Thu. Oct 15th, 2026

Category: ଦେଶ ଖବର

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ-ଅଧ୍ୟାପିକା ଉନ୍ନତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର AIU-ଏକାଡେମିକ୍ ଏବଂ ଆଡ୍‌ମିନିଷ୍ଟ୍ରେଟିଭ ଡେଭଲପ୍‌ମେଂଟ ସେଂଟର (AIU-AADC)), ଲାଇବ୍ରେରୀ ଏବଂ ସୂଚନା ବିଜ୍ଞାନ ବିଭାଗ ଓ ଆସୋସିଏସନ୍ ଅଫ୍ ଇନ୍‌ଡିଆନ୍ ୟୁନିଭରସିଟିସ୍ (AIU), ନୂଆଦିଲ୍ଲୀର ମିଳିତ ସହଯୋଗରେ ଆଜିଠାରୁ “ଶିକ୍ଷାଦାନ ଏବଂ ଅନୁସନ୍ଧାନ ପାଇଁ ମୁକ୍ତ ଉତ୍ସ ସଫ୍ଟୱେର୍…

ଅଗଷ୍ଟ ୨୩ରେ ଜହ୍ନରେ ପାଦ ଥାପିବ ଚନ୍ଦ୍ରଯାନ-୩

ମିଶନ ଚନ୍ଦ୍ରଯାନ-୩କୁ ନେଇ ଇସ୍ରୋର ବଡ଼ ଘୋଷଣା। ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସମୟ ନିର୍ଦ୍ଧାରଣ କରିଛି ଇସ୍ରୋ। ଅଗଷ୍ଟ ୨୩ ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରଯାନ-୩ ଲ୍ୟାଣ୍ଡିଂ କରିବ ବୋଲି ଇସ୍ରୋ କହିଛି। ଇସ୍ରୋର ମୁନ୍ ମିଶନ ଚନ୍ଦ୍ରଯାନ-3 ବର୍ତ୍ତମାନ ସୁଦ୍ଧା…

ମଣିପୁରରେ ପୁଣି ହିଂସା, କୁକି ସମ୍ପ୍ରଦାୟର ୩ ମୃତ

ଶବ୍ଦ ଓଡିଶା ବ୍ୟୁରୋ : ମଣିପୁର‌ରେ ପୁଣି ହିଂସା ହୋଇଛି। ହିଂସାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଉଖରୁଲ ଜିଲ୍ଲାର ଥୋୱାଇ କୁକି ଗ୍ରାମରେ ଗ୍ରାମବାସୀ ଏବଂ କିଛି ସଶସ୍ତ୍ର ଦୁର୍ବୃତ୍ତଙ୍କ ମଧ୍ୟରେ ପ୍ରବଳ ଗୁଳି…

୪୦୦ ଦିନର ଲାଭକାରୀ ଏଫ୍‌ଡି ସ୍କିମ୍‌ର ଡେଡଲାଇନ୍‌ ବଢ଼ାଇଲା ଏସ୍‌ବିଆଇ

ଦେଶର ସର୍ବବୃହତ ପବ୍ଲିକ୍ ସେକ୍ଟର ବ୍ୟାଙ୍କ ଏସ୍‌ବିଆଇ(ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ) ଏହାର ସ୍ଵତନ୍ତ୍ର ଏଫ୍‌ଡି ଯୋଜନା ‘ଅମୃତ କଳସ ସ୍କିମ୍‌’ରେ ପୁଞ୍ଜି ନିବେଶର ସମୟ ସୀମାକୁ ପୁଣି ଥରେ ବୃଦ୍ଧି କରିଛି। ଅଗଷ୍ଟ ୧୫ରେ ଏହା ଶେଷ ହେବାକୁ ଥିବା…

୧୦ ଲକ୍ଷ ସିମ୍‌ କାର୍ଡ ଡିଲରଙ୍କ ହେବ ପୋଲିସ୍‌ ଭେରିଫିକେସନ

ନୂଆଦିଲ୍ଲୀ, ୧୭/୦୮: କେନ୍ଦ୍ର ଟେଲିକମ୍ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଗୁରୁବାର ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଠକେଇ ରୋକିବା ପାଇଁ ସରକାର ସିମ୍‌ କାର୍ଡ ଡିଲରଙ୍କ ପୋଲିସ୍‌ ଭେରିଫିକେସନକୁ ବାଧ୍ୟତାମୂଳକ ବାଧ୍ୟତାମୂଳକ କରିଦିଆଯାଇଛି। ଆଉ ଅଧିକ ପରିମାଣରେ ସିମ୍‌…

ମନ ଜଣିଲେ ସରଳ ନିର୍ମଳା,ସେଲଫି ନେଲେ, ସଂଗ୍ରହ କଲେ ଶହୀଦ ମାଟି

ଶୁଭାଶିଷ ପଣ୍ଡାଙ୍କ ରିପୋର୍ଟ ( ପୁରୀ) : କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । କଥା ଓ ଆଚରଣରେ ସରଳ ସେମିତି ନିରାଡମ୍ବର ସେମିତି । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଅର୍ଥମନ୍ତ୍ରୀଙ୍କ ବେଶ ପୋଷାକ, କଥାବାର୍ତ୍ତାରେ ସରଳତା, ନିରାଡମ୍ବର…

କେନ୍ଦ୍ରୀୟ ମତ୍ସ୍ୟ ସଚିବଙ୍କ ଆଇସିଏଆର୍‌- ସିଫା ପରିଦର୍ଶନ

ଭୁବନେଶ୍ୱର (ଶବ୍ଦ ମିଡିଆ ବ୍ୟୁରୋ ): ଭାରତ ସରକାରଙ୍କ ମତ୍ସ୍ୟ ବିଭାଗର ସଚିବ ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଡଃ ଅଭିଲକ୍ଷ୍ୟ ଲିଖି ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କେନ୍ଦ୍ରୀୟ ମଧୁର ଜଳ ଜୀବ ପାଳନ ସଂସ୍ଥା (ଆଇସିଏଆର୍‌-ସିଫା),…

ଦେଶରେ ଗଡିବ ୧୦ହଜାର ଇ-ବସ୍, ବିଶ୍ୱକର୍ମା ଯୋଜନାରେ ୫% ସୁଧରେ ମିଳିବ ୧ ଲକ୍ଷ ଟଙ୍କା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ବହୁ ଗୁରୁତ୍ବପୁର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରାଯାଇଛି। ଦେଶର ୧୦୦ଟି ସହରରେ ଗଡିବ ଇ-ବସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ସିସିଇଏମ ଏହି ଯୋଜନାକୁ ଅନୁମୋଦନ କରିଛି। ଏହି…

ସରକାର ଦେବେ ଶସ୍ତାରେ ଟମାଟୋ

ସରକାର ଦେବେ ଶସ୍ତାରେ ଟମାଟୋ । ଅଗଷ୍ଟ ୧୫ ଠାରୁ ଟମାଟୋ କିଲୋ ପିଛା ୫୦ ଟଙ୍କାରେ ବିକିବେ ସରକାର । ଟମାଟୋ କିଲୋ ପିଛା ୫୦ ଟଙ୍କା ଦରରେ ଖୁଚୁରା ବଜାରରେ ବିକ୍ରି କରିବାକୁ କେନ୍ଦ୍ର ସରକାର ଜାତୀୟ ସମବାୟ…

ଭାରତର ଜାତୀୟ ପତାକା ତ୍ରିରଙ୍ଗାର ମହତ୍ତ୍ଵ

ଭାରତର ଜାତୀୟ ପତାକାରେ ତିନୋଟି ରଙ୍ଗ ଥିବାରୁ ତାହାକୁ ତ୍ରିରଙ୍ଗା ବୋଲି କୁହାଯାଏ। ଏହି ରଙ୍ଗର ଓ ଅଶୋକ ଚକ୍ରର ବିଶେଷ ମହତ୍ତ୍ବ ଅଛି। କେଶର ବା ବାଦାମୀ ରଙ୍ଗ, ଧଳା ଓ ଗଭୀର ସବୁଜ ରଙ୍ଗକୁ ପତାକାର ସର୍ବୋତ୍କୃଷ୍ଟ ରଙ୍ଗ…