Sun. Nov 29th, 2026

Category: ଦେଶ ବିଦେଶ

ଏଣିକି ଓଡ଼ିଆ ଭାଷାରେ ପୋଲିସ ପରୀକ୍ଷା!

ଏଣିକି ଓଡ଼ିଆ ଭାଷାରେ ହେବ ପୋଲିସ ପରୀକ୍ଷା। ଶନିବାର ଗୃହ ମନ୍ତାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । CAPF ବା ସେଣ୍ଟ୍ରାଲ ଆର୍ମଡ୍‌ ପୋଲିସ ଫୋର୍ସ ପାଇଁ ହେବାକୁ ଥିବା ପ୍ରତ୍ୟେକ ପରୀକ୍ଷା ଏଣିକି ହିନ୍ଦି ଇଂରାଜୀ ବ୍ୟତୀତ…

ଚଳିତ ବର୍ଷ ହେବ ମେଗା ନିଯୁକ୍ତିର ବର୍ଷ!

ଚଳିତ ଆର୍ଥିକ ବର୍ଷ ହେବ ମେଗା ନିଯୁକ୍ତିର ବର୍ଷ। ଶିକ୍ଷା, ସ୍ବାସ୍ଥ୍ୟ, ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ଆଦି ବିଭାଗ ଗୁଡିକରେ ଖାଲି ପଡିଥିବା ପଦବୀ ଗୁଡିକ ପୂରଣ କରାଯିବ। ସେହିପରି ପୋଲିସ ବିଭାଗରେ ମଧ୍ଯ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି…

ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରୀ ଜାରି; ବଢ଼ିପାରେ ସ୍କୁଲ ଛୁଟି

ଅବଧିରାଜ୍ୟରେ ୧୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଛୁଟି କରାଯାଇଛି ସମସ୍ତ ସ୍କୁଲ । ତେବେ ଆଗକୁ ଏଭଳି ଖରା ହେଲେ ଏପ୍ରିଲ ୧୬ ପରେ…

ଜୁଲାଇରେ ୧ରେ ଆରମ୍ଭ ହେବ ଅମରନାଥ ଯାତ୍ରା

ଶବ୍ଦ ଓଡିଶା ବ୍ୟୁରୋ: ଜୁଲାଇ ୧ତାରିଖରେ ଆରମ୍ଭ ହେବ ଅମରନାଥ ଯାତ୍ରା । ଏନେଇ ସୂଚନା ଦେଇଛନ୍ତି ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା । ଜୁଲାଇ ୧ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୩୧ତାରିଖ ପର୍ଯ୍ୟନ୍ତ ୬୨ଦିନ ଧରି ଚାଲିବ ଯାତ୍ରା…

ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦାଙ୍କ ନିର୍ବାଚନୀ ଭାଷଣ ବେଳେ ବିସ୍ଫୋରଣ

ଶବ୍ଦ ଓଡିଶା ବ୍ୟୁରୋ: ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦାଙ୍କ ନିର୍ବାଚନୀ ଭାଷଣ ବେଳେ ବିସ୍ଫୋରଣ । ତେବେ ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ସନ୍ଦିଗ୍ଧ ଆକ୍ରମଣକାରୀକୁ ଗିରଫ କରାଯାଇଥିବା ସୂଚନା ମିଳିଛି । ୱାକାୟାମା ସ୍ଥିତ ପ୍ରଧାନମନ୍ତ୍ରୀ ଫୁମିଓ…

ମହାରାଷ୍ଟ୍ରର ରାୟଗଢ଼ରେ ଖାଇରେ ପଡ଼ିଲା ବସ୍‌; ୧୩ ମୃତ

ଶବ୍ଦ ଓଡିଶା ବ୍ୟୁରୋ: ମହାରାଷ୍ଟ୍ରର ରାୟଗଢ଼ ଜିଲ୍ଲାରେ ଗୋଟାଏ ବସ୍‌ ଖାଇରେ ଖସିପଡ଼ିବାରୁ ଅନ୍ୟୂନ ୧୩ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା କଥା ପୁଲିସ କହିଛି। ପୁଣେର ପିମ୍ପଲ୍‌ ଗୁରବରୁ ଜର୍ଜଗାଓଁ ଯାଉଥିବା ବେଳେ…

ଭୂମିକମ୍ପରେ ଥରିଲା ଇଣ୍ଡୋନେସିଆ

ଇଣ୍ଡୋନେସିଆରେ ପୁଣି ଭୂମିକମ୍ପ ଝଟ୍‌କା ଅନୁଭୁତ ହୋଇଛି । ତାନିମମ୍ବାର ଦ୍ବୀପରେ ଭୋର୍‌ ୪.୩୭ ସମୟରେ ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ତୀବ୍ରତା ୪.୯ ରହିଛି । ଏ ନେଇ ଆମେରିକାର ଜିଓଲୋଜିକାଲ ସର୍ଭେ ପକ୍ଷରୁ ଗୁରୁବାର ସୂଚନା…

ସୋସିଆଲ ମିଡିଆରେ ନିଆଁ ଲଗାଉଛି ‘ବ୍ଲଡି ଡାଡି’

ଶାହିଦ କପୁର କିଛି ଦିନ ତଳେ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ବ୍ଲଡି ଡାଡି’ର ଘୋଷଣା କରିଥିଲେ। ଏଥିସହ ଏହି ଆକ୍ସନ ଫିଲ୍ମରୁ ନିଜ ପ୍ରଥମ ଲୁକ୍‌ ପୋଷ୍ଟର ଶେୟାର କରି ପ୍ରଶଂସକଙ୍କ ଉତ୍କଣ୍ଠା ବଢାଇ ଦେଇଥିଲେ। ଏବେ ଦର୍ଶକଙ୍କୁ ବଡ଼ ଉପହାର…

ଜିନପିଙ୍ଗଙ୍କ ନୌସେନା ତଦାରଖ

ସଶସ୍ତ୍ର ବାହିନୀର ସାଉଥ ଥିଏଟର କମାଣ୍ଡ ନୌସେନା ତଦାରଖ କରିଛନ୍ତି ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ। ଏହା ସହିତ ସେ ଦକ୍ଷିଣ ଚାଇନା ସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ ସୈନିକମାନଙ୍କର ତାଲିମ ଏବଂ ଯୁଦ୍ଧ ପ୍ରସ୍ତୁତିର ଆବଶ୍ୟକତା ଉପରେ ମଧ୍ୟ ଗୁରୁତ୍ୱାରୋପ…

ଥରିଲା ଜମ୍ମୁ-କଶ୍ମୀର

ଜମ୍ମୁ-କଶ୍ମୀରରେ ଅନୁଭୂତ ହେଲା ଭୂକମ୍ପର ଝଟକା। ବୁଧବାର ପୂର୍ବାହ୍ନ ୧୦.୧୦ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ରିକ୍ଟର ସ୍କେଳରେ ଏହାର ତୀବ୍ରତା ୪.୦ ରେକର୍ଡ କରାଯାଇଛି। ତେବେ ଭୂକମ୍ପ…