ଥରିଲା ଜମ୍ମୁ-କଶ୍ମୀର
ଜମ୍ମୁ-କଶ୍ମୀରରେ ଅନୁଭୂତ ହେଲା ଭୂକମ୍ପର ଝଟକା। ବୁଧବାର ପୂର୍ବାହ୍ନ ୧୦.୧୦ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ରିକ୍ଟର ସ୍କେଳରେ ଏହାର ତୀବ୍ରତା ୪.୦ ରେକର୍ଡ କରାଯାଇଛି। ତେବେ ଭୂକମ୍ପ…
ଜମ୍ମୁ-କଶ୍ମୀରରେ ଅନୁଭୂତ ହେଲା ଭୂକମ୍ପର ଝଟକା। ବୁଧବାର ପୂର୍ବାହ୍ନ ୧୦.୧୦ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ରିକ୍ଟର ସ୍କେଳରେ ଏହାର ତୀବ୍ରତା ୪.୦ ରେକର୍ଡ କରାଯାଇଛି। ତେବେ ଭୂକମ୍ପ…
ରାଜ୍ୟରେ କ୍ଷୀପ୍ର ଗତି ଧରିଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨୧୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକି ସମସ୍ତଙ୍କ ପାଇଁ ସର୍ତକର ଘଣ୍ଟି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୬୪ ଜଣ,…
ସୁନା ଦରରେ ହୋଇଛି ବ୍ୟାପକ ହ୍ରାସ। ତେବେ ରୁପା ମୂଲ୍ୟ ସ୍ଥିର ରହିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି ୨୪…
ଅସହ୍ୟ ତାତିରେ ସିଝୁଛି ଓଡ଼ିଶା। ୪୦° ପାଖାପାଖି ଛୁଇଁଛି ତାପମାତ୍ରା। ଆଜି ରାଜଧାନୀ ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ଅନ୍ୟ ଅଂଚଳରେ ମଧ୍ୟ ତାତିରେ ଅସ୍ତବ୍ୟସ୍ତ ହେଉଛନ୍ତି ସାଧାରଣ ଲୋକେ। ଭୁବନେଶ୍ୱର: ୩୯ ଡ଼ିଗ୍ରୀ ସମ୍ବଲପୁର: ୩୮ ଡ଼ିଗ୍ରୀ ଝାରସୁଗୁଡା:…
ଭାରତୀୟ ରାଜନୀତିରେ ଜାତୀୟ ରାଜନୈତିକ ଦଳ ତାଲିକାରେ ଯୋଡ଼ି ହେଲା ଆଉ ଏକ ନାଁ। ଆମ ଆଦମୀ ପାର୍ଟିକୁ ମିଳିଲା ଜାତୀୟ ଦଳ ମାନ୍ୟତା। ଜାତୀୟ ଦଳ ମାନ୍ୟତା ପ୍ରଦାନ କଲେ ନିର୍ବାଚନ କମିଶନ। ସେପଟେ ଅନ୍ୟ ୩ଟି ପାର୍ଟିରୁ ଜାତୀୟ…
ଆଜି ହେଉଛି ବିଶ୍ୱ ଛେନାପୋଡ଼ ଦିବସ। ସବୁଠି ଛେନାପୋଡ଼ର ମହକରେ ମହକୁଛି ଗାଁ ଠୁ ସହର। ଦିନକୁ ଦିନ ଛେନାପୋଡ଼ର ଚାହିଦା ବୃଦ୍ଧି ପାଉଛି l ନୟାଗଡ଼ର ଛେନାପୋଡ଼ ଓଡିଶାକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ଦେଇଛି l ନୟାଗଡ଼…
ମୋଦି ମୁହାଁ ହୋଇଛନ୍ତି ଏଲନ ମସ୍କ! ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏବଂ ମାଇକ୍ରୋବ୍ଲଗିଂ ସାଇଟ ଟୁଇଟରର ମାଲିକ ଏଲନ ମସ୍କ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫଲୋ କରିବା ଆରମ୍ଭ କରିଦେଇଛନ୍ତି। ସମଗ୍ର ଦୁନିଆରେ କେବଳ ୧୯୫ଜଣ ଅଛନ୍ତି, ଯେଉଁମାନଙ୍କୁ ଏଲୋନ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଲେଜ ଡିଗ୍ରୀକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ, ଶିବସେନା ନେତା ଉଦ୍ଧବ ଠାକ୍ରେ ଓ ଅନ୍ୟ ବିରୋଧୀ ନେତାମାନେ ପ୍ରଶ୍ନ ଉଠାଇଆସୁଥିବାବେଳେ ଏହା କ’ଣ ଏକ ରାଜନୈତିକ ପ୍ରସଙ୍ଗ କି ବୋଲି ପାଓ୍ବାର କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ…
ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସକାଳୁଆ ସ୍କୁଲ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ହେବ ସକାଳୁଆ କ୍ଲାସ୍। ସକାଳ ୭ରୁ ୧୧ଟା ୩୦…
ଶବ୍ଦ ଓଡିଶା ବ୍ୟୁରୋ: କଟକ ଏସସିବି ମେଡିକାଲରେ ପ୍ରଥମ ଥର ପାଇଁ ଇକମୋ ମେସିନ ସପୋର୍ଟରେ ଅପରେସନ କରାଯାଇଛି। କାର୍ଡିଓଭାସକୁଲାର ସର୍ଜରୀ ବିଭାଗରେ ଏହି ଅପରେସନ କରାଯାଇଥିଲା। ଦେବଗଡ଼ ଅଞ୍ଚଳର ୨୧ ବର୍ଷ ବୟସ ଯୁବକ ଲିଙ୍କୁ ଲୋହରଙ୍କର ଶ୍ୱାସ ନଳୀରୁ…