Mon. Nov 30th, 2026

Category: ଓଡ଼ିଶା

ଆଜିଠୁ ବିଜୁଳି ଘଡଘଡି ବର୍ଷା, ଦକ୍ଷିଣ ଓଡିଶାରେ ୪୦ କିମି ବେଗରେ ବହିବ ପବନ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ତାଣ୍ଡବ । ଆଜିଠୁ ବଢିବ ଝଡ ପବନ । ୯ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ପ୍ରଭାବିତ ହେବ ଦକ୍ଷିଣ ଓଡ଼ିଶା । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି…

ନିପନ୍ ଇସ୍ପାତ କାରଖାନା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ଜାପାନରେ ନିପନ୍ ଷ୍ଟିଲ୍ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିପନ୍ ଷ୍ଟିଲ କର୍ପୋରେସନର ଆଇଡି ସେଣ୍ଟର ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ ମଧ୍ୟ ନିପନ୍ ଷ୍ଟିଲ୍ ବୁଲି ଦେଖିଛନ୍ତି…

୧୦ରୁ ଯୁକ୍ତ ଦୁଇ ଖାତା ଦେଖା, ଅନ୍‌ଲାଇନ ଓ ଅଫ୍‌ଲାଇନରେ ହେବ ମୂଲ୍ୟାୟନ

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ…

ଜାପାନରୁ ମିଳିଲା ୨୬ହଜାର କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି

ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶାରେ ୨୬ହଜାର କୋଟି ଟଙ୍କାର ନିବେଶ ପାଇଁ ଜାପାନୀ ପୁଞ୍ଜିନିବେଶକମାନେ ପ୍ରତିଶ୍ରୁତି ଦେଇଛନ୍ତି । ଟୋକିଓରେ ଆୟୋଜିତ ଓଡ଼ିଶା ବିଜିନେସ ମିଟ୍ କାର୍ଯ୍ୟକ୍ରମରେ ଓଡ଼ିଶାରେ ଗ୍ରୀନ୍ ହାଇଡ୍ରୋଜେନ ଓ ଗ୍ରୀନ୍ ଆମୋନିଆ ସମେତ ଗ୍ରୀନ୍ ଏନର୍ଜି ଉପକରଣ…

୩୦ ଆଇଏଏସଙ୍କୁ ଜିଲ୍ଲା ଦାୟିତ୍ୱ: ସବୁ ମାସର ତୃତୀୟ ସପ୍ତାହରେ ଯିବେ ଗାଁ

ଶବ୍ଦ ଓଡିଶା ବ୍ୟୁରୋ: ନିର୍ବାଚନ ବର୍ଷରେ ରାଜ୍ୟ ସରକାର ୧୦ଟି ଆକାଂକ୍ଷା ଜିଲ୍ଲା ସହ ମୋଟ ୩୦ଟି ଜିଲ୍ଲା ଦାୟିତ୍ୱ ୩୦ଜଣ ବରିଷ୍ଠ ଆଇଏଏସଙ୍କୁ ନ୍ୟସ୍ତ କରିଛନ୍ତି । ଏହାସହିତ ସେମାନଙ୍କୁ ପ୍ରତ୍ୟେକ ମାସର ତୃତୀୟ ସପ୍ତାହରେ ଜିଲ୍ଲା ଗସ୍ତରେ ଯାଇ…

କାର୍ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ଆହତ

ଶବ୍ଦ ଓଡିଶା ବ୍ୟୁରୋ: କଟକ ଜିଲ୍ଲା ଚହଟା ବିଡାନାସୀ ମଶାଣି ଛକରେ ଗତକାଲି ବିଳିମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣଙ୍କ ଅବସ୍ଥା ଗୁରୁତର…

ବାଲୁଗାଁ ବଜାରରେ ନୀଲକମଲ ମେଗା ସୋ ରୁମ ଉଦଘାଟିତ

ବୁଧବାର ଅପରାହ୍ନରେ ବାଲୁଗାଁ ସହରରେ ମାନ୍ୟବର ଶ୍ରମମନ୍ତ୍ରୀ ଶ୍ରୀ ଶ୍ରୀକାନ୍ତ କୁମାର ସାହୁଙ୍କ ଦ୍ବାରା ଉଦଘାଟନ ହେଲା ମେଗା ସୋ ରୁମ ନୀଲକମଲ l ଏହି ନୀଲକମଲ ସୋ ରୁମ ଓଡ଼ିଶାରେ ଭୁବନେଶ୍ୱର, ବଲାଙ୍ଗୀର ଏବଂ କୋରାପୁଟ ସହରରେ ଥିବା ସମୟରେ…

୩ ଓଡ଼ିଆଙ୍କୁ ପଦ୍ମ ସମ୍ମାନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମ ପୁରସ୍କାର ଅଳଙ୍କରଣ ସମାରୋହରେ ୨୦୨୩ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ରାଷ୍ଟ୍ରପତି ବିଭିନ୍ନ କ୍ଷେତ୍ରରେ କୃତିତ୍ବ ହାସଲ କରିଥିବା ବ୍ୟକ୍ତିତ୍ବଙ୍କୁ ଏହି ମର୍ଯ୍ୟାଦାଜନକ ପୁରସ୍କାର…

ପୁରୀରେ ଅବକାରୀ ବିଭାଗର ଚଢ଼ାଉ

ପୁରୀରେ ଅବକାରୀ ବିଭାଗର ଚଢ଼ାଉ। ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶକ୍ରମେ କୋଣାର୍କ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ନାରାୟଣ ବେହେରାଙ୍କ ନେତୃତ୍ୱରେ ଏକ ଟିମ କୋଣାର୍କ ବଜ଼ାରସ୍ଥିତ ଯାତ୍ରୀ ନିବାସ ନିକଟ ମୁଖ୍ୟ ରାସ୍ତାରେ ଚଢ଼ାଉ…

୧୦ରୁ +୨ ଖାତାଦେଖା

ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ଏବଂ ଏପ୍ରିଲ ୨୩ରୁ ମେ’ ୭ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟାୟ…