିର ହେଲପର…
ଶ୍ରୀମନ୍ଦିରରେ ହେବ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଶବ୍ଦ ଓଡିଶା ବ୍ୟୁରୋ: ବିବାଦ ପରେ ଶ୍ରୀମନ୍ଦିରରେ ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ…
ସରକାର ବିରୋଧରେ ଆଜି ଆସିବ ଅନାସ୍ଥା ପ୍ରସ୍ତାବ
ଶବ୍ଦ ଓଡିଶା ବ୍ୟୁରୋ: ମୋଦୀ ସରକାର ବିରୋଧରେ ଆଣିଥିବା ଅନାସ୍ଥା ପ୍ରସ୍ତାବ ନେଇ ଆଜି ଲୋକସଭାରେ ଆଲୋଚନା ହେବ । ମଣିପୁର ପ୍ରସଙ୍ଗରେ ବିରୋଧୀମାନେ ଏହି ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଗୃହରେ ବିବୃତି ରଖିବାକୁ ବିରୋଧୀମାନେ…
କୁମ୍ବି ବେଳେ ଜିଲୋଟିନ୍, ହ୍ୟାଣ୍ଡ ଗ୍ରେନେଡ୍, ବନ୍ଧୁକ ଜବତ
ଶବ୍ଦ ଓଡିଶା ବ୍ୟୁରୋ: କୁମ୍ବି ବେଳେ ବିଏସଏଫ ଯବାନଙ୍କୁ ସଫଳତା । ମାଲକାନଗିରି କାଲିମେଳା ଥାନା ଭେଜାଙ୍ଗିିୱାଡା ଅଞ୍ଚଳରୁ ବିପୁଳ ପରିମାଣର ମାଓ ସମାଗ୍ରୀ ଜବତ ହୋଇଛି । ମାଟି ତଳେ ଏହି ସବୁ ମାଓ ସାମଗ୍ରୀକୁ ପୋତାଯାଇ ଲୁଚାଯାଇଥିଲା ।…
ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିବ ବିମାନ
ଶବ୍ଦ ଓଡିଶା ବ୍ୟୁରୋ: କଳାହାଣ୍ଡିକୁ ଉଡ଼ିବ ବିମାନ । ଉତ୍କେଲା ଏୟାରପୋର୍ଟରୁ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ‘ଉଡ଼ାନ୍’ ଯୋଜନାରେ ଏହାର ଭିଭିଭୂମି ପ୍ରସ୍ତୁତି ପ୍ରାୟ ଶେଷ ହୋଇଥିବାବେଳେ DGCA ବିମାନ ଉଡ଼ାଣ ନିମନ୍ତେ ଗ୍ରୀନ ସିଗ୍ନାଲ…
ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର
ଶବ୍ଦ ଓଡିଶା ବ୍ୟୁରୋ: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇବେ। ଜଷ୍ଟିସ ଏସ.ମୁରଲୀଧରଙ୍କ ଅବସର ପରେ ଜଷ୍ଟିସ ଶୁଭାଶିଷ ତାଳପତ୍ର ନୂଆ…