ଜନସଂଖ୍ୟା ନିୟନ୍ତ୍ରଣ ଆଇନ ପ୍ରଣୟନ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ
ବିଶ୍ଵ ଜନସଂଖ୍ୟା ଦିବସ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ତରଫରୁ ଏକ କଠୋର ଜନସଂଖ୍ୟା ନିୟନ୍ତ୍ରଣ ଆଇନ ପ୍ରଣୟନ ପାଇଁ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ [more…]