ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ ପରେ,ସୁପ୍ରିମକୋର୍ଟଙ୍କ ଦ୍ବାରସ୍ତ
ଶବ୍ଦଓଡ଼ିଶା ବ୍ୟୁରୋ:ଦିଲ୍ଲୀ ଉପମୁଖ୍ୟ ମନ୍ତ୍ରୀ ମନୀଷ ସିସୋଦିଆ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି।ସିବିଆଇ ଦ୍ୱାରା ଦୀର୍ଘ ସମୟ ଧରି ଜେରା ହେବା ପରେ ସତ କଥାଟି ପଦାକୁ ଆସିଥିଲା।ଅବକାରୀ ଦୁର୍ନୀତିରେ ନିଜ ଗିରଫଦାରୀ ବିରୋଧରେ ମଙ୍ଗଳବାର ସୁପ୍ରିମ୍କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି…